ନୂଆଦିଲ୍ଲୀ,୨୧।୮: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଅଗଷ୍ଟ ୨୩ରେ ୟୁକ୍ରେନ ଗସ୍ତ କରିବେ। ସେ ୟୁକ୍ରେନ ଗସ୍ତରେ ଯାଇଥିବା ଭାରତର ପ୍ରଥମ ପ୍ରଧାନମନ୍ତ୍ରୀ ହେବେ। ତାଙ୍କର ଏହି ଗସ୍ତ…
ନୂଆଦିଲ୍ଲୀ,୨୧।୮: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ବୁଧବାରଠାରୁ ପୋଲାଣ୍ଡ ଏବଂ ୟୁକ୍ରେନ ଗସ୍ତରେ ଯାଉଛନ୍ତି। ସେଠାରେ ବାସ କରୁଥିବା ଭାରତୀୟ ସମାଜ ମଧ୍ୟରେ ମୋଦିଙ୍କ ଏହି ଗସ୍ତକୁ ନେଇ…
ଭୁବନେଶ୍ୱର,୨୧।୮(ଅନିଲ ଦାସ):ବିଜେଡି ସଭାପତି ନବୀନ ପଟ୍ଟନାୟକ ମଙ୍ଗଳବାର ନବୀନ ନିବାସଠାରେ କେନ୍ଦ୍ରାପଡ଼ା ଜିଲାର ଦଳୀୟ ବିଧାୟକ ଓ ପରାଜିତ ବିଧାୟକ ପ୍ରାର୍ଥୀମାନଙ୍କ ଉପସ୍ଥିତିରେ ଜିଲା ପରିଷଦ ସଭ୍ୟମାନଙ୍କ…
ଭୁବନେଶ୍ୱର,୨୧।୮ (ଅନିଲ ଦାସ):କଲେଜ ନିର୍ବାଚନକୁ ନେଇ ବିଧାନସଭାରେ ପ୍ରବଳ ହଟ୍ଟଗୋଳ ହୋଇଛି । ବିରୋଧୀ କଂଗ୍ରେସ ଏହି ପ୍ରସଙ୍ଗକୁ ନେଇ ବିଧାନସଭାକୁ ଅଚଳ କରିଦେଇଛି। ପ୍ରଶ୍ନକାଳ, ଶୂନ୍ୟକାଳ,…
ଭୁବନେଶ୍ୱର,୨୧।୮(ଅନିଲ ଦାସ):ନିମାପଡ଼ା ଏନ୍ଏସି ଅଧ୍ୟକ୍ଷା ସସ୍ମିତା ସାହୁଙ୍କ ବିରୋଧରେ ମଙ୍ଗଳବାର ଅଣାଯାଇଥିବା ଅନାସ୍ଥା ଭୋଟ କାଟ୍ ଖାଇଯିବାରୁ ବିଜେଡି ପକ୍ଷରୁ ଭାଜପାକୁ ଟାର୍ଗେଟ କରାଯାଇଛି। ସସ୍ମିତା ପଦ…
ନୂଆଦିଲ୍ଲୀ,୨୧।୮: ମଙ୍ଗଳବାର ଇଣ୍ଟର ନ୍ୟାଶନାଲ କ୍ରିକେଟ କାଉନସିଲ ବା ଆନ୍ତର୍ଜାତୀୟ କ୍ରିକେଟ ପରିଷଦ (ଆଇସିସି) ବୈଠକ ହୋଇଥିଲା ଯେଉଁଥିରେ ଅନେକ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନିଆଯାଇଥିଲା। ବର୍ତ୍ତମାନର ଆଇସିସି…
ନିମାପଡ଼ା,୨୧।୮(ବିଚିତ୍ରାନନ୍ଦ ସାହୁ):ନିମାପଡ଼ା ଏନ୍ଏସି ଅଧ୍ୟକ୍ଷା ସସ୍ମିତା ସାହୁଙ୍କ ବିରୋଧରେ ଆଗତ ଅନାସ୍ଥା ପ୍ରସ୍ତାବକୁ ନେଇ ଚାଲିଥିବା ଛକାପଞ୍ଝା ଘଟଣାର ଅବସାନ ଘଟିଛି। ମଙ୍ଗଳବାର ଏନ୍ଏସି ସଭାଗୃହରେ ପୋଲିସ…
ଭୁବନେଶ୍ୱର, ୨୧ା୮(ଅସମାପିକା ସାହୁ):ଆସନ୍ତା ବର୍ଷ ଫେବୃଆରୀ ୧୫ରୁ ଯୁକ୍ତ୨ ବାର୍ଷିକ ପରୀକ୍ଷା ହେବ। ପ୍ରାକ୍ଟିକାଲ ପରୀକ୍ଷା ଜାନୁଆରୀ ୨ ରୁ ୧୨ତାରିଖ ମଧ୍ୟରେ ଅନୁଷ୍ଠିତ ହେବ। ଉଚ୍ଚ…
ବରଗଡ଼,୨୧।୮(ପ୍ରେମାନନ୍ଦ ଖମାରୀ):ବରଗଡ଼ ସୌଖିନ କଳାକାର ସଂଘ ପକ୍ଷରୁ ନାଟକ ଭୂତିଆର୍ ହତିଆର୍ ମଞ୍ଚସ୍ଥ ହୋଇଯାଇଛି। ନାଟ୍ୟକାର ସ୍ବର୍ଗତ ମଙ୍ଗଳୁ ଚରଣ ବିଶ୍ୱାଳଙ୍କ ରଚିତ ଏହି ନାଟକରେ ଅଧ୍ୟାପକ…
ବରଗଡ଼,୨୧।୮(ପ୍ରେମାନନ୍ଦ ଖମାରୀ):ବରଗଡ଼ରେ ଟ୍ରାଫିକ ସମସ୍ୟା ଅନିୟନ୍ତ୍ରିତ ହୋଇ ପଡ଼ିଛି। ସହର ମୁଖ୍ୟରାସ୍ତାଠାରୁ ଆରମ୍ଭ କରି ଜାତୀୟ ରାଜପଥ ଏବଂ ପାର୍ଶ୍ୱବର୍ତ୍ତୀ ରାସ୍ତାଗୁଡ଼ିକରେ ଏହି ସମସ୍ୟା ଦିନକୁ ଦିନ…