Home

ଦୁର୍ଘଟଣାରେ ପ୍ରସନ୍ନ ଆଚାର୍ଯ୍ୟ ଗୁରୁତର

ସମ୍ବଲପୁର,୧୫ା୩: ଦୁର୍ଘଟଣାରେ ବରିଷ୍ଠ ବିଜେଡି ନେତା ପ୍ରସନ୍ନ ଆଚାର୍ଯ୍ୟ ଗୁରୁତର ହୋଇଛନ୍ତି। ଏକ ଗ୍ୟାସ୍‌ ଟ୍ୟାଙ୍କର ସହ ତାଙ୍କ କାର୍‌ ମୁହାଁମୁହିଁ ଧକ୍କା ହୋଇଥିବା ସୂଚନା ମିଳିଛି।…

2 years ago

ଇ-ଗଭର୍ନାନ୍ସରେ ସୃଷ୍ଟି ହେଲା ନୂଆ ଅଧ୍ୟାୟ: ଏଣିକି ପାଇବେ ଏମିତି ସୁବିଧା

ଭୁବନେଶ୍ୱର,୧୫ା୩(ଅନିଲ ଦାସ):ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଗୁରୁବାର ଓଡ଼ିଶା କମ୍ପ୍ୟୁଟର ଆପ୍ଲିକେଶନ ସେଣ୍ଟର(ଓକାକ୍‌) ଦ୍ବାରା ବିକଶିତ ଅନ୍‌ଲାଇନ ଇନ୍‌ସେଣ୍ଟିଭ୍‌ ମ୍ୟାନେଜମେଣ୍ଟ ସିଷ୍ଟମ୍‌ର ଲୋକାର୍ପଣ କରିଛନ୍ତି। ଏହି ପୋର୍ଟାଲ ଜରିଆରେ…

2 years ago

ଆଜିଠୁ ମାଟ୍ରିକ୍‌ ଖାତାଦେଖା

କଟକ,୧୫ା୩ (କାର୍ତ୍ତିକ ସାହୁ):ଚଳିତବର୍ଷର ମାଟ୍ରିକ୍‌, ମଧ୍ୟମା ଓ ମୁକ୍ତ ବିଦ୍ୟାଳୟ ପରୀକ୍ଷା ଖାତା ମୂଲ୍ୟାୟନ ଶୁକ୍ରବାରଠାରୁ ଆରମ୍ଭ ହେବ। ଏଥିପାଇଁ ୧୫,୦୦୦ରୁ ଊର୍ଦ୍ଧ୍ୱ ପରୀକ୍ଷକ ନିୟୋଜିତ ହୋଇଛନ୍ତି।…

2 years ago

ମେଣ୍ଟ: ତଥାପି ଚିତ୍ର ଅସ୍ପଷ୍ଟ

ଭୁବନେଶ୍ୱର,୧୫ା୩(ସୁନିତ୍‌ ମିଶ୍ର):ବିଜେଡି-ଭାଜପା ସମ୍ଭାବ୍ୟ ମେଣ୍ଟ ଉପରେ ସମସ୍ତଙ୍କ ନଜର ରହିଥିବାବେଳେ ଏନେଇ ଅଦ୍ୟାବଧି କିଛି ଚୂଡ଼ାନ୍ତ ହୋଇପାରି ନାହିଁ। ୪ ଦିନ ହେଲା ଦିଲ୍ଲୀରେ ଡେରା ପକାଇଥିବା…

2 years ago

ଧୋନି ସବୁଠାରୁ ସଫଳ ଅଧିନାୟକ

ନୂଆଦିଲ୍ଲୀ,୧୪।୩: ଆଇପିଏଲ ଇତିହାସରେ ସବୁଠାରୁ ସଫଳ ଅଧିନାୟକ ହେଉଛନ୍ତି ମହେନ୍ଦ୍ର ସିଂ ଧୋନି। ମହେନ୍ଦ୍ର ସିଂ ଧୋନି ଅଧିନାୟକ ଭାବରେ ୬୦.୩୮ପ୍ରତିଶତ ମ୍ୟାଚ ଜିତିଛନ୍ତି। ଏପର୍ଯ୍ୟନ୍ତ ଧୋନି…

2 years ago

ମମତାଙ୍କ ଆଶୁ ଆରୋଗ୍ୟ କାମନା କଲେ ମୋଦି

ନୂଆଦିଲ୍ଲୀ,୧୪।୩: ପଶ୍ଚିମବଙ୍ଗର ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ଗୁରୁବାର ଗୁରୁତର ଆହତ ହୋଇଛନ୍ତି। ମମତା ବାନାର୍ଜୀଙ୍କ ମୁଣ୍ଡରେ ଗଭୀର ଆଘାତ ଲାଗିଛି। ହସ୍ପିଟାଲରେ ଭର୍ତ୍ତି ହୋଇଥିବା ମମତା ବାନାର୍ଜୀଙ୍କ…

2 years ago

ମନୀଷ ସିସୋଡିଆଙ୍କୁ ସୁପ୍ରିମକୋର୍ଟରୁ ବଡ ଝଟକା, ଖାରଜ ହେଲା କ୍ୟୁରେଟିଭ ପିଟିସନ

ନୂଆଦିଲ୍ଲୀ,୧୪।୩: ଦିଲ୍ଲୀର ପୂର୍ବତନ ଉପମୁଖ୍ୟମନ୍ତ୍ରୀ ମନୀଷ ସିସୋଡିଆଙ୍କ କ୍ୟୁରେଟିଭ ଆବେଦନକୁ ସୁପ୍ରିମକୋର୍ଟ ପ୍ରତ୍ୟାଖ୍ୟାନ କରିଛନ୍ତି। ଗତ ବର୍ଷ ଅକ୍ଟୋବର ୩୦ରେ, ମଦ ଦୁର୍ନୀତି ମାମଲାରେ ସିସୋଡିଆଙ୍କୁ ଜାମିନ…

2 years ago

ଗତ ୧୦ ବର୍ଷରେ ମୋଦି ଅସମ୍ଭବକୁ ସମ୍ଭବ କରିଛନ୍ତି, ତୃତୀୟ ପାଳି ବି ନିଶ୍ଚିତ: ଶାହା

ନୂଆଦିଲ୍ଲୀ,୧୪।୩: ପ୍ରଧାନମନ୍ତ୍ରୀ ମୋଦିଙ୍କ କାର୍ଯ୍ୟକାଳର ପ୍ରମୁଖ ନିଷ୍ପତ୍ତିକୁ ସ୍ବରାଷ୍ଟ୍ରମନ୍ତ୍ରୀ ଅମିତ ଶାହା ପ୍ରଶଂସା କରିଛନ୍ତି। ସେ କହିଛନ୍ତି ଯେ ପ୍ରଧାନମନ୍ତ୍ରୀ ମୋଦିୀ ଅସମ୍ଭବ ମନେହେଉଥିବା ସମସ୍ତ କାର୍ଯ୍ୟ…

2 years ago

ମମତାଙ୍କ ମୁଣ୍ଡରେ ଆଘାତ ଲାଗିଥିବା ଫଟୋ ଦେଖି ବିଚଳିତ ହେଲେ କେଜରିଓ୍ବାଲ

ନୂଆଦିଲ୍ଲୀ,୧୪।୩: ପଶ୍ଚିମବଙ୍ଗର ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ଗୁରୁବାର (ମାର୍ଚ୍ଚ ୧୪) ଗୁରୁତର ଆହତ ହୋଇଛନ୍ତି। ମମତା ବାନାର୍ଜୀଙ୍କ ମୁଣ୍ଡରେ ଗଭୀର ଆଘାତ ଲାଗିଛି। ହସପିଟାଲରେ ଭର୍ତ୍ତି ହୋଇଥିବା…

2 years ago

କମିବ ପେଟ୍ରୋଲ-ଡିଜେଲ ଦାମ, ଭଜନଲାଲ ସରକାରଙ୍କ ବଡ ନିଷ୍ପତ୍ତି

ଜଇପୁର,୧୪।୩: ଆଗାମୀ ଲୋକ ସଭା ନିର୍ବାଚନ ପୂର୍ବରୁ ଭାଜପାର ଭଜନଲାଲ ସରକାର ରାଜସ୍ଥାନବାସୀଙ୍କୁ ଏକ ବଡ଼ ଉପହାର ଦେଇଛନ୍ତି। ଏବେ ରାଜ୍ୟରେ ପେଟ୍ରୋଲ ଏବଂ ଡିଜେଲ ମୂଲ୍ୟରେ…

2 years ago