Home

ଜେଏସ୍‌ଡବ୍ଲ୍ୟୁ ପକ୍ଷରୁ ଏମ୍‌ଇଏମ୍‌ସି ଉଇକ୍‌

ଭୁବନେଶ୍ୱର,୭।୧୨ଦେଶର ପ୍ରମୁଖ ଘରୋଇ କମ୍ପାନୀ ତଥା ଜେଏସ୍‌ଡବ୍ଲ୍ୟୁ ଷ୍ଟିଲ୍‌ ଲିମିଟେଡ୍‌ର ମାଇନିଂ ୟୁନିଟ୍‌ ପକ୍ଷରୁ ୨୫ତମ ମାଇନ୍ସ ଏନ୍‌ଭରାମେଣ୍ଟ ଆଣ୍ଡ ମିନେରାଲ କଞ୍ଜରଭେଶନ (ଏମ୍‌ଇଏମ୍‌ସି) ସପ୍ତାହ ପାଳିତ…

2 years ago

ଟାଟା ମୋଟର୍ସର ଅଲ୍‌ ନ୍ୟୁ ଏସ୍‌ସିଭି ରେଞ୍ଜର ଅନାବରଣ

ଭୁବନେଶ୍ୱର,୭।୧୨(ଅଭୟ ଦାଶ)ଭାରତର ସର୍ବବୃହତ୍‌ ବାଣିଜି୍ୟକ ଯାନ ଉପତ୍ାଦନକାରୀ ‘ଟାଟା ମୋଟର୍ସ’ର ବହୁ ପ୍ରତୀକ୍ଷିତ ତଥା ଅତ୍ୟାଧୁନିକ ଜ୍ଞାନକୌଶଳରେ ନିର୍ମିତ ଅଲ୍‌ ନ୍ୟୁ ଏସ୍‌ସିଭି (ସ୍ମଲ କମର୍ସିଆଲ ଭେଇକିଲ…

2 years ago

ପଦାତିକ ବାହିନୀର ଅତୁଳନୀୟ ବଳିଦାନ

ମାତୃଭୂମିର ସୁରକ୍ଷା ପାଇଁ ନିଜ ଜୀବନକୁ ଉତ୍ସର୍ଗ କରୁଥିବା ପଦାତିକ ବାହିନୀର ବଳିଦାନ ଅତୁଳନୀୟ। ପଦାତିକ ବାହିନୀର କର୍ମଚାରୀଙ୍କ କଲ୍ୟାଣ ପାଇଁ ଡିସେମ୍ବର ୭ରେ ଜାତୀୟ ପଦାତିକ…

2 years ago

ନୀତାଙ୍କୁ ସ୍ପୋଟର୍‌ସ ଲିଡର ଅଫ୍‌ ଦି ଇୟର ଆଓ୍ବାର୍ଡ

ଭୁବନେଶ୍ୱର,୭।୧୨ରିଲାଏନ୍ସ ଫାଉଣ୍ଡେଶନର ପ୍ରତିଷ୍ଠାତା ତଥା ଅଧ୍ୟକ୍ଷା ନୀତା ଏମ୍‌. ଅମ୍ବାନୀଙ୍କୁ ନିକଟରେ ସ୍ପୋଟର୍‌ସ ଲିଡର ଅଫ୍‌ ଦି ଇୟର (ମହିଳା) ଆଓ୍ବାର୍ଡ (ପୁରସ୍କାର)ରେ ସମ୍ମାନିତ କରାଯାଇଛି। ବିଶେଷକରି…

2 years ago

ଚାଷୀଙ୍କ ଅଣ୍ଟା ଭାଙ୍ଗିଦେଲା ବର୍ଷା

ବ୍ରହ୍ମପୁର,୭ା୧୨ (ସ୍ମୃତି ରଞ୍ଜନ ମହାଲିକ)ବାତ୍ୟା ମିଗଜୋମ ପ୍ରଭାବରେ ଗଞ୍ଜାମ ଜିଲାରେ ପ୍ରବଳ ବର୍ଷା ହୋଇଛି। ଧାନ କଟା ହୋଇ ବିଲରେ ପଡିଥିବାରୁ ବର୍ଷା ଯୋଗୁ ଶତାଧିକ ଏକର…

2 years ago

ଜଳମଗ୍ନ ହେବ ୧୨ ସହର

ନୂଆଦିଲ୍ଲୀ,୭ା୧୨: ବାତ୍ୟା ମିଗ୍‌ଜୋମ୍‌ ପ୍ରଭାବରେ ତାମିଲନାଡୁର ଚେନ୍ନାଇ ସହର ଜଳାର୍ଣ୍ଣବ ହୋଇଥିବାବେଳେ ଏହା ପୁଣିଥରେ ଭାରତୀୟ ସହରଗୁଡ଼ିକର ଜଳବାୟୁ ପରିବର୍ତ୍ତନଜନିତ ଭୟାବହତାକୁ ଲୋକଲୋଚନକୁ ଆଣିଛି। ଗତ ୪…

2 years ago

ମତ୍ସ୍ୟଜୀବୀଙ୍କ ସଂଖ୍ୟା ରିପୋର୍ଟ ବିଭାଗ ପାଖରେ ନାହିଁ

ପାରାଦୀପ,୭ା୧୨(ଶରତ ରାଉତ)ରାଜ୍ୟର ପ୍ରମୁଖ ମତ୍ସ୍ୟ ଉତ୍ପାଦନ ସ୍ଥାନ ହେଲା ପାରାଦୀପ ମାଛଧରା ବନ୍ଦର। ଏହି ମାଛଧରା ବନ୍ଦର ଉପରେ ୫୦ ହଜାରରୁ ଅଧିକ ଲୋକ ନିର୍ଭରଶୀଳ ବୋଲି…

2 years ago

ମରୁଡ଼ି ପରେ ଦାଉ ସାଧିଲା ବର୍ଷା

ନୟାଗଡ଼,୭।୧୨(ଲୋକନାଥ ମିଶ୍ର)ମରୁଡି ପରେ ଦାଉ ସାଧିଛି ବର୍ଷା । ଚାଷୀଙ୍କ ବର୍ଷକର ପରିଶ୍ରମ ବାତ୍ୟା ମିଗଜୋମ ପ୍ରଭାବରେ ପାଣିରେ ଭିଜିଯାଇଛି। ପରିବା ଫସଲ ଉପରେ ପ୍ରଭାବ ପଡିଛି।…

2 years ago

୫ମାସ ବିତିଲା, ହେଲାନି ସ୍ବତନ୍ତ୍ର ବୈଠକ

ନୟାଗଡ଼,୭ା୧୨(ଲୋକନାଥ ମିଶ୍ର)ନୟାଗଡ଼ ଜିଲା ସଦର ମହକୁମାର ପୁରୁଣା ସହରରେ ପୂଜା ପାଉଥିବା ଜଗନ୍ନାଥ, ବଳଭଦ୍ର ଓ ସୁଭଦ୍ରାଙ୍କ ପାଇଁ କରାଗଲାନି ସ୍ବତନ୍ତ୍ର ବୈଠକ। ଏକାଦଶୀରେ ଅନୁଷ୍ଠିତ ସୁନାବେଶରେ…

2 years ago

ଦୁର୍ନୀତି ପଦାରେ ପଡ଼ିବା ଭୟ

ନୂଆଗାଁ,୭।୧୨(ଧନେଶ୍ୱର ସାହୁ)ନୟାଗଡ଼ ଜିଲା ନୂଆଗାଁ ବ୍ଲକରେ ଥିବା ଆଶ୍ରମ ସ୍କୁଲରେ ଅନେକ ଦୁର୍ନୀତି ହେଉଥିବା ନେଇ ବାରମ୍ବାର ଅଭିଯୋଗ ହୋଇଆସୁଛି। ଅଭିଯୋଗ ପରେ ଗଣମାଧ୍ୟମ ପ୍ରତିନିଧିମାନେ ସମ୍ପୃକ୍ତ…

2 years ago