Home

ଗୋଟିଏ ଗୃହରେ ୫ ଶ୍ରେଣୀ

ଡେରାବିଶ,୨୬ା୭ (ବେବର୍ତ୍ତା ଅଜୟ ଦାସ): ତୃଣମୂଳସ୍ତରରୁ ଶିକ୍ଷାର ଭିତ୍ତିଭୂମି ସୁଦୃଢ଼ ପାଇଁ ସରକାରଙ୍କ ପକ୍ଷରୁ ବିଭିନ୍ନ ଯୋଜନାମାନ ପ୍ରଣୟନ କରାଯାଇଛି। ମାତ୍ର ଏବେ ବି ଛାତ୍ରୀଛାତ୍ରଙ୍କ ପାଇଁ…

2 years ago

ପଶ୍ଚିମବଙ୍ଗରୁ ଆଳୁ ପରିବହନ ବନ୍ଦ:କିଲୋ ପିଛା ଏତିକି ଟଙ୍କା ଛୁଇଁଲା ଆଳୁ ଦର

ଜଳେଶ୍ୱର, ୨୬ା୭(ରବିନାରାୟଣ ପାତ୍ର):ପଶ୍ଚିମବଙ୍ଗ ସରକାର ନିଜ ରାଜ୍ୟରେ ଆଳୁ ଆବଶ୍ୟକତାକୁ ଲକ୍ଷ୍ୟ କରି ଅନ୍ୟ ରାଜ୍ୟକୁ ପରିବହନ ଉପରେ ଗତ ୬ଦିନ ତଳେ ରୋକ ଲଗାଇଛନ୍ତି। ପଶ୍ଚିମବଙ୍ଗରେ…

2 years ago

ଆଜି ଦିଲ୍ଲୀ ଯିବେ ମୁଖ୍ୟମନ୍ତ୍ରୀ: ପଛରେ ରହିଛି ଏଭଳି କାରଣ

ଭୁବନେଶ୍ୱର, ୨୬।୭(ସୁନିତ୍‌ ମିଶ୍ର):ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଶୁକ୍ରବାର ସାରେ ଦିଲ୍ଲୀ ଯାତ୍ରା କରିବେ। ଶନିବାର ଅନୁଷ୍ଠିତ ନୀତି ଆୟୋଗ ବୈଠକରେ ଯୋଗଦେବାର କାର୍ଯ୍ୟକ୍ରମ ରହିଛି। ପ୍ରଧାନମନ୍ତ୍ରୀ…

2 years ago

ଜଗନ୍‌ ମୋହନଙ୍କୁ ପାବ୍‌ଲୋ ଏସ୍‌କୋବରଙ୍କ ସହ ତୁଳନା କଲେ ଚନ୍ଦ୍ରାବାବୁ

ଅମରାବତୀ,୨୬ା୭:ଆନ୍ଧ୍ରପ୍ରଦେଶ ମୁଖ୍ୟମନ୍ତ୍ରୀ ଏନ୍‌. ଚନ୍ଦ୍ରବାବୁ ନାଇଡୁ ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ଓ୍ବାଇଏସ୍‌ଆର୍‌ସିପି ନେତା ଜଗନ୍‌ ମୋହନ ରେଡ୍ଡୀଙ୍କୁ କଲମ୍ବିଆର ଡ୍ରଗ୍‌ ବ୍ୟବସାୟୀ ପାବ୍‌ଲୋ ଏସ୍‌କୋବରଙ୍କ ସହ ତୁଳନା…

2 years ago

କାର୍‌ଗିଲ ଯୋଦ୍ଧାଙ୍କୁ ମନେ ପକାଉଛି ଦେଶ, ଶ୍ରଦ୍ଧାଞ୍ଜଳି ଦେବେ ପ୍ରଧାନମନ୍ତ୍ରୀ

ନୂଆଦିଲ୍ଲୀ,୨୬ା୭: ଦେଶରେ ପ୍ରତିବର୍ଷ ୨୬ ଜୁଲାଇରେ କାର୍‌ଗିଲ ବିଜୟ ଦିବସ ପାଳନ କରାଯାଉଛି। ୧୯୯୯ର କାର୍‌ଗିଲ ଯୁଦ୍ଧରେ ପାକିସ୍ତାନକୁ ପରାସ୍ତ କରି ଶହୀଦ ହୋଇଥିବା ସେହି ଶହୀଦମାନଙ୍କୁ…

2 years ago

ନବୀନ ପଟ୍ଟନାୟକଙ୍କୁ ଗିରଫ କରିବା ପ୍ରସଙ୍ଗ: ମନ୍ତ୍ରୀ-ବିଧାୟକ ମୁହାଁମୁହିଁ

ଭୁବନେଶ୍ୱର,୨୬।୭(ଅନିଲଦାସ):ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକଙ୍କୁ ଗରିଫ କରିବା ପ୍ରସଙ୍ଗକୁ ନେଇ ସଂସଦୀୟ ବ୍ୟାପାର ମନ୍ତ୍ରୀ ମୁକେଶ ମହାଲିଙ୍ଗ ଓ ବିଜେଡି ବିଧାୟକ ଅରୁଣ ସାହୁ ମୁହାଁମୁହିଁ…

2 years ago

ଇଂଲଣ୍ଡ ଭଳି ଟିକସ ଦେଉଛୁ, ସୋମାଲିଆ ଭଳି ସେବା ପାଉଛୁ: ରାଘବ

ନୂଆଦିଲ୍ଲୀ, ୨୬ା୭:ଏନ୍‌ଡିଏ ତୃତୀୟ ପାଳି ସରକାର ଉପସ୍ଥାପନ କରିଥିବା ୨୦୨୪-୨୫ ବର୍ଷର ବଜେଟକୁ ରାଜ୍ୟ ସଭା ସଦସ୍ୟ ତଥା ଆପ୍‌ ନେତା ରାଘବ ଚଢ଼ା କଡ଼ା ସମାଲୋଚନା…

2 years ago

ଆଜିଠୁ ପ୍ୟାରିସ୍‌ ଅଲିମ୍ପିକ୍ସ: ବିଶ୍ୱର ୧୦,୫୦୦ରୁ ଊର୍ଦ୍ଧ୍ୱ ଆଥଲେଟ୍‌ଙ୍କ ସମାଗମ

ପ୍ୟାରିସ୍‌,୨୬ା୭(ପି.ଟି.):ପ୍ୟାରିସ୍‌ ପ୍ରସ୍ତୁତ। ବିଶ୍ୱର ୧୦,୫୦୦ରୁ ଊର୍ଦ୍ଧ୍ୱ ଆଥଲେଟ୍‌ଙ୍କ ସମାଗମରେ ‘ସିଟି ଅଫ୍‌ ଲାଇଟ୍ସ’ ହୋଇଉଠିଛି ଚଳଚଞ୍ଚଳ। ଶୁକ୍ରବାରଠାରୁ ଏଠାରେ ଆରମ୍ଭ ହେବ ବିଶ୍ୱର ସର୍ବୋଚ୍ଚ କ୍ରୀଡ଼ା ପ୍ରତିଯୋଗିତା…

2 years ago

ବୁଥ କ୍ୟାପଚରିଂର ୯୦୦ ଅଭିଯୋଗରୁ ୮୭୫ ପଶ୍ଚିମବଙ୍ଗର! ଲୋକ ସଭାରେ ମନ୍ତ୍ରୀ ଉପସ୍ଥାପନ କଲେ…

ନୂଆଦିଲ୍ଲୀ,୨୫।୭: ସରକାର ଗୁରୁବାର (ଜୁଲାଇ ୨୫, ୨୦୨୪)ରେ କହିଛନ୍ତି ଯେ ନିକଟରେ ଅନୁଷ୍ଠିତ ଲୋକ ସଭା ଓ ବିଧାନସଭା ନିର୍ବାଚନ ସମୟରେ ମତଦାନ କେନ୍ଦ୍ରଗୁଡ଼ିକର ୯୨୫ ଅଭିଯୋଗ…

2 years ago

କେଶବ ପ୍ରସାଦ ମୌର୍ଯ୍ୟଙ୍କୁ ସମର୍ଥନ ଦେଲେ ଭାଜପା ବିଧାୟକ

ଲକ୍ଷ୍ନୌ,୨୫।୭: ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥ ଗୁରୁବାର ମେରୁଟ ଡିଭିଜନର ବିଧାୟକଙ୍କ ସହ ଏକ ବୈଠକ କରିଛନ୍ତି। ଏହି ବୈଠକ ପରେ ଗାଜିଆବାଦର ଲୋନି ବିଧାୟକ ନନ୍ଦ କିଶୋର…

2 years ago