କାରାକାସ,୨୬।୬: ଭେନେଜୁଏଲାରେ ଦୁଇଟି ଶକ୍ତିଶାଳୀ ଭୂମିକମ୍ପ କେବଳ ସେଠାରେ ବ୍ୟାପକ କ୍ଷୟକ୍ଷତି ଘଟାଇନାହିଁ ବରଂ ଭାରତର ଅଶୋଧିତ ତୈଳ ଯୋଗାଣ ସମ୍ପର୍କରେ ନୂତନ ଚିନ୍ତା ସୃଷ୍ଟି କରିଛି।…
ତେହରାନ,୨୬।୬: ଶାନ୍ତି ଚୁକ୍ତିନାମା ପରେ ହର୍ମୁଜ ପ୍ରଣାଳୀରେ ପୁଣି ଥରେ ଉତ୍ତେଜନାପୂର୍ଣ୍ଣ ପରିସ୍ଥିତି ଦେଖାଦେଇଛି। ଇରାନ ଏକ ଜାହାଜକୁ ଟାର୍ଗେଟ କରି ଅଭିଯୋଗ କରିଛି ଯେ ଏହା…
ନୂଆଦିଲ୍ଲୀ,୨୬ା୬(ପି.ଟି.): କେନ୍ଦ୍ର ସରକାର ଦେଶରେ ପାସ୍ପୋର୍ଟ ପ୍ରସ୍ତୁତି ଏବଂ ଏହାର ନବୀକରଣ (ରି-ଇସ୍ୟୁ) ଫି’ରେ ବଡ଼ଧରଣର ବୃଦ୍ଧି କରିଛନ୍ତି । ୧୯୮୦ ମସିହାର ‘ପାସ୍ପୋର୍ଟ ନିୟମାବଳୀ’ରେ ସଂଶୋଧନ…
ନୂଆଦିଲ୍ଲୀ,୨୬ା୬(ପି.ଟି.): ଦେଶରେ ନକଲି ଏବଂ ନିମ୍ନମାନର ଔଷଧର ବେଆଇନ କାରବାରକୁ ରୋକିବା ପାଇଁ କେନ୍ଦ୍ର ସରକାର ବଡ଼ ପଦକ୍ଷେପ ଗ୍ରହଣ କରିଛନ୍ତି। ବର୍ତ୍ତମାନ ସମସ୍ତ ପ୍ରକାର ଆଣ୍ଟିବାୟୋଟିକ୍…
ଫୁଲବାଣୀ,୨୬ା୬(ରାକେଶ କୁମାର ରାଉତ):କନ୍ଧମାଳ ଜିଲା ଟିକାବାଲି ବ୍ଲକ ଅଞ୍ଚଳରେ ଜଣେ ନାବାଳିକା କନ୍ୟା ସନ୍ତାନ ଜନ୍ମ ଦେଇଛନ୍ତି I ୧୭ ବର୍ଷୀୟା ଏହି ନାବାଳିକା ଜଣକ ଭୁବନେଶ୍ୱର…
ଉଦଳା,୨୬।୬(ସନ୍ତୋଷ କୁମାର ବାଛିନି): ଜନ୍ମ କଲା ପୁଅ ସାଜିଲା ଅମଣିଷ। ଅତି ନିର୍ମମ ଭାବେ ମା’ଙ୍କୁ ବାଡେଇ ଲହୁଲୁହାଣ କଲେ ପୁଅ। ନିଶା ଖାଇ ଆସି କାଠ…
ନୂଆଦିଲ୍ଲୀ,୨୬।୬(ପି.ଟି.): ବିଶ୍ୱ ବଜାରରେ ସୁନା ଦରର ପ୍ରବଳ ବୃଦ୍ଧି ଯୋଗୁ ଫିଫା ବିଶ୍ୱକପ୍ ଟ୍ରଫିର ଧାତବ ବଜାର ମୂଲ୍ୟରେ ବଡ଼ଧରଣର ପରିବର୍ତ୍ତନ ଦେଖିବାକୁ ମିଳିଛି । ଆର୍ଥିକ…
ଭୁବନେଶ୍ୱର,୨୬ା୬(ସୁନିତ୍ ମିଶ୍ର):ଶଙ୍ଖ ଭବନ ଅଡିଟୋରିୟମ ଭିତରେ ଖୁବ୍ କମ୍ ଲୋକଙ୍କୁ ନେଇ ଏକ କବାଟ ବନ୍ଦ ମିଶ୍ରଣ ପର୍ବ ବିଜେଡି ସଭାପତି ନବୀନ ପଟ୍ଟନାୟକଙ୍କ ଉପସ୍ଥିତିରେ ଗୁରୁବାର…
ନୂଆଦିଲ୍ଲୀ, ୨୬।୬: 'କକ୍ରୋଚ୍ ଜନତା ପାର୍ଟି' ଲଗାତାର ଷଷ୍ଠ ଦିନ ପାଇଁ ପେପର୍ ଲିକ୍ ପ୍ରସଙ୍ଗକୁ ନେଇ ପ୍ରତିବାଦ ଜାରି ରଖିଛି । CJP ପ୍ରତିଷ୍ଠାତା ଅଭିଜିତ୍…
ଭୁବନେଶ୍ୱର,୨୬।୬(ରବିନାରାୟଣ ଜେନା):ସାଧାରଣ ପରୀକ୍ଷା କିଭଳି କରାଯାଏ ତାହା ଜଣା ନ ଥିବା ଲୋକ ଛାତ୍ରୀଛାତ୍ରଙ୍କୁ ପରୀକ୍ଷା ଜ୍ଞାନ ବାଣ୍ଟୁଛନ୍ତି। ପୁଣି ଯାହାଙ୍କ ଡିଗ୍ରୀ ଉପରେ ପ୍ରଶ୍ନବାଚୀ ଚି଼ହ୍ନ…