ନୂଆଦିଲ୍ଲୀ/ଶ୍ରୀନଗର,୧୭ା୮: ଜମ୍ମୁ-କଶ୍ମୀରବାସୀ ବୁଲେଟ୍କୁ ପ୍ରତିହତ କରି ବାଲଟ୍କୁ ବାଛିଛନ୍ତି। ଲୋକେ ପରିବର୍ତ୍ତନ ଚାହଁାନ୍ତି। ସେମାନେ ଗଣତାନ୍ତ୍ରିକ ପ୍ରକ୍ରିୟାରେ ଭାଗନେଇ ନିଜ ପାଇଁ ଏକ ନୂଆ ଭବିଷ୍ୟତ ଲେଖିବାକୁ ଯାଉଛନ୍ତି।…
କାନପୁର,୧୭।୮:ସାବରମତି ଏକ୍ସପ୍ରେସ କାନପୁର ନିକଟରେ ଲାଇନଚ୍ୟୁତ ହୋଇଛି। ଟ୍ରେନର ୨୨ଟି ବଗି ଲାଇନଚ୍ୟୁତ୍ ହୋଇଥିବା ସୂଚନା ମିଳିଛି। ଭାରତୀୟ ରେଳବାଇରୁ ମିଳିଥିବା ସୂଚନା ଅନୁଯାୟୀ, ଟ୍ରେନ ନମ୍ବର…
ଇସଲାମାବାଦ,୧୬।୮: ପ୍ୟାରିସ ଅଲିମ୍ପିକ୍ସ ୨୦୨୪ରେ ପାକିସ୍ତାନ କେବଳ ଗୋଟିଏ ପଦକ ପାଇଥିଲା। ସେହି ପଦକକୁ ଜାଭେଲିନ ଥ୍ରୋରେ ଅର୍ଶଦ ନଦୀମ ଜିତିଥିଲେ। ଭାରତର ତାରକା ଜାଭେଲିନ ଥ୍ରୋ…
ନୂଆଦିଲ୍ଲୀ,୧୬।୮: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଶୁକ୍ରବାର ଫୋନ ମାଧ୍ୟମରେ ପ୍ରଥମ ଥର ପାଇଁ ବାଂଲାଦେଶର ନୂତନ ମଧ୍ୟବର୍ତ୍ତୀକାଳୀନ ସରକାରର ମୁଖ୍ୟ ପ୍ରଫେସର ମହମ୍ମଦ ୟୁନୁସଙ୍କ ସହ କଥା…
ବ୍ୟାଙ୍କକ,୧୬।୮: ପୂର୍ବତନ ପ୍ରଧାନମନ୍ତ୍ରୀ ଥାକସିନ ଶିନାୱାତ୍ରାଙ୍କ ସବୁଠାରୁ ସାନ ଝିଅ ୩୭ବର୍ଷିୟ ପେଟୋଙ୍ଗଟାର୍ନ ଶିନାୱାତ୍ରା ଥାଇଲ୍ୟାଣ୍ଡର ୩୧ତମ ପ୍ରଧାନମନ୍ତ୍ରୀ ଭାବରେ ନିର୍ବାଚିତ ହୋଇଛନ୍ତି। ୩୧୯ସାଂସଦ ତାଙ୍କୁ ସମର୍ଥନ…
ଇସଲାମାବାଦ,୧୬।୮: ପାକିସ୍ତାନ ସରକାର ପ୍ରଥମ ଥର ପାଇଁ ସ୍ବୀକାର କରିଛନ୍ତି ଯେ ସେ ତାଙ୍କର ୱେବ ମ୍ୟାନେଜମେଣ୍ଟ ସିଷ୍ଟମକୁ ଅପଗ୍ରେଡ କରୁଛନ୍ତି, ଯାହାଦ୍ୱାରା ସାଇବର ସୁରକ୍ଷା ଚ୍ୟାଲେଞ୍ଜ…
ଓ୍ବାଶିଂଟନ,୧୬।୮: ଆମେରିକାରେ ଭାରତୀୟ ମୂଳ ବାସିନ୍ଦା କମଲା ହାରିସ ରାଷ୍ଟ୍ରପତି ନିର୍ବାଚନରେ ପ୍ରତିଦ୍ୱନ୍ଦ୍ୱିତା କରିବା ପରେ ଆମେରିକୀୟ ରାଜନୀତିରେ ଉତ୍ତେଜନା ଦେଖାଦେଇଛି। ଏଥି ସହିତ ଆମେରିକାର ପୂର୍ବତନ…
ନୂଆଦିଲ୍ଲୀ,୧୬।୮: ଜମ୍ମୁ କଶ୍ମୀର ଏବଂ ହରିୟାଣା ବିଧାନସଭା ନିର୍ବାଚନ ପାଇଁ ତାରିଖ ଘୋଷଣା କରାଯାଇଛି। ଜମ୍ମୁ କଶ୍ମୀରରେ ତିନିଟି ପର୍ଯ୍ୟାୟରେ ନିର୍ବାଚନ ଅନୁଷ୍ଠିତ ହେବ। ସେପ୍ଟେମ୍ବର ୧୮ରେ…
ପାଟନା,୧୬।୮: ରାଜନୀତିର ଚାଣକ୍ୟ ତଥା ଜନ ସୁରାଜର ସୂତ୍ରଧାର ପ୍ରଶାନ୍ତ କିଶୋର ଏକ ଦଳ ଗଠନ କରିବାକୁ ଯାଉଛନ୍ତି। ଅକ୍ଟୋବର ୨ରେ ଦଳ ଗଠନ ହେବ। ଏହା…
ଶ୍ରୀନଗର,୧୬।୮: ଜମ୍ମୁରେ ବଢୁଥିବା ଆତଙ୍କବାଦୀ ଘଟଣାକୁ ଦୃଷ୍ଟିରେ ରଖି ଜମ୍ମୁ-କଶ୍ମୀରରେ ନିର୍ବାଚନ କରିବା କଷ୍ଟକର ହେବ ବୋଲି କଳ୍ପନାଜଳ୍ପନା କରାଯାଉଥିଲା। କିନ୍ତୁ ଏସବୁ ଚର୍ଚ୍ଚାରେ ପୂର୍ଣ୍ଣଚ୍ଛେଦ ପଡିଛି।…