Home

ଚାଞ୍ଚଲ୍ୟକର ଖୁଲାସା କଲେ ଭାଜପା ପ୍ରଭାରୀ: ବିଜେଡି ଛାଡିବେ..

ଭୁବନେଶ୍ୱର,୧୯।୪: ଖୁବଶୀଘ୍ର ବିଜେଡି ଛାଡିବେ ଅନେକ ବଡ଼ ନେତା। ବିଜେଡି ଛାଡୁଥିବା ନେତାମାନେ ଭାଜପାରେ ଯୋଗ ଦେବେ। ରାଜ୍ୟ ନିର୍ବାଚନ ପ୍ରଭାରୀ ବିଜୟ ପାଲ ସିଂ ତୋମାର…

2 years ago

ଲୋକ ସଭା ନିର୍ବାଚନ: ଭୋଟ ବର୍ଜନ କରି ଅନଶନରେ ବସିଲେ ଗ୍ରମାବାସୀ

ନୋଏଡା,୧୯।୪: ଉତ୍ତର ପ୍ରଦେଶରେ ଲୋକ ସଭା ନିର୍ବାଚନର ପ୍ରଥମ ପର୍ଯ୍ୟାୟର ୮ଟି ଆସନରେ ମତଦାନ ଚାଲିଛି। ଶୁକ୍ରବାର ୮୦ ଜଣ ପ୍ରାର୍ଥୀଙ୍କ ଭାଗ୍ୟ ପରୀକ୍ଷା ହେବ। ୧.୪୪…

2 years ago

ତେହେରାନ ଯାଉଥିବା ସମସ୍ତ ବିମାନ ବାତିଲ, ଇରାନ କହିଲା ପାଓ୍ବାର ଓ ନ୍ୟୁକ୍ଲିୟର ପ୍ଲାଣ୍ଟ ସମ୍ପୂର୍ଣ୍ଣ ଭାବେ ସୁରକ୍ଷିତ

ତେହେରାନ,୧୯।୪: ସିରିଆର ରାଜଧାନୀ ଦମିଶ୍କରେ ଇରାନ ଦୂତାବାସ ଉପରେ ଏୟାର ଷ୍ଟ୍ରାଇକ ପରେ ପଶ୍ଚିମ ଏସିଆର ଅବସ୍ଥା କ୍ରମାଗତ ଭାବେ ଖରାପ ହେବାରେ ଲାଗିଛି। ସମଗ୍ର ଅଞ୍ଚଳ…

2 years ago

ମାନିଲେନି ନେତାନ୍ୟାହୁ: ଇରାନ ଉପରେ ଗୋଟିଏ ପରେ ଗୋଟିଏ ମିଶାଇଲ ମାଡ଼

ଜେରୁଜେଲମ୍‌,୧୯।୪: ଶେଷରେ ଇସ୍ରାଏଲ ଇରାନ ଉପରେ ଆକ୍ରମଣ କରିଛି। ଇରାନର ଅନେକ ସହର ଉପରେ ଇସ୍ରାଏଲ ମିଶାଏଲ ମାଡ କରିଛି। ଇରାନ ଶୁକ୍ରବାର ଏନେଇ ସୂଚନା ଦେଇଛି।…

2 years ago

ମିଡଲ ଇଷ୍ଟରେ ହେବ ମହାଯୁଦ୍ଧ! ଇସ୍ରାଏଲ ଆକ୍ରମଣର ଜବାବ ଦେଲା ଇରାନ

ଦୁବଇ,୧୯।୪: ମଧ୍ୟ ପୂର୍ବରେ ଯୁଦ୍ଧର ନିଆଁ ପୁଣି ଜଳିଛି। ଇରାନ ଉପରେ ଆକ୍ରମଣ କରି ଇସ୍ରାଏଲ ଯୁଦ୍ଧ ଘୋଷଣା କରିଛି। ତେବେ ଇରାନ ମଧ୍ୟ ଇସ୍ରାଏଲର ଆକ୍ରମଣକୁ…

2 years ago

ହେଲିକପ୍ଟର ଦୁର୍ଘଟଣାରେ କେନିଆର ପ୍ରତିରକ୍ଷା ମୁଖ୍ୟଙ୍କ ସମେତ ୯ ମୃତ୍ୟୁ

ନୈରୋବି,୧୯।୪: ଏକ ହେଲିକପ୍ଟର ଦୁର୍ଘଟଣାରେ ଗୁରୁବାର କେନିଆର ପ୍ରତିରକ୍ଷା ମୁଖ୍ୟ ଫ୍ରାନସିସ ଓମୋଣ୍ଡି ଓଗୋଲାଙ୍କ ମତ୍ୟୁ ଘଟିଛି। ତାଙ୍କ ସହ ହେଲିକପ୍ଟରରେ ଥିବା ୯ଜଣ ଲୋକ ମଧ୍ୟ…

2 years ago

ବିଳମ୍ବିତ ରାତିରେ ଖବରଦାତାଙ୍କୁ ଆକ୍ରମଣ

ଭୁବନେଶ୍ୱର,୧୯।୪(ସତ୍ୟଜିତ ରାଉତ):ବିଳମ୍ବିତ ରାତିରେ ଅସୁରକ୍ଷିତ ହୋଇପଡ଼ିଛି ରାଜଧାନୀ। ଅସାମାଜିକ ଯୁବକମାନେ ପଥଚାରୀଙ୍କୁ ଆକ୍ରମଣ କରିବାକୁ ପଛାଉ ନାହାନ୍ତି। ଗୁରୁବାର ରାତି ପ୍ରାୟ ୧୨ଟା ୫୫ ବେଳେ ୩…

2 years ago

‘କ୍ରୁଜ୍‌’ କ୍ଷେପଣାସ୍ତ୍ରର ସଫଳ ପରୀକ୍ଷଣ

ବାଲେଶ୍ୱର, ୧୯।୪(ମାନସ ବିଶ୍ୱାଳ):ବାଲେଶ୍ୱର ଚାନ୍ଦିପୁରସ୍ଥିତ ପ୍ରତିରକ୍ଷା ଗବେଷଣା ଓ ବିକାଶ ସଙ୍ଗଠନ (ଡିଆରଡିଓ) ପକ୍ଷରୁ ଇଣ୍ଟିଗ୍ରେଟେଡ୍‌ ଟେଷ୍ଟ ରେଞ୍ଜ (ଆଇଟିଆର୍‌)ରୁ ସ୍ବଦେଶୀ ଜ୍ଞାନକୌଶଳରେ ନିର୍ମିତ ‘କ୍ରୁଜ୍‌’ କ୍ଷେପଣାସ୍ତ୍ର…

2 years ago

ମାଲକାନଗିରି ଜିଲା ସୀମାରେ ହାଇ ଆଲର୍ଟ

ମାଲକାନଗିରି,୧୯ା୪(ଦୁର୍ଯ୍ୟୋଧନ ପାତ୍ର):ମାଲକାନଗିରି ଜିଲା ସୀମାନ୍ତ ଛତିଶଗଡ଼ରେ ଶୁକ୍ରବାର ପ୍ରଥମ ପର୍ଯ୍ୟାୟ ନିର୍ବାଚନ ଅନୁଷ୍ଠିତ ହେବ। ମାଓବାଦୀମାନେ ସୀମାନ୍ତ ଛତିଶଗଡ଼ରେ ସେମାନଙ୍କର କାୟା ବିସ୍ତାରକରି ନିର୍ବାଚନକୁ ଭଣ୍ଡୁର କରିବା…

2 years ago

ଭିଟାମାଟି ଛାଡ଼ି ଅନୁତପ୍ତ ବୁଡ଼ଇଞ୍ଚଳ ବିସ୍ଥାପିତ

ବଲାଙ୍ଗୀର, ୧୯ା୪(ବୀରେନ୍ଦ୍ର କୁମାର ଝାଙ୍କର):ଲୋୟର ସୁକ୍‌ତେଲ ଡ୍ୟାମ୍‌ ହେଲେ ଚିର ମରୁଡି ପ୍ରପୀଡିତ ବଲାଙ୍ଗୀର ଜିଲା ଜଳପ୍ଳାବିତ ହେବ। ହଜାର ଏକର କୃଷିକ୍ଷେତ୍ରକୁ ପାଣି ମାଡ଼ିବ। ଏକାଧିକ…

2 years ago