Home

ଡୁଡ୍‌ଲ ପରିବର୍ତ୍ତନ କଲା ଗୁଗ୍‌ଲ

ଗୁଗ୍‌ଲ ଡୁଡ୍‌ଲ ଭାରତରେ ଲୋକ ସଭା ନିର୍ବାଚନ ୨୦୨୪ ପାଇଁ ଭୋଟ୍‌ ଆରମ୍ଭକୁ ସ୍ମରଣ କରି ଡୁଡ୍‌ଲରେ କାଳି ସହିତ ଏକ ଇଣ୍ଡେକ୍ସ ଆଙ୍ଗୁଠି ଚିତ୍ରଣ କରିଛି।…

2 years ago

ନାଗାଲାଣ୍ଡର ୬ ଜିଲାରେ ବୁଥ୍‌ ଖାଁ ଖାଁ, ଭୋଟ ଦେବାକୁ ଆସିଲେ ନାହିଁ ଜଣେ ହେଲେ ବି ଭୋଟର୍‌  

କୋହିମା,୧୯ା୪: ନାଗାଲାଣ୍ଡରେ ପୃଥକ ସରକାର(ରାଜ୍ୟ) ଏବଂ ଅଧିକ ଆର୍ଥିକ ସ୍ବାଧୀନତା ଦାବିରେ ‘ଲୋକଙ୍କ ଜରୁରୀକାଳିନ ପରିସ୍ଥିତି’ ନେଇ ଘୋଷଣା କରି ପୂର୍ବ ନାଗାଲାଣ୍ଡ ଲୋକ ସଂଗଠନ(ଇଏନ୍‌ପିଓ) ଲୋକ…

2 years ago

ଅଶୁଂଘାତ ନେଲା ଜଣଙ୍କ ଜୀବନ

ଭୁବନେଶ୍ୱର,୧୯।୪: ଅଂଶୁଘାତରେ ରାଜ୍ୟରେ ଜଣଙ୍କର ମୃତ୍ୟୁ ଘଟିଛି। ମୃତ ବ୍ୟକ୍ତି ଜଣଙ୍କ ବାଲେଶ୍ୱରର ବୋଲି ଜଣାପଡିଛି। ଜନସ୍ବାସ୍ଥ୍ୟ ନିର୍ଦ୍ଦେଶକ ଡାକ୍ତର ନିରଞ୍ଜନ ମିଶ୍ର ଆଜି ଏହି ସୂଚନା…

2 years ago

ପିକ୍‌ଅପ୍‌ରୁ ଜବତ ହେଲା ପୁଳାପୁଳା ଟଙ୍କା

ପଦ୍ମପୁର,୧୯ା୪(ପ୍ରଦୀପ୍ତ ଦାଶ): ବରଗଡ଼ ଜିଲା ପଦ୍ମପୁର ଥାନା ପୋଲିସ ଶୁକ୍ରବାର ଏକ ପିକ୍‌ଅପ୍‌ରୁ ପୁଳାପୁଳା ଟଙ୍କା ଜବତ କରିଛି। ଗାଇସିଲେଟ -ପଦ୍ମପୁର ରାସ୍ତାର ଗଡ଼ଭାଟି ଛକରୁ ୧ଲକ୍ଷ…

2 years ago

ମହାନଦୀରେ ବୁଡିଲା ଡଙ୍ଗା: ଜଣେ ମୃତ, ୬ ନିଖୋଜ

ଝାରସୁଗୁଡା,୧୯।୪: ମହାନଦୀରେ ବୁଡିଲା ଡଙ୍ଗା। ଏଥିରେ ଜଣଙ୍କର ମୃତ୍ୟୁ ଘଟିଥିବା ବେଳେ ୬ ଜଣଙ୍କର ପତ୍ତା ମିଳୁନି। ଝାରସୁଗୁଡା ଜିଲା ଲଖନପୁର ବ୍ଲକ ଶରଧା ନିକଟ ଘଟିଛି…

2 years ago

ଜେଲ୍‌ ଭିତରେ କେଜରିଓ୍ବାଲଙ୍କୁ ମାରି ଦେବାକୁ ଷଡଯନ୍ତ୍ର!

ନୂଆଦିଲ୍ଲୀ,୧୯।୪: ଅବକାରୀ ଦୁର୍ନୀତି ମାମଲାରେ ଗିରଫ ହୋଇ ଜେଲରେ ଥିବା ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜରିୱାଲଙ୍କ ବିରୋଧରେ ଚାଲିଛି ସାଂଘାତିକ ଷଡଯନ୍ତ୍ର। ଜେଲ ଭିତରେ କେଜରିୱାଲଙ୍କୁ ମାରି…

2 years ago

ବିଜେଡିରେ ସାମିଲ ହେଲେ ବିଜୟ କେତନ ସ୍ବାଇଁ; କହିଲେ-ବିତୃଷ୍ଣା ହୋଇ ଭାଜପା ଛାଡ଼ିଲି

ଭୁବନେଶ୍ୱର,୧୯ା୪: ଭାଜପା ଛାଡି ବିଜେଡିରେ ଯୋଗ ଦେଲେ ବରିଷ୍ଠ ନେତା ବିଜୟ କେତନ ସ୍ବାଇଁ । ରାଜନଗର ବିଧାୟକ ଧ୍ରୁବ ସାହୁ, କେନ୍ଦ୍ରାପଡ଼ା ପର୍ଯ୍ୟବେକ୍ଷକ ପ୍ରତାପ ଜେନା,…

2 years ago

ବୃଦ୍ଧଙ୍କୁ ପଥରରେ ଛେଚି ହତ୍ୟା

ପାଇକମାଳ,୧୯ା୪(ବଡ଼ ଶତପଥୀ): ବରଗଡ଼ ଜିଲା ପାଇକମାଳ ବ୍ଲକ ଅନ୍ତର୍ଗତ ଭୁବନେଶ୍ୱରପୁର(ଚେରିମୁଣ୍ଡା) ଗ୍ରାମରେ ଏକ ଅଭାବନୀୟ ଘଟଣା ଘଟିଛି। ଜଣେ ୬୫ ବର୍ଷର ବୃଦ୍ଧଙ୍କୁ ପଥରରେ ଛେଚି ହତ୍ୟା…

2 years ago

ପୋଲିସ ପରିଚୟ ଦେଇ ଲକ୍ଷାଧିକ ଟଙ୍କା ଲୁଟିନେଲେ ଦୁର୍ବୃତ୍ତ

କଟକ,୧୯ା୪(କାର୍ତ୍ତିକ ସାହୁ): ପୋଲିସ ପରିଚୟ ଦେଇ ଦୁଇ ଜଣଙ୍କଠାରୁ ଲକ୍ଷାଧିକ ଟଙ୍କା ଲୁଟିନେଇଛନ୍ତି ଦୁର୍ବୃତ୍ତ। ଦୁଇଜଣଙ୍କଠାରୁ ଦୁର୍ବୃତ୍ତମାନେ ସାଢ଼େ ୩ ଲକ୍ଷ ଟଙ୍କା ଲୁଟି ନେଇଛନ୍ତି। ବାଦାମବାଡ଼ି…

2 years ago

ଓଡିଶା ରାଜନୀତିରେ ଚହଳ,ଭାଜପାରେ ଯୋଗଦେବେ ଦୁଇ ବଡ଼ ନେତା!

ଭୁବନେଶ୍ୱର,୧୯।୪: ଆଗକୁ ରାଜ୍ୟ ରାଜନୀତି ସରଗରମ ହେବାକୁ ଯାଉଛି କାରଣ ଭାଜପାରେ ଯୋଗ ଦେଇ ପାରନ୍ତି ଓଡିଶା ରାଜନୀତିର ଦୁଇ ବଡ଼ ନେତା। ଏବେ ଚର୍ଚ୍ଚା ହେଉଛି…

2 years ago