Home

୫ ପ୍ରଶ୍ନ ନେଇ ବିଜେଡିକୁ ଘେରିଲେ କେନ୍ଦ୍ରମନ୍ତ୍ରୀ

ଭୁବନେଶ୍ୱର, ୧୭।୫(ସୁନିତ୍‌ ମିଶ୍ର):ଓଡ଼ିଶାରେ ବଢ଼ି ଚାଲିଥିବା ନାରୀ ନିର୍ଯାତନା, ଚିଟ୍‌ଫଣ୍ଡ ଜମାକାରୀଙ୍କ ଅର୍ଥ ଫେରସ୍ତ, ଓଡ଼ିଶାକୁ ଦାଦନମୁକ୍ତ ରାଜ୍ୟ କରାଇବା, ମାଇନିଂ ସ୍କାମ୍‌ରେ ଦୋଷୀଙ୍କୁ ଦଣ୍ଡିତ କରିବା…

2 years ago

ଏନ୍‌ବିଡବ୍ଲ୍ୟୁରୁ ଆଶ୍ୱସ୍ତି ପାଇଲେ ଅନୁଭବ

କଟକ,୧୬ା୫ (କାର୍ତ୍ତିକ ସାହୁ): ଅଭିନେତା ତଥା ଏମ୍‌ପି ଅନୁଭବ ମହାନ୍ତି ଜାମିନ୍‌ ବିହୀନ ଗିରଫ ପରୱାନା (ଏନ୍‌ବିଡବ୍ଲ୍ୟୁ)ରୁ ଗୁରୁବାର ଆଶ୍ୱସ୍ତି ପାଇଛନ୍ତି। କଟକ ଜେଏମ୍‌ଏଫ୍‌ସି କୋର୍ଟ ଅନୁଭବଙ୍କ…

2 years ago

ବିପଦପୂର୍ଣ୍ଣ ଅବସ୍ଥାରେ ବ୍ଲକ ଜୀବିକା ମିଶନ ଅଫିସ୍‌

ଗୋପ,୧୬।୫(ଭାରତୀ ଭୂଷଣ ଉପାଧ୍ୟାୟ): ଗୋପ ବ୍ଲକ ଓଡ଼ିଶା ଜୀବିକା ମିଶନ କାର୍ଯ୍ୟାଳୟ ବିପଦପୂର୍ଣ୍ଣ ଅବସ୍ଥାରେ ରହିଛି। କେତେବେଳେ ଯେ ଅଘଟଣ ଘଟିବ ତାହା କହିହେବନି। ଏପରି ଅବସ୍ଥାରେ…

2 years ago

ଡିଜିଟାଲ କ୍ୟାମ୍ପେନିଂରେ ବଢୁଛି ଆରୋପ ପ୍ରତ୍ୟାରୋପ

ଭୁବନେଶ୍ୱର,୧୭।୫(ସୁନିତ୍‌ ମିଶ୍ର):୨୦୨୪ ନିର୍ବାଚନକୁ ନେଇ ବିଜେଡି ଓ ଭାଜପା ମଧ୍ୟରେ ରାଜ୍ୟବ୍ୟାପୀ କଡ଼ା ଟକ୍କର ଦେଖିବାକୁ ମିଳୁଛି। କେବଳ ନିର୍ବାଚନମଣ୍ଡଳୀ ଭିତରେ କିମ୍ବା ପ୍ରଚାର ମଇଦାନରେ ଉଭୟ…

2 years ago

ବିପଦସଙ୍କୁଳ ଅବସ୍ଥାରେ ଶିଶୁ ଉଦ୍ୟାନ

ସାଲେପୁର,୧୭।୫(ଅରବିନ୍ଦ ଭୂୟାଁ): ସାଲେପୁରର ଏକମାତ୍ର ଶିଶୁ ଉଦ୍ୟାନ ଏବେ ବିପଦସଙ୍କୁଳ ହୋଇପଡ଼ିବା ସହ ଜରାଜୀର୍ଣ୍ଣ ହୋଇଯାଇଛି। ଏହି ଉଦ୍ୟାନ ଭିତରେ ନିୟମିତ ଛୋଟ ପିଲାମାନେ ଖେଳକୁଦ କରିବା…

2 years ago

ଚିଙ୍ଗୁଡ଼ି ପ୍ଲାଣ୍ଟରେ ଗ୍ୟାସ୍‌ ଲିକ୍‌: ୧୫ରୁ ଊଦ୍ଧର୍‌ବ ଗୁରୁତର

ନୀଳଗିରି(ପ୍ରଶାନ୍ତ କୁମାର ବିଶ୍ୱାଳ)/ ରେମୁଣା(ରବୀନ୍ଦ୍ର ମହାକୁଡ), ୧୭ା୫:ବାଲେଶ୍ୱର ଜିଲା ରେମୁଣା ବ୍ଲକ ଗଡିଆମାଳସ୍ଥିତ ସ୍ନୋ ୱାଲର୍‌ଡ ନାମକ ଚିଙ୍ଗୁଡି ପ୍ଲାଣ୍ଟରେ ଗୁରୁବାର ରାତି ପ୍ରାୟ ୯ଟା ବେଳେ…

2 years ago

ଧର୍ମଶାଳାରେ ନିର୍ଣ୍ଣାୟକ ହେବେ ସ୍ବାଧୀନ ପ୍ରାର୍ଥୀ

ଯାଜପୁର,୧୭ା୫(ହର୍ଷବର୍ଦ୍ଧନ  ବେହେରା) : ମତଦାନ ପାଇଁ ଆଉ ମାତ୍ର ୧୫ ଦିନ ବାକି ରହିଛି। ସେଥିପାଇଁ ନେତାମାନେ ଏବେ ପୂରା ଦମ୍‌ରେ ପ୍ରଚାରରେ ଲାଗି ପଡିଛନ୍ତି। ତେବେ…

2 years ago

ସଂତୃପ୍ତ ସବୁଠୁ ଧନୀ ପ୍ରାର୍ଥୀ, ପାଖରେ ଅଛି ଏତିକି ଟଙ୍କା

ଭୁବନେଶ୍ୱର, ୧୭ା୫:ଆସନ୍ତା ୨୫ରେ ହେବାକୁ ଥିବା ଓଡ଼ିଶାର ତୃତୀୟ ପର୍ଯ୍ୟାୟ ନିର୍ବାଚନରେ ୬ ଲୋକ ସଭା ଆସନ ପାଇଁ ୬୪ ଜଣ ପ୍ରାର୍ଥୀ ପ୍ରତିଦ୍ୱନ୍ଦ୍ୱିତା କରୁଛନ୍ତି। ସେମାନଙ୍କ…

2 years ago

ତଟକ୍ଷୟ ଛଡ଼ାଇନେଲା ସାତଭାୟାବାସୀଙ୍କ ବାସ,ଚାଷ

କେନ୍ଦ୍ରାପଡ଼ା,୧୭ା୫ (ଜଗନ୍ନାଥ ଧଳ): କେନ୍ଦ୍ରାପଡ଼ା ଜିଲା ରାଜନଗର ବ୍ଲକ ସାତଭାୟା ଅଞ୍ଚଳରେ ବିଶ୍ୱତାପନ ଯୋଗୁ ସମୁଦ୍ର ତଟକ୍ଷୟ ସାତଭାୟାବାସୀଙ୍କ ବାସ ଓ ଚାଷକୁ ଛଡ଼ାଇ ନେଇଛି। ଜୀବନ…

2 years ago

ଖଲ୍ଲିକୋଟ୍‌ରେ ୧୪୪ ଧାରା ଜାରି

ଖଲ୍ଲିକୋଟ,୧୭ା୫(ପ୍ରଶାନ୍ତ କୁମାର ମିଶ୍ର):ନିର୍ବାଚନ ପୂର୍ବରୁ ଅଶାନ୍ତ ହୋଇଛି ଗଞ୍ଜାମ ଜିଲା ଖଲ୍ଲିକୋଟ ନିର୍ବାଚନମଣ୍ଡଳୀ। ରାଜନୈତିକ ହିଂସାରେ ଜଣେ ଭାଜପା କର୍ମୀଙ୍କ ମୃତ୍ୟୁ ଘଟିଥିବା ବେଳେ ୫ଜଣ ଗୁରୁତର…

2 years ago