Home

ଗୋବରୀ ନଦୀ ଖନନରେ ଅଦାଲତ ଅବମାନନା: କେନ୍ଦ୍ରାପଡ଼ା ଡ୍ରେନେଜ୍‌ ଡିଭିଜନ୍‌ ଯନ୍ତ୍ରୀଙ୍କୁ ହାଜିରା ନିର୍ଦ୍ଦେଶ

କଟକ,୧୩ା୩(କାର୍ତ୍ତିକ ସାହୁ): ଗୋବରୀ ନଦୀ ଖନନ ବେଳେ ଅଦାଲତ ଅବମାନନା ନେଇ ରୁଜୁ ମାମଲାରେ ହାଇକୋର୍ଟ କେନ୍ଦ୍ରାପଡ଼ା ଡ୍ରେନେଜ୍‌ ଡିଭିଜନ୍‌ ଯନ୍ତ୍ରୀଙ୍କୁ ବ୍ୟକ୍ତିଗତ ହାଜିରା ହେବାକୁ ନିର୍ଦ୍ଦେଶ…

2 years ago

ଏହି କାରଣ କହୁଛି ରାଜ୍ୟରେ ମେଣ୍ଟ ହେବା ଏକପ୍ରକାର ନିଶ୍ଚିତ

ଭୁବନେଶ୍ୱର,୧୩।୩: ରାଜ୍ୟରେ ଭାଜପା-ବିଜେଡି ମେଣ୍ଟକୁ ନେଇ ଚର୍ଚ୍ଚା ଥମୁନାହିଁ। ଦିଲ୍ଲୀରେ ଭାଜପା ମେଣ୍ଟ ପାଇଁ କସରତ କରୁଥିବାବେଳେ ରାଜ୍ୟରେ ବିଜେଡି ନୀରବ ଭାବରେ ଆଲୋଚନା କରୁଛି। କିନ୍ତୁ…

2 years ago

ମହିଳାଙ୍କ ଅଶ୍ଳୀଳ ଫଟୋ ଭାଇରାଲ କରି ଟଙ୍କା ମାଗୁଥିଲେ ଯୁବକ, ଉଠାଇନେଲା ପୋଲିସ

ଗୋପାଳପୁର,୧୩ା୩(ନବୀନ ରାଜ ଆଚାରୀ): ମହିଳାଙ୍କର ସାମାଜିକ ଗଣମାଧ୍ୟମରେ ଅଶ୍ଳୀଳ ଫଟୋ ଭାଇରାଲ କରିବାକୁ କହି ଧମକ ଚମକ ଦେଇ ଟଙ୍କା ନେଇଥିବା ଅଭିଯୋଗରେ ବୁଧବାର ଗୋଳନ୍ଥରା ଥାନା…

2 years ago

ମହାରାଷ୍ଟ୍ରରେ ଆସନ ବୁଝାମଣା ଶେଷ: ଏତିକି ଆସନରେ ଲଢିବ ଭାଜପା

ମୁମ୍ବାଇ, ୧୩।୩:ଆଗାମୀ ଲୋକ ସଭା ନିର୍ବାଚନକୁ ନେଇ ମହରାଷ୍ଟ୍ରରେ ଶାସନରେ ଥିବା ଜାତୀୟ ଗଣତାନ୍ତ୍ରିକ ମେଣ୍ଟ(ଏନ୍‌ଡିଏ) ପକ୍ଷରୁ ଆସନ ବୁଝାମଣା ଚୁଡାନ୍ତ ହୋଇଛି। ଏନେଇ ଦୀର୍ଘ ଦିନ…

2 years ago

ଶ୍ରୀମନ୍ଦିରରେ ଦୁଇ ସେବାୟତ ହାତାହାତି

ପୁରୀ, ୧୩ା୩(ଅଜିତ୍‌ ମହାନ୍ତି)- ଶ୍ରୀମନ୍ଦିରରେ ବୁଧବାର ସକାଳେ ଦୁଇଜଣ ସେବାୟତ ପାଳିକୁ ନେଇ ହାତାହାତି ହୋଇଛନ୍ତି। ଶ୍ରୀମନ୍ଦିର ପରିସରସ୍ଥ ବିମଳାଙ୍କ ମନ୍ଦିର ନିକଟରେ ଏହି ଘଟଣା ଘଟିଛି।…

2 years ago

ବଲିଉଡ୍‌ରେ ଡେବ୍ୟୁ କରିବେ ଉର୍ଫି, ହାତରେ ଲାଗିଛି ବଡ଼ ଅଫର୍‌…

ବମ୍ବେ: ବଲିଉଡ୍‌ରେ ଡେବ୍ୟୁ କରିବେ ସୋସିଆଲ ମିଡିଆ ସେନସେଶନ ଉର୍ଫି ଜାଭେଦ। ନିଜର ଅଜବ ପୋଷାକ ପରିଧାନକୁ ନେଇ ଚର୍ଚ୍ଚାରେ ରହିଥାନ୍ତି ସେ। ହେଲେ ଏବେ ସେ…

2 years ago

ହାଇକୋର୍ଟରେ ଏସ୍‌ସିବି ମେଡିକାଲ ଅଗ୍ନି ନିରାପତ୍ତା ମାମଲା: ହାଜର ହେଲେ ଅଗ୍ନିଶମ ଡିଜି

କଟକ,୧୩ା୩(କାର୍ତ୍ତିକ ସାହୁ): ଏସ୍‌ସିବି ମେଡିକାଲରେ ଅଗ୍ନି ନିରାପତ୍ତା ବ୍ୟବସ୍ଥା ସଂକ୍ରାନ୍ତ ମାମଲାରେ ଅଗ୍ନିଶମ ଡିଜି ଡ. ସୁଧାଂଶୁ ଷଡ଼ଙ୍ଗୀ ବୁଧବାର ହାଇକୋର୍ଟରେ ହାଜର ହୋଇଛନ୍ତି। ସେହିପରି ଏସ୍‌ସିବି…

2 years ago

ଆଇପିଏଲ୍‌ ପୂର୍ବରୁ ଏହି କ୍ରିକେଟରଙ୍କୁ ଦଳରୁ ବାହାର କଲା ପଞ୍ଜାବ କିଙ୍ଗ୍ସ, ମାରିଛନ୍ତି ୬୭ ଶତକ

ନୂଆଦିଲ୍ଲୀ,୧୩।୩: ଆଇପିଏଲ୍‌ ୨୦୨୪ରେ ଅଭିଯାନ ଆରମ୍ଭ କରିବା ପୂର୍ବରୁ ବଡ଼ ନିଷ୍ପତ୍ତି ନେଇଛି ପଞ୍ଜାବ କିଙ୍ଗ୍ସ। ତଦନୁଯାୟୀ ଜଣେ ବରିଷ୍ଠ ଖେଳାଳିଙ୍କୁ ଦଳ ବାହାର କରିଦେଇଛି। ସେ…

2 years ago

୩ ପ୍ରକଳ୍ପ ଶିଳାନ୍ୟାସ କଲେ ପ୍ରଧାନମନ୍ତ୍ରୀ

କୋରାପୁଟ,୧୩ା୩(ଅମିତାଭ ବେହେରା): ଭାରତର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ବୁଧବାର ସାମୂହିକ ଭାବେ ପ୍ରାୟ ୧.୨୫ ଲକ୍ଷ କୋଟି ଟଙ୍କାର ତିନୋଟି ସେମିକଣ୍ଡକ୍ଟର ପ୍ରକଳ୍ପର ଶିଳାନ୍ୟାସ କରିଛନ୍ତି। ଓଡ଼ିଶା…

2 years ago

ନିଜେ ନିଜର ମଜା ଉଡାଇଲେ ଅଶ୍ୱିନ, କହିଲେ-ଏତେ ବର୍ଷ ପରେ ବି ସୁଧାର ନାହିଁ…

ନୂଆଦିଲ୍ଲୀ,୧୩।୩: ନିକଟରେ ଭାରତୀୟ ଟିମ୍‌ର ଷ୍ଟାର ସ୍ପିନର ରବିଚନ୍ଦ୍ରନ ଅଶ୍ୱିନ ନିଜର ୫୦୦ ଉଇକେଟ ପୂରଣ ସହ ୧୦୦ତମ ଟେଷ୍ଟ ଖେଳିବାର ଗୌରବ ହାସଲ କରିଛନ୍ତି। ଏହାର…

2 years ago