ଭୁବନେଶ୍ୱର, ୨୮।୩(ସୁନିତ୍ ମିଶ୍ର)ଭୁବନେଶ୍ୱର ଲୋକ ସଭା ଆସନ ଅନ୍ତର୍ଗତ ଜଟଣୀ ବିଧାନସଭା କ୍ଷେତ୍ରରୁ ବିଧାୟକ ଥିବା ବରିଷ୍ଠ କଂଗ୍ରେସ ନେତା ସୁରେଶ କୁମାର ରାଉତରାୟଙ୍କ ସାନ ପୁଅ…
କଟକ, ୨୮ା୩(ଶିଳ୍ପା ପ୍ରିୟଦର୍ଶିନୀ)ହୋଲି ପର୍ବ ବା ହୋଲି ବନ୍ଧୁମିଳନ ପ୍ରତିବର୍ଷ ପରି ଏବର୍ଷ ବି ପାଳିଛନ୍ତି କଟକ ଏମ୍ପି ଭର୍ତ୍ତୃହରି ମହତାବ। କିଛିଦିନ ବ୍ୟବଧାନରେ ସେ ବିଜେଡିରୁ…
ସମ୍ବଲପୁର,୨୮ା୩ (ଭବାନୀ ଶଙ୍କର ଭୋଇ)ବିଜୁ ଜନତା ଦଳ ପକ୍ଷରୁ ସମ୍ବଲପୁର ଲୋକ ସଭା ନିର୍ବାଚନ ମଣ୍ଡଳୀ ପ୍ରାର୍ଥୀ ଭାବେ ପ୍ରଣବ ପ୍ରକାଶ ଦାସ(ବବି)ଙ୍କ ନାମ ଘୋଷଣା କରାଯାଇଛି।…
ପୁରୀ,୨୮ା୩(ଅଜିତ୍ ମହାନ୍ତି)ଆଗାମୀ ସାଧାରଣ ନିର୍ବାଚନ ପାଇଁ ବିଜୁ ଜନତା ଦଳ ପକ୍ଷରୁ ବୁଧବାର ବିଧାନସଭା ଓ ଲୋକସଭା ପ୍ରାର୍ଥୀ ତାଲିକା ଘୋଷଣା କରାଯାଇଛି। ପୁରୀ ସଦର ବିଧାନସଭା…
କଟକ,୨୮ା୩(ଶିଳ୍ପା ପ୍ରିୟଦର୍ଶିନୀ)ବିଜେଡି ପକ୍ଷରୁ ବିଧାନସଭା ଓ ଲୋକ ସଭା ପ୍ରାର୍ଥୀ ତାଲିକା ବୁଧବାର ଘୋଷଣା କରାଯାଇଛି। ବିଧାନସଭା ଆସନ ପାଇଁ ଚୌଦ୍ୱାର-କଟକରୁ ପ୍ରାର୍ଥୀ ଭାବେ ସୌଭିକ୍ ବିଶ୍ୱାଳ,…
କୁଚିଣ୍ଡା,୨୮ା୩(ବିରଞ୍ଚତ୍ ଦର୍କା)ସମ୍ବଲପୁର ଜିଲା ଗୋବିନ୍ଦପୁର ଥାନା ଉଚ୍ଚକାପାଟ ପଞ୍ଚାୟତ କେଛୁପାଣି(ହରିଜନପଡ଼ା)ଠାରେ ମଙ୍ଗଳବାର ହୋଲି ଅବସରରେ ରଙ୍ଗଖେଳରୁ ଜଣେ ଯୁବକଙ୍କୁ ହତ୍ୟା କରାଯାଇଛି। ସେ ହେଲେ କେଛୁପାଣିର ଚିନ୍ମୟ…
ପଟ୍ଟାଙ୍ଗି,୨୮ା୩(ଶରତ ଧଳ)ଆନ୍ଧ୍ର ସୀମାକୁ ଲାଗିଥିବା କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ କୋଟିଆ ପଞ୍ଚାୟତରେ ଆନ୍ଧ୍ର- ଓଡ଼ିଶା ମଧ୍ୟରେ କିପରି ଶାନ୍ତି ଶୃଙ୍ଖଳାର ସହ ମତଦାନ ହେବ ସେ…
ବଲାଙ୍ଗୀର ଜିଲା ଦେଓଗାଁ ଥାନା ବୁଢ଼ାବାହାଲ ଗାଁରେ ଠାବ ହୋଇଛି ଜାଲ୍ନୋଟ ଛପା କେନ୍ଦ୍ର। ୫୦୦ଟଙ୍କିଆ ଜାଲ୍ନୋଟ ଛପାଯାଇ ବଜାରକୁ ଛଡ଼ାଯାଉଥିବା ଘଟଣା ଏବେ ଧରାପଡ଼ିଛି। ଏକ…
ଚଳିତ ବର୍ଷର ପ୍ରଥମ ସୂର୍ଯ୍ୟପରାଗ ୮ ଏପ୍ରିଲ ୨୦୨୪ରେ ପଡିବ। ହିନ୍ଦୁ ଧର୍ମରେ ସୂର୍ଯ୍ୟପରାଗକୁ ବହୁ ମାନ୍ୟତା ଦିଆଯାଏ। ଏହି ସୂର୍ଯ୍ୟପରାଗ ରେବତୀ ନକ୍ଷତ୍ର ଏବଂ ମୀନ…
ନିରାକାରପୁର,୨୭ା୩(ମାନସ ଚନ୍ଦ୍ର ପଟ୍ଟନାୟକ): ଟ୍ରେଲର ଚାଳକଙ୍କ ବେପରୁଆ ଗାଡ଼ିଚାଳନା ଯୋଗୁ ପିକ୍ଅପ୍ ଚାଳକ ଓ ହେଲପର ଦୁଇଜଣଙ୍କର ଘଟଣାସ୍ଥଳରେ ମୃତ୍ୟୁ ହୋଇଛି। ମୃତ ଚାଳକ ଜଣକ ହେଲେ…