Home

ସୁମିତ ବିଓବିର ବ୍ରାଣ୍ଡ୍‌ ଆମ୍ବାସାଡର

ଭୁବନେଶ୍ୱର,୨୫।୬: ବ୍ୟାଙ୍କ ଅଫ୍‌ ବରୋଦା (ବିଓବି) ର ନୂତନ ବ୍ରାଣ୍ଡ୍‌ ଆମ୍ବାସାଡର ଭାବେ ଭାରତୀୟ ଟେନିସ୍‌ ଖେଳାଳି ସୁମିତ ନାଗଲଙ୍କୁ ନିଯୁକ୍ତି ଦିଆଯାଇଛି। ଏପରିକି ଉଦୀୟମାନ ତଥା ପ୍ରତିଭାବାନ…

2 years ago

ଜୁଲାଇ ୨୭ରେ ଆଇସିସିର ମେଗା ନିଯୁକ୍ତି ମେଳା

ଭୁବନେଶ୍ୱର,୨୫।୬ (ଅଭୟ ଦାଶ): ଇଣ୍ଡିଆନ ଚାମ୍ବର ଅଫ୍‌ କମର୍ସ(ଆଇସିସି)ର ବହୁ ପ୍ରତୀକ୍ଷିତ କାର୍ଯ୍ୟକ୍ରମ ‘ମେଗା ନିଯୁକ୍ତି ମେଳା’ ସମ୍ପର୍କରେ ଘୋଷଣା କରାଯାଇଛି। ଏହି କାର୍ଯ୍ୟକ୍ରମ ୨୦୨୪ ଜୁଲାଇ…

2 years ago

ଅଖିଲ ଗୁପ୍ତା ଭାରତୀ ଆକ୍ସାର ନ୍ୟୁ ଚେୟାରମ୍ୟାନ

ଭୁବନେଶ୍ୱର,୨୫।୬: ଦେଶର ପ୍ରମୁଖ ଘରୋଇ ବୀମା କମ୍ପାନୀ ତଥା ଭାରତୀ ଆକ୍ସା ଲାଇଫ୍‌ ଇନ୍‌ସ୍ୟୁରାନ୍ସର ନୂତନ ଅଧ୍ୟକ୍ଷ ( ନ୍ୟୁ ଚେୟାରମ୍ୟାନ) ଭାବେ ଅଖିଲ ଗୁପ୍ତା ନିକଟରେ ଯୋଗଦାନ…

2 years ago

ଗହମ ଷ୍ଟକ୍‌ ପାଇଁ ସୀମା ନିର୍ଦ୍ଧାରିତ

ଭୁବନେଶ୍ୱର,୨୫।୬(ଅନୁରାଧା ମହାରଣା): ସାମଗ୍ରିକ ଖାଦ୍ୟ ନିରାପତ୍ତାକୁ ନିୟନ୍ତ୍ରଣ କରିବା ଏବଂ ବେଆଇନ ମହଜୁଦ ରୋକିବା ପାଇଁ ଭାରତ ସରକାର ସମସ୍ତ ରାଜ୍ୟ ଏବଂ କେନ୍ଦ୍ରଶାସିତ ଅଞ୍ଚଳରେ ବ୍ୟବସାୟୀ, ହୋଲସେଲର,…

2 years ago

‘ମଟ୍‌କା କିଙ୍ଗ୍‌’ରେ ଜଲୱା ଦେଖାଇବେ କୃତ୍ତିକା

ମୁମ୍ବାଇ: ଅଭିନେତା ବିଜୟ ବର୍ମା ତାଙ୍କର ଆଗାମୀ କ୍ରାଇମ ଡ୍ରାମା ୱେବ୍‌ ସିରିଜ୍‌ ‘ମଟ୍‌କା କିଙ୍ଗ୍‌’କୁ ନେଇ ଏବେ ବେଶ୍‌ ଚର୍ଚ୍ଚାରେ ରହିଛନ୍ତି। ନିକଟରେ ଏହାର ପ୍ରଥମ…

2 years ago

ବିନା କାମରେ ୨୦ ବର୍ଷ ଦରମା

ପ୍ୟାରିସ: କାର୍ଯ୍ୟ ସମ୍ପାଦନ କରି ଅଫିସ ବା ସଂସ୍ଥାରୁ ଦରମା ନ ମିଳିଲେ କ୍ଷୁବ୍ଧ କର୍ମଚାରୀ ଆଇନର ଆଶ୍ରୟ ନେଇଥାନ୍ତି। କିନ୍ତୁ ଫ୍ରାନ୍ସରେ ଏହାର ଓଲଟା ଦେଖିବାକୁ ମିଳିଛି।…

2 years ago

ପାର୍ଲାମେଣ୍ଟ ଅଭିଯାନ ବେଳେ ବହୁ ଛାତ୍ରୀଛାତ୍ର ଅଟକ

ନୂଆଦିଲ୍ଲୀ,୨୫ା୬: ଡାକ୍ତରୀ ପାଠ୍ୟକ୍ରମରେ ନାମଲେଖା ପାଇଁ ଚଳିତ ବର୍ଷ ଅନୁଷ୍ଠିତ ଏନ୍‌ଇଇଟି-ୟୁଜି ପରୀକ୍ଷାରେ ବ୍ୟାପକ ଅନିୟମିତତା ଏବଂ ପ୍ରଶ୍ନପତ୍ର ପ୍ରଘଟ ପ୍ରତିବାଦରେ ସୋମବାର ପାର୍ଲାମେଣ୍ଟ ଅଭିଯାନ ବେଳେ…

2 years ago

କେରଳ ହେବ କେରଳମ୍‌

ଥିରୁଭାନନ୍ତପୁରମ, ୨୫।୬: କେରଳର ନାମ ପରିବର୍ତ୍ତନ କରି କେରଳମ୍‌ କରିବାକୁ ସୋମବାର ରାଜ୍ୟ ବିଧାନସଭାରେ ସଂକଳ୍ପ ପାରିତ ହୋଇଛି। ପ୍ରାୟ ବର୍ଷେ ତଳେ ଏହି ସଂକଳ୍ପକୁ ରାଜ୍ୟ ବିଧାନସଭା…

2 years ago

ମୁଖ୍ୟମନ୍ତ୍ରୀ ପଦ ମର୍ଯ୍ୟାଦା ରଖନ୍ତୁ: ପ୍ରତାପ ଦେବ

ଭୁବନେଶ୍ୱର,୨୫ା୬(ଅନିଲ ଦାସ): କେନ୍ଦୁଝରରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ଟିପ୍ପଣୀକୁ ନେଇ ବିଜେଡି କଡ଼ା ପ୍ରତିକ୍ରିୟା ପ୍ରକାଶ କରିଛି। ସୋମବାର ଏକ ଖବରଦାତା ସମ୍ମିଳନୀରେ ବିଜେଡିର ବରିଷ୍ଠ…

2 years ago

ଅଷ୍ଟ୍ରେଲିଆକୁ ହରାଇ ସେମିଫାଇନାଲରେ ପହଞ୍ଚିଲା ଭାରତ

ଗ୍ରସ ଆଇସ୍ଲେଟ, ୨୪।୬: ସେଣ୍ଟ ଲୁସିଆସ୍ଥିତ ଡାରେନ ସାମି ଜାତୀୟ କ୍ରିକେଟ ଷ୍ଟାଡିୟମରେ ସୋମବାର ଖେଳାଯାଇଥିବା ଟି୨୦ କ୍ରିକେଟ ବିଶ୍ୱକପର ଶେଷ ସୁପର-୮ ମ୍ୟାଚ୍‌ରେ ଅଷ୍ଟ୍ରେଲିଆକୁ ୨୪…

2 years ago