Home

ଅମାଠ ଛକରେ ବଢ଼ିବାରେ ଲାଗିଛି ଅପରାଧ, ପୋଲିସ ଫାଣ୍ଡି ପାଇଁ ଦାବି

କେସିଙ୍ଗା,୧୪।୭(ତୁମେଶ୍ୱର ସାହୁ): କଳାହାଣ୍ଡି ଓ ବଲାଙ୍ଗୀର ଜିଲାର ଶେଷ ସୀମାନ୍ତ ଅଞ୍ଚଳରେ ଥିବା ଅମାଠ ଛକରେ ଦିନକୁ ଦିନ ଅପରାଧ ବଢ଼ିବାରେ ଲାଗିଛି । କାରଣ ଉକ୍ତ…

3 months ago

ହର୍ମୁଜ ଦେଇ ଯାଉଥିବା ଜାହାଜ ଉପରେ ୨୦% ଟିକସ ଲଗାଇବା ପାଇଁ ଯୋଜନା ଘୋଷଣା କଲା ଆମେରିକା; ଇରାନ କହିଲା -‘ଟ୍ରମ୍ପ ସମ୍ପୂର୍ଣ୍ଣ ଠିକ…’

ତେହରାନ,୧୪।୭: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ଦ୍ୱାରା ହର୍ମୁଜ ପ୍ରଣାଳୀ ଦେଇ ଯାଉଥିବା ସମସ୍ତ ଜାହାଜ ଉପରେ 20% ଟିକସ ଘୋଷଣା ଉପରେ ଇରାନ ପ୍ରତିଆକ୍ରମଣ କରିଛି।…

3 months ago

ଅଶାନ୍ତ ମିଡଲ ଇଷ୍ଟ: ତେଲ ଟ୍ୟାଙ୍କର ଉପରେ ଆକ୍ରମଣରେ ଭାରତୀୟ ମୃତ

ତେହରାନ,୧୪।୭: ଆମେରିକା ଏବଂ ଇରାନ ମଧ୍ୟରେ ଚାଲିଥିବା ସାମରିକ ଉତ୍ତେଜନା ଏବେ ସମଗ୍ର ମଧ୍ୟପ୍ରାଚ୍ୟକୁ ଗ୍ରାସ କରୁଥିବା ପରି ମନେ ହେଉଛି। ଏହା ମଧ୍ୟରେ, ସଂଯୁକ୍ତ ଆରବ…

3 months ago

ଦୂରେଇଯାଇଛି ବାଂଲାଦେଶ

ବହିର୍ବ୍ୟାପାର ନୀତି କେବଳ ଜଣେ ବ୍ୟକ୍ତିଙ୍କ ଉପରେ ଆଧାରିତ ହୋଇଗଲେ ତାହା ଦୁର୍ବଳ ଓ ଦୂରଦୃଷ୍ଟିବିହୀନ ହୋଇଥାଏ। କ୍ଷମତାରୁ ବିତାଡ଼ିତ ବାଂଲାଦେଶର ପୂର୍ବତନ ପ୍ରଧାନମନ୍ତ୍ରୀ ଶେଖ୍‌ ହାସିନାଙ୍କୁ…

3 months ago

ରାମ ମନ୍ଦିର ଦାନ ଟଙ୍କା ଚୋରି ମାମଲା: ୟୁପି ଏସ୍‌ଆଇଟିକୁ ଷ୍ଟାଟସ୍‌ ରିପୋର୍ଟ ମାଗିଲେ ସୁପ୍ରିମକୋର୍ଟ

ନୂଆଦିଲ୍ଲୀ,୧୪ା୭ (ପି.ଟି.): ଅଯୋଧ୍ୟା ରାମମନ୍ଦିରକୁ ମିଳିଥିବା ଦାନ ଟଙ୍କା ଆତ୍ମସାତ୍‌ ଅଭିଯୋଗର ତଦନ୍ତ ପାଇଁ ଉତ୍ତରପ୍ରଦେଶ ସରକାର ଗଠନ କରିଥିବା ସ୍ବତନ୍ତ୍ର ତଦନ୍ତକାରୀ ଟିମ୍‌ (ଏସ୍‌ଆଇଟି)କୁ ମାମଲା ଉପରେ…

3 months ago

ନବଯୌବନ ଦର୍ଶନ ଆଜି, ଚଳଚଞ୍ଚଳ ଶ୍ରୀକ୍ଷେତ୍ର

ପୁରୀ,୧୪।୭(ଅଜିତ୍‌ କୁମାର ମହାନ୍ତି): ମହାପ୍ରଭୁଙ୍କ ଅଣସର ଶେଷ ହୋଇଛି। ସୁସ୍ଥ ହୋଇ ଅଗଣିତ ଭକ୍ତଙ୍କୁ ଦର୍ଶନ ଦେବା ଲାଗି ପ୍ରସ୍ତୁତ ହୋଇସାରିଛନ୍ତି ଚତୁର୍ଦ୍ଧାବିଗ୍ରହ। ମଙ୍ଗଳବାର ଦଇତାପତି ସେବକମାନେ…

3 months ago

ଦୁଇ ଘଣ୍ଟା ପାଇଁ ୪ ସହରକୁ ୟେଲୋ ୱାର୍ନିଂ ଜାରି କଲା ପାଣିପାଗ ବିଭାଗ, ପ୍ରବଳ ବର୍ଷା…

ଭୁବନେଶ୍ବର,୧୪।୭: ଖୋର୍ଦ୍ଧା, ଭୁବନେଶ୍ବର, କଟକ, ପୁରୀ ପାଇଁ ୟେଲୋ ୱାର୍ନିଂ ଜାରି କଲା ଭୁବନେଶ୍ବର ଆଞ୍ଚଳିକ ପାଣିପାଗ ବିଭାଗ । ଆସନ୍ତା ଦୁଇ ଘଣ୍ଟା ମଧ୍ୟରେ ଏକାଧିକ…

3 months ago

ପ୍ୟାରିସ୍‌ ନିକଟତର ହେଲା ଜଙ୍ଗଲ ନିଆଁ

ଆଭୋନ(ଫ୍ରାନ୍ସ),୧୪ା୭: ପଶ୍ଚିମ ୟୁରୋପରେ ପ୍ରଚଣ୍ଡ ଗ୍ରୀଷ୍ମଲହରି ଲାଗିରହିଥିବାବେଳେ ବ୍ୟାପକ ଅଞ୍ଚଳରେ ଜଙ୍ଗଲ ଜଳୁଛି। ସ୍ପେନ୍‌ରେ ଜଙ୍ଗଲ ନିଆଁ ଏପର୍ଯ୍ୟନ୍ତ ୧୩ ଜଣଙ୍କ ଜୀବନ ନେଲାଣି। ସୋମବାର ଏହି…

3 months ago

ଭାଜପା ପରେ ବିଜେଡିର ପାଲଟା ଅଭିଯୋଗ, ପିଲାଙ୍କୁ ରାଜନୈତିକ କାମରେ ଲଗାଉଛି ଭାଜପା

ଭୁବନେଶ୍ୱର,୧୪।୭(ସୁନିତ୍‌ ମିଶ୍ର): ରାଜନୈତିକ କାର୍ଯ୍ୟକ୍ରମରେ ଛୋଟ ପିଲାମାନଙ୍କୁ ସାମିଲ କରାଯିବା ନେଇ ରାଜ୍ୟ ରାଜନୀତି ଜୋର୍‌ ଧରିବାରେ ଲାଗିଛି। ସୋମବାର ବିଜେଡିର ଏକ ମହିଳା ପ୍ରତିନିଧି ଦଳ…

3 months ago

ଏଲୋପ୍‌ମେଣ୍ଟ ମାମଲାରେ ପୋକ୍‌ସୋ ଆଇନର ଦୁରୁପଯୋଗ ହେଉଛି: ସୁପ୍ରିମକୋର୍ଟ

ନୂଆଦିଲ୍ଲୀ,୧୪ା୭: ସ୍ବେଚ୍ଛାକୃତ ଭାବେ ରିଲେଶନଶିପ୍‌ରେ ରହୁଥିବା କିଶୋର କିଶୋରୀଙ୍କ ବିରୋଧରେ ପୋକ୍‌ସୋ ଆଇନର ଦୁରୁପଯୋଗ କରାଯାଉଥିବା ନେଇ ସୁପ୍ରିମକୋର୍ଟ ସୋମବାର ଚିନ୍ତାବ୍ୟକ୍ତ କରିଛନ୍ତି। ପ୍ରେମ ସମ୍ପର୍କରେ ଥିବା ଝିଅପୁଅ…

3 months ago