ନୂଆଦିଲ୍ଲୀ,୩।୧୨: ମଧ୍ୟପ୍ରଦେଶ, ଛତିଶଗଡ଼, ରାଜସ୍ଥାନ ଏବଂ ତେଲଙ୍ଗାନା ବିଧାନସଭା ନିର୍ବାଚନର ଫଳାଫଳ ରବିବାର ଆସିବ। ଏନେଇ ସକାଳ ୮ଟାରୁ ଭୋଟଗଣତି ଆରମ୍ଭ ହୋଇଛି। କଡ଼ା ସୁରକ୍ଷା ବ୍ୟବସ୍ଥା…
ସୁନ୍ଦରଗଡ,୩ା୧୨(ଜୟ ନାରାୟଣ ମେଣ୍ଡୁଳି)ଆବହମାନ କାଳରୁ ପୁଷ୍ଟିଶସ୍ୟ ବା ମିଲେଟ୍ସ ମଣିଷ ସଭ୍ୟତାର ମୁଖ୍ୟ ଓ ପ୍ରଥମ ଖାଦ୍ୟ ଥିଲା। ପ୍ରାମାଣିକ ତଥ୍ୟ ଅନୁସାରେ ମିଲେଟ୍ସ ଚାଷ ଧାନ…
ସମ୍ବଲପୁର,୩ା୧୨ (ଭବାନୀ ଶଙ୍କର ଭୋଇ)ରାସ୍ତାଘାଟରେ ବଜାର ବସିବା କାରଣରୁ ସମ୍ବଲପୁରର ସର୍ବପୁରାତନ ଗୋଳବଜାର ସଙ୍କୁଚିତ ହୋଇଯାଇଛି। ଏଥିପାଇଁ ଟ୍ରାଫିକ ସମସ୍ୟା ଏଠାକାର ନିତିଦିନିଆ ସମସ୍ୟା ଭାବେ ଉଭା…
ସମୟ ବଦଳିବା ସହିତ ପାର୍ଟି ଏବଂ ବିବାହରେ ଚାଲିଥିବା ରୀତିନୀତିରେ ଅନେକ ପରିବର୍ତ୍ତନ ଆସିଛି। ଦିନ ଥିଲା ଯେତେବେଳେ ପାର୍ଟି ବିବାହ କିମ୍ବା ଅନ୍ୟାନ୍ୟ କାର୍ଯ୍ୟକୁ ଆସୁଥିବା…
କାଲିମେଳା, ୩ା୧୨(ଜୀବନକୃଷ୍ଣ ଦାସ)ମାଲକାନଗିରି ଜିଲା କାଲିମେଳା ବ୍ଲକ ତେଲରାଇ ପଞ୍ଚାୟତ ତେଲରାଇ ଗ୍ରାମରେ ପ୍ରକଳ୍ପ ଅଛି, କିନ୍ତୁ ପାଣି ମିଳୁନି। ଏହି ଗ୍ରାମରେ ଆଦିବାସୀ ସମ୍ପ୍ରଦାୟର ପ୍ରାୟ…
ଜୟପୁର,୩ା୧୨(ପବନ ପାଣିଗ୍ରାହୀ)ମାଓବାଦୀମାନେ ଶନିବାରଠାରୁ ପିଏଲ୍ଜିଏ ସପ୍ତାହ ପାଳନ କରୁଛନ୍ତି। ଏଥିପାଇଁ ଅବିଭକ୍ତ କୋରାପୁଟ ଜିଲାରେ ହାଇ ଆଲର୍ଟ ଜାରି କରାଯାଇଛି ା ଛତିଶଗଡ- ଆନ୍ଧ୍ର- ଓଡ଼ିଶାରେ ସୁରକ୍ଷା…
ଦଶମନ୍ତପୁର,୩ା୧୨ (ଅରବିନ୍ଦ ନାୟକ)କୋରାପୁଟ ଜିଲା ଦଶମନ୍ତପୁର ବ୍ଲକ ପିଣ୍ଡାପଦର ପଞ୍ଚାୟତର ଲୋରେଶ ଗ୍ରାମରେ ଏଯାଏ କାହାକୁ କେନ୍ଦ୍ର ଓ ରାଜ୍ୟ ସରକାରଙ୍କ ଆବାସ ଯୋଜନାରେ ଆବାସ ମିଳିନାହିଁ।…
ପୁରାଣରେ ବର୍ଣ୍ଣିତ ରହିଛି ଦ୍ବାପରଯୁଗରେ ଭଗବାନ ଶ୍ରୀକୃଷ୍ଣ ଗୋପପୁରବାସୀଙ୍କୁ ଦେବରାଜ ଇନ୍ଦ୍ରଙ୍କ ବଦଳରେ ଗିରିଗୋବର୍ଦ୍ଧନ ପାହାଡ଼କୁ ପୂଜାର୍ଚ୍ଚନା କରିବା ପାଇଁ ପରାମର୍ଶ ଦେଇଥିଲେ। ଏହାକୁ ମାନି ଗୋପପୁରବାସୀ…
ଖଇରା, ୩।୧୨(ଉତ୍କଳବନ୍ଧୁ ପଣ୍ଡା)ଜନ୍ମରୁ ସେ ଥିଲେ ଦିବ୍ୟାଙ୍ଗ। କେବଳ ବୌଦ୍ଧିକ ଅନଗ୍ରସର ନ ଥିଲେ, ଗୋଡ ୨ଟି ମଧ୍ୟ ଠିକ୍ ଭାବେ ପଡୁ ନ ଥିଲା କି…
ଦାରିଙ୍ଗବାଡି, ୩ା୧୨ (ଅରୁଣ ସାହୁ)ଦାରିଙ୍ଗବାଡ଼ି ପର୍ଯ୍ୟଟନ କ୍ଷେତ୍ର ପାଇଁ ଯେମିତି ପରିଚିତ ସେମିତି ଜୈବିକ ହଳଦୀ ଚାଷ ପାଇଁ ବିଶ୍ୱ ବିକ୍ଷାତ କନ୍ଧମାଳ ହଳଦୀକୁ ଜିଆଇ ଟ୍ୟାଗ…