Home

ବ୍ୟବସାୟୀଙ୍କ ଘରେ ଆଇଟି ରେଡ୍‌

ସୁନ୍ଦରଗଡ଼,୧୯ା୧: ସୁନ୍ଦରଗଡ଼ର ଜଣେ କୋଇଲା ବ୍ୟବସାୟୀଙ୍କ ଘରେ ଶୁକ୍ରବାର ରେଡ୍‌ ଚାଲିଛି। ବ୍ୟବସାୟୀ ଘନଶ୍ୟାମ ଡାଲମିଆଙ୍କ ଘରେ ଏହି ରେଡ୍‌ ଚାଲିଛି। ଏକକାଳୀନ ସୁନ୍ଦରଗଡ଼, ରାଉରକେଲା ଏବଂ…

2 years ago

୧୪୭ ବର୍ଷ ଟେଷ୍ଟ କ୍ରିକେଟ ଇତିହାସରେ ପ୍ରଥମଥର ଘଟିଲା ଏମିତି: ଅଷ୍ଟ୍ରେଲିଆ କଲା ନୂଆ କାରନାମା

ଆଡିଲେଡ,୧୯।୧: ଆଡିଲେଡରେ ୱେଷ୍ଟଇଣ୍ଡିଜ ବିପକ୍ଷ ଟେଷ୍ଟ ମ୍ୟାଚ ସମୟରେ ଅଷ୍ଟ୍ରେଲିଆ ଦଳ ଏକ ସଫଳତା ହାସଲ କରିଛି। ୧୪୭ ବର୍ଷ ଟେଷ୍ଟ କ୍ରିକେଟ ଇତିହାସରେ ପ୍ରଥମଥର ଅଷ୍ଟ୍ରେଲିଆ…

2 years ago

ପାର୍ଲେ-ଜୀ ବିସ୍କୁଟରେ ନିର୍ମାଣ କଲେ ରାମ ମନ୍ଦିର: ଭାଇରାଲ ଭିଡିଓକୁ ଦେଖିଲେଣି ୧ ମିଲିୟନରୁ ଅଧିକ ଲୋକ

ଅଯୋଧ୍ୟା,୧୯।୧: ଅଯୋଧ୍ୟାରେ ରାମ ମନ୍ଦିରର ଉଦଘାଟନ ପାଇଁ ଆଉ କିଛି ଦିନ ବାକି ଅଛି। ସମସ୍ତେ ପ୍ରଭୁ ରାମଙ୍କ ଆଗମନକୁ ଅପେକ୍ଷା କରି ରହିଛନ୍ତି। ରାମ ଭକ୍ତଙ୍କ…

2 years ago

ରାମ ମନ୍ଦିର ଉପରେ ରାୟ ଦେଇଥିବା ୫ ବିଚାରପତିଙ୍କୁ ମିଳିଲା ପ୍ରାଣ ପ୍ରତିଷ୍ଠା ଲାଗି ନିମନ୍ତ୍ରଣ, VIP ତାଲିକାରେ ନାମ

ନୂଆଦିଲ୍ଲୀ,୧୯।୧: ଅଯୋଧ୍ୟାରେ ହେବାକୁ ଥିବା ରାମ ମନ୍ଦିର ପ୍ରାଣ ପ୍ରତିଷ୍ଠା କାର୍ଯ୍ୟକ୍ରମକୁ ଆଉ ଦିନ କେଇଟା ବାକି। ସୋମବାର, ଜାନୁଆରୀ ୨୨ ଲାଗି ଦିନ ଧାର୍ଯ୍ୟ କରାଯାଇଥିବା…

2 years ago

ପ୍ରଧାନମନ୍ତ୍ରୀ ମୋଦି ହେଉଛନ୍ତି ସର୍ବଶ୍ରେଷ୍ଠ ନେତା: ହଲିଉଡ ଅଭିନେତ୍ରୀ

ନୂଆଦିଲ୍ଲୀ,୧୯।୧: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଭାରତ-ଆମେରିକା ସମ୍ପର୍କ ପାଇଁ ସର୍ବଶ୍ରେଷ୍ଠ ନେତା ବୋଲି ଆଫ୍ରିକୀୟ-ଆମେରିକୀୟ ହଲିଉଡ ଅଭିନେତ୍ରୀ ତଥା ଗାୟକ ମେରି ମିଲବେନ କହିଛନ୍ତି। ସେ କହିଛନ୍ତି,…

2 years ago

କ’ଣ ପ୍ରଧାନମନ୍ତ୍ରୀ ମୋଦି ଦେଶର ଏକମାତ୍ର ହିନ୍ଦୁ? ପ୍ରଶ୍ନ କଲେ ଅଧୀର…

ନୂଆଦିଲ୍ଲୀ,୧୯।୧: ପଶ୍ଚିମବଙ୍ଗ କଂଗ୍ରେସ ଅଧ୍ୟକ୍ଷ ତଥା ଲୋକ ସଭାରେ ବିରୋଧୀ ଦଳ ନେତା ଅଧୀର ରଞ୍ଜନ ଚୌଧୁରୀ ରାମ ମନ୍ଦିର ସମ୍ପର୍କରେ ଭାରତୀୟ ଜନତା ପାର୍ଟି(ଭାଜପା) ଏବଂ…

2 years ago

ପ୍ରାଣ ପ୍ରତିଷ୍ଠା ପୂର୍ବରୁ କାର୍ଯ୍ୟାନୁଷ୍ଠାନ: ଅଯୋଧ୍ୟାରେ ୩ ଅପରାଧୀଙ୍କୁ ଅଟକ ରଖିଛି UP ATS

ଅଯୋଧ୍ୟା,୧୯।୧: ଜାନୁଆରୀ ୨୨ରେ ରାମମନ୍ଦିର ପ୍ରାଣ ପ୍ରତିଷ୍ଠା କାର୍ଯ୍ୟକ୍ରମ ଅନୁଷ୍ଠିତ ହେବ। ଏଥିରେ ଲକ୍ଷାଧିକ ଭକ୍ତଙ୍କ ସମାଗମକୁ ଦୃଷ୍ଟିରେ ରଖି ସୁରକ୍ଷା ବ୍ୟବସ୍ଥାକୁ କଡ଼ାକଡ଼ି କରାଯାଉଛି। ଏହି…

2 years ago

ରାମଙ୍କ ଭକ୍ତିରେ ବିଭୋର ହେଲେ ପ୍ରଧାନମନ୍ତ୍ରୀ: ଶେୟାର କଲେ ଭଜନ

ନୂଆଦିଲ୍ଲୀ,୧୯।୧: ଅଯୋଧ୍ୟାରେ ରାମ ମନ୍ଦିରର ଉଦଘାଟନ ଜାନୁଆରୀ ୨୨ରେ ହେବାକୁ ଯାଉଛି। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ରାମଲାଲାଙ୍କ ପ୍ରଧାନମନ୍ତ୍ରୀ ସହିତ ମନ୍ଦିରର ଉଦଘାଟନ କରିବେ। ବର୍ତ୍ତମାନ ସେ…

2 years ago

ବାଇକ୍‌-ସ୍କୁଟି ମୁହାଁମୁହିଁ: ଚାଲିଗଲା ୫ ଜୀବନ, ଜଣେ ଗୁରୁତର

ଗଞ୍ଜାମ,୧୯ା୧: ଗଞ୍ଜାମ ଜିଲା ସୋରଡ଼ା ଥାନା ନିକଟ କେଶରୀପାଟଣା ଗାଁ ଡ୍ରାପ୍‌ ନିକଟରେ ଗୁରୁବାର ବିଳମ୍ବିତ ରାତିରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ବାଇକ୍‌ ଓ…

2 years ago

କୋଚିଂ କ୍ଲାସ୍‌ରେ ଛାତ୍ରଙ୍କୁ ହୃଦ୍‌ଘାତ

ଇନ୍ଦୋର,୧୮।୧: ମଧ୍ୟପ୍ରଦେଶର ଇନ୍ଦୋରରେ ବୁଧବାର ସନ୍ଧ୍ୟାରେ ଏକ କୋଚିଂ କ୍ଲାସ୍‌ ଚାଲିଥିବାବେଳେ ଜଣେ ୧୮ ବର୍ଷୀୟ କଲେଜ ଛାତ୍ର ହୃଦ୍‌ଘାତରେ ଟଳିପଡ଼ି ପ୍ରାଣ ହରାଇଛନ୍ତି। ଇନ୍ଦୋର ଭନଓ୍ବରକୁଆଁ…

2 years ago