ନୂଆଦିଲ୍ଲୀ,୩୦।୧: ଫେବୃଆରୀ ୨ରୁ ଆରମ୍ଭ ହେବାକୁ ଥିବା ଇଂଲଣ୍ଡ ବିପକ୍ଷ ଦ୍ୱିତୀୟ ଟେଷ୍ଟ ପୂର୍ବରୁ ଟିମ ଇଣ୍ଡିଆର ଅଧିନାୟକ ରୋହିତ ଶର୍ମା ଅନେକ ଅସୁବିଧାରେ ଥିବା ଜଣାପଡିଛି।…
ଇସଲାମାବାଦ୍,୩୦।୧: ପାକିସ୍ତାନର ପୂର୍ବତନ ପ୍ରଧାନମନ୍ତ୍ରୀ ଇମ୍ରାନ ଖାନ ଏକ ବଡ଼ ଝଟ୍କା ଲାଗିଛି। ମଙ୍ଗଳବାର ତାଙ୍କୁ ୧୦ ବର୍ଷ ଜେଲ୍ ଦଣ୍ଡାଦେଶ ହୋଇଛି। ସାଇଫର ମାମଲାରେ ପାକିସ୍ତାନ…
ରାଞ୍ଚି,୩୦।୧: ଲ୍ୟାଣ୍ଡ ସ୍କାମ ମାମଲାରେ ଗତ ଦୁଇ ଦିନ ଧରି ଦିଲ୍ଲୀରେ ତାଙ୍କ ବାସଭବନ ସମେତ ରାଞ୍ଚିରେ ମୁଖ୍ୟମନ୍ତ୍ରୀ ହେମନ୍ତ ସୋରେନଙ୍କୁ ଇଡି ଟିମ ଖୋଜୁଥିଲା, କିନ୍ତୁ…
ନୂଆଦିଲ୍ଲୀ,୩୦।୧: ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ରାଜ୍ୟ ସଭାର ସଦସ୍ୟ ଭାବରେ ସତ୍ନାମ ସିଂ ସାନ୍ଧୁଙ୍କୁ ମନୋନୀତ କରିଛନ୍ତି। ଜଣେ କୃଷକଙ୍କ ପୁଅ ସତ୍ନାମ ହେଉଛନ୍ତି ଭାରତର ଅଗ୍ରଣୀ…
ଚଣ୍ଡିଗଡ,୩୦।୧: ଚଣ୍ଡିଗଡ଼ ମେୟର ନିର୍ବାଚନରେ ଏଏପି-କଂଗ୍ରେସ ମିଳିତ ମେଣ୍ଟକୁ ଏକ ବଡ଼ ଝଟ୍କା ଲାଗିଛି। ଏହି ନିର୍ବାଚନରେ ଭାଜପା ପ୍ରାର୍ଥୀ ମନୋଜ କୁମାର ସୋନକର ବିଜୟୀ ହୋଇଛନ୍ତି।…
ପାଟନା,୩୦।୧: କଂଗ୍ରେସ ନେତା ରାହୁଲ ଗାନ୍ଧୀଙ୍କ ନେତୃତ୍ୱରେ ଭାରତ ଯୋଡୋ ନ୍ୟାୟ ଯାତ୍ରା ଜାରି ରହିଛି। ତେବେ ବିହାରରେ ଏହି ଯାତ୍ରା ସମୟରେ ରାହୁଲ ଗାନ୍ଧୀ ବାପୁଙ୍କୁ…
ଥିରୁଭାନନ୍ତପୁରମ୍,୩୦।୧: ଆରଏସଏସ ନେତା ରଣଜିତ୍ ଶ୍ରୀନିବାସଙ୍କ ହତ୍ୟା ମାମଲାରେ କେରଳର ଏକ ସ୍ଥାନୀୟ କୋର୍ଟ ୧୫ ଜଣ ପିଏଫ୍ଆଇ କାର୍ଯ୍ୟକର୍ତ୍ତାଙ୍କୁ ମୃତ୍ୟୁ ଦଣ୍ଡାଦେଶ ଦେଇଛନ୍ତି। ଏହି ସମସ୍ତ…
ରାଞ୍ଚି,୩୦।୧: ଜମି ଦୁର୍ନୀତି ମାମଲାରେ ଝାଡଖଣ୍ଡ ମୁଖ୍ୟମନ୍ତ୍ରୀ ହେମନ୍ତ ସୋରେନଙ୍କ ସମସ୍ୟା ବଢିବାରେ ଲାଗିଛି। ତାଙ୍କ ବିବୃତ୍ତି ରେକର୍ଡ କରିବା ପାଇଁ ଇଡି ତାଙ୍କୁ ଖୋଜୁଛି। ଏହି…
ଲଦାଖ,୩୦।୧:ଜମ୍ମୁକଶ୍ମୀରର ଲଦାଖରେ ମଙ୍ଗଳବାର ସକାଳୁ ଭୂକମ୍ପ ଅନୁଭୂତ ହୋଇଛି। ଏହାର ତୀବ୍ରତା ରିକ୍ଟର ସ୍କେଲରେ ୩.୪ ରହିଛି। ଏହି ଭୂକମ୍ପରେ କୌଣସି କ୍ଷୟକ୍ଷତି ସମ୍ପର୍କରେ ଖବର ମିଳିନାହିଁ…
ବଲାଙ୍ଗୀର, ୩୦।୧- (ସୁନୀଲ କୁମାର ମହାନ୍ତି): ବଲାଙ୍ଗୀର ଭୀମଭୋଇ ମେଡିକାଲ କଲେଜ ହସ୍ପିଟାଲରେ ଚିକିତ୍ସା ଅବହେଳାରୁ ରୋଗୀଙ୍କ ମୃତ୍ୟୁକୁ ନେଇ ରେ ଜଣେ ଡାକ୍ତରଙ୍କୁ ନିସ୍ତୁକ ମାଡ଼…