ଇସଲାମାବାଦ୍,୨୧।୭: ଚାମ୍ପିଅନ୍ସ ଟ୍ରଫି ୨୦୨୫ ଆୟୋଜନକୁ ନେଇ ଏବେ ବି ଦ୍ୱନ୍ଦ୍ୱ ଲାଗିରହିଛି। ପାକିସ୍ତାନ ଏହି ଟୁର୍ନାମେଣ୍ଟ ଆୟୋଜନ କରୁଛି, କିନ୍ତୁ ଟିମ ଇଣ୍ଡିଆ ଆଇସିସି ଟୁର୍ନାମେଣ୍ଟ…
ନୂଆଦିଲ୍ଲୀ,୨୧।୭: ପ୍ୟାରିସ ଅଲିମ୍ପିକ୍ସ ୨୦୨୪ ଜୁଲାଇ ୨୬ରୁ ଆରମ୍ଭ ହେବାକୁ ଯାଉଛି। ଭାରତୀୟ ଆଥଲେଟ୍ମାନେ ସେମାନଙ୍କ ପ୍ରସ୍ତୁତିରେ ବ୍ୟସ୍ତ ଅଛନ୍ତି। ଅଲିମ୍ପିକ୍ସ ୨୦୨୪ରେ ଭାରତୀୟ କୁସ୍ତି ଦଳରେ…
ମୁମ୍ବାଇ,୨୧।୭: ଟି-୨୦ ବିଶ୍ୱକପ ୨୦୨୪ର ବିଜୟ ପରେ ଭାରତୀୟ କ୍ରିକେଟର୍ ହାର୍ଦ୍ଦିକ ପାଣ୍ଡ୍ୟା ବ୍ୟକ୍ତିଗତ ଜୀବନକୁ ନେଇ ଚର୍ଚ୍ଚାରେ ଅଛନ୍ତି। ସେ ସ୍ତ୍ରୀ ନତାଶା ଷ୍ଟାନକୋଭିକ ଅଲଗା…
କଟକ,୨୧ା୭(ଶିଳ୍ପା ପ୍ରିୟଦର୍ଶିନୀ): ଏସ୍ସିବି ମେଡିକାଲରେ ଅନେକ ଅବ୍ୟବସ୍ଥା ରହିଛି। ବିଭିନ୍ନ ପରୀକ୍ଷା ପାଇଁ ଲୋକମାନେ ଏଠାକୁ ଆସି ଅସୁବିଧାର ସମ୍ମୁଖୀନ ହେଉଥିବାବେଳେ ଚିକିତ୍ସା ସେବା ବାଧାପ୍ରାପ୍ତ ହେଉଛି।…
ଭୁବନେଶ୍ୱର, ୨୧ା୭(ଅସମାପିକା ସାହୁ): ଆସେସ୍ମେଣ୍ଟ ଆଣ୍ଡ୍ ଆକ୍ରିଡେଶନ୍ କାଉନ୍ସିଲ(ନାକ୍) ମାନ୍ୟତାରେ ପରିବର୍ତ୍ତନ ହେବ। ଗ୍ରେଡେଶନ୍ ବ୍ୟବସ୍ଥା ଆଉ ରହିବନି। ଏହା ବଦଳରେ ବାଇନାରୀ ଆକ୍ରିଡେଶନ୍ ବ୍ୟବସ୍ଥା ପ୍ରଚଳନ…
ମାଲକାନଗିରି/ କାଲିମେଳା,୨୧ା୭(ଦୁର୍ଯ୍ୟୋଧନ ପାତ୍ର/ ଜୀବନକୃଷ୍ଣ ଦାସ)ଲଘୁଚାପଜନିତ ପ୍ରବଳ ବର୍ଷା ଯୋଗୁ ମାଲକାନଗିରି ଜିଲା ବାହ୍ୟଜଗତରୁ ବିଚ୍ଛିନ୍ନ ହୋଇଯାଇଛି। କାଲିମେଳା ବ୍ଲକ୍ର ପୋଟେରୁ, କାଙ୍ଗୁରୁକୋଣ୍ଡା, ଏମ୍ଭି ୯୦ ଓ…
ଭୁବନେଶ୍ୱର, ୨୧ା୭(ଅସମାପିକା ସାହୁ): ରାଜ୍ୟର ସ୍କୁଲଗୁଡିକରେ ପିଲାଙ୍କ ପାଠପଢ଼ା ସହ ଖେଳକୁଦକୁ ଗୁରୁତ୍ୱ ଦିଆଯାଉଛି। ଏବେ କ୍ରୀଡ଼ା ସହିତ ସ୍କୁଲରେ ଯୋଗଶିକ୍ଷା ଦେବା ପାଇଁ ମଧ୍ୟ ବିଦ୍ୟାଳୟ…
ମାଲକାନଗିରି,୨୦ା୭(ଦୁର୍ଯ୍ୟୋଧନ ପାତ୍ର): ଛତିଶଗଡ଼ ସୁକ୍ମା ଜିଲାରେ ସୁରକ୍ଷାକର୍ମୀଙ୍କ ଏନ୍କାଉଣ୍ଟରେ ଜଣେ ମାଓବାଦୀଙ୍କ ମୃତ୍ୟୁ ଘଟିଛି। ଜଗରଗୁଣ୍ଡା ଥାନା ଅଞ୍ଚଳର ପାହାଡ଼ ଏବଂ ଜଙ୍ଗଲରେ ମାଓବାଦୀ ସଂଗଠନ ଏରିଆ…
ନିରାକାରପୁର,୨୦ା୭(ମାନସ ଚନ୍ଦ୍ର ପଟ୍ଟନାୟକ): ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ ପ୍ରଭାବରେ ୨ଦିନ ଧରି ଲଗାଣ ବର୍ଷା ଜାରି ରହିଛି। ଫଳରେ ଧାନଜମିରେ ବର୍ଷା ପାଣି ଲହଡ଼ି ଭାଙ୍ଗୁଥିବା…
ନୂଆଦିଲ୍ଲୀ,୨୦।୭: ଆଇପିଏଲ ୨୦୨୫ ପୂର୍ବରୁ ମେଗା ଅକ୍ସନ କରାଯିବ। ଏହି ନିଲାମୀ ଯୋଗୁ ସମସ୍ତ ଦଳରେ ଅନେକ ପରିବର୍ତ୍ତନ ଦେଖିବାକୁ ମିଳିପାରେ। ଗତ ଅକ୍ସନରେ ବରିଷ୍ଠ ଖେଳାଳିଙ୍କୁ…