Home

ମିଶୋ ପ୍ରଥମ ଭାରତୀୟ ଭୂସମାନ୍ତର ଇ-ବାଣିଜ୍ୟ କମ୍ପାନୀ

ଭୁବନେଶ୍ୱର,୮।୮ : ଦେଶର ପ୍ରମୁଖ ଇ-କମର୍ସ କମ୍ପାନୀ ମିଶୋ ଭାରତର ପ୍ରଥମ ଭୂସମାନ୍ତର ଇ-ବାଣିଜ୍ୟ କମ୍ପାନୀ ଭାବେ ମାନ୍ୟତା ଲାଭ କରିଛି। ବିଶେଷ କରି ବିଗତ ୧୨ମାସ ମଧ୍ୟରେ…

3 years ago

ବେଦାନ୍ତ ଆଲୁମିନିୟମରେ ନୂତନ ନୀତି ପ୍ରଣୟନ

ଭୁବନେଶ୍ୱର,୮।୮ (ଅଭୟ ଦାଶ) :ବେଦାନ୍ତ ଆଲୁମିନିୟମ ପକ୍ଷରୁ ନିକଟରେ ଏକ ନୂତନ ନୀତି ‘ ନ୍ୟୁ ଜେଣ୍ଡର ରିଆଫାରମେଶନ ପଲିସି’ପ୍ରଚଳନ ସମ୍ପର୍କରେ ଘୋଷଣା କରାଯାଇଛି। ବିଶେଷ କରି…

3 years ago

ଆକ୍ସିସ୍‌ ବ୍ୟାଙ୍କ ସହ ଅଲ୍‌ଟିଗ୍ରିନର ସହଭାଗିତା

ଭୁବନେଶ୍ୱର,୮।୮ : ଆକ୍ସିସ୍‌ ବ୍ୟାଙ୍କ ଏବଂ ଅଲ୍‌ଟିଗ୍ରିନ୍‌ ମଧ୍ୟରେ ଏକ ଦ୍ୱିପାକ୍ଷିକ ବୁଝାମଣା ହୋଇଥିବା ଘୋଷଣା କରାଯାଇଛି। ବିଶେଷ କରି ଗ୍ରାହକମାନଙ୍କୁ ସୁହାଇବା ଭଳି ସ୍ବତନ୍ତ୍ର ଫାଇନାନ୍ସ…

3 years ago

କମିଟିରେ ୩ ଅବସରପ୍ରାପ୍ତ ମହିଳା ବିଚାରପତି

ନୂଆଦିଲ୍ଲୀ,୮ା୮: ମଣିପୁରରେ ୩ ମାସରୁ ଊର୍ଦ୍ଧ୍ୱ ସମୟ ଧରି ଜାତିଆଣ ହିଂସା ଲାଗିରହିଥିବାବେଳେ ଏଥିରେ କ୍ଷତିଗ୍ରସ୍ତଙ୍କୁ କ୍ଷତିପୂରଣ ଏବଂ ସହାୟତା ଦେବା ସମ୍ପର୍କରେ ଅନୁଧ୍ୟାନ କରିବା ଲାଗି ସୁପ୍ରିମକୋର୍ଟ…

3 years ago

ପିଏମ୍‌ଏଲ୍‌-ଏନ୍‌ ଜିତିଲେ ନଓ୍ବାଜ ଶରିଫ ପ୍ରଧାନମନ୍ତ୍ରୀ ହେବେ

ଲାହୋର,୮ା୮: ଆସନ୍ତା ନଭେମ୍ବର ମାସରେ ହେବାକୁ ଥିବା ପାକିସ୍ତାନର ସାଧାରଣ ନିର୍ବାଚନରେ ଯଦି ଶାସକ ପିଏମ୍‌ଏଲ୍‌-ଏନ୍‌ କ୍ଷମତାକୁ ଫେରେ ତେବେ ନଓ୍ବାଜ ଶରିଫ୍‌ ପରବର୍ତ୍ତୀ ପ୍ରଧାନମନ୍ତ୍ରୀ ହେବେ ବୋଲି…

3 years ago

ଡେଟା ସୁରକ୍ଷା ବିଲ୍‌ ଲୋକ ସଭାରେ ଗୃହୀତ

ନୂଆଦିଲ୍ଲୀ,୮ା୮: ମଣିପୁର ପ୍ରସଙ୍ଗରେ ବିରୋଧୀ ସଦସ୍ୟମାନଙ୍କ ସ୍ଲୋଗାନବାଜି ମଧ୍ୟରେ ସୋମବାର ଲୋକ ସଭାରେ ଡିଜିଟାଲ ବ୍ୟକ୍ତିଗତ ଡେଟା ସୁରକ୍ଷା ବିଲ୍‌ ଗୃହୀତ ହୋଇଛି। ବିରୋଧୀ ସଦସ୍ୟ ଏଥିରେ କେତେକ…

3 years ago

ମୌସୁମୀ ନିଷ୍କ୍ରିୟ, କମିଲା ବର୍ଷା

ଭୁବନେଶ୍ୱର,୮ା୮(ଅନୁରାଧା ମହାରଣା): ରାଜ୍ୟରେ ବର୍ତ୍ତମାନ ମୌସୁମୀ ନିଷ୍କ୍ରିୟ ରହିଛି। ଏହା ପ୍ରଭାବରେ ତାପମାତ୍ରା ଅଧିକ ରହିବା ସହ ଜଳୀୟବାଷ୍ପପୂର୍ଣ୍ଣ ବାୟୁ ପ୍ରବେଶ କରିବା ଦ୍ୱାରା ବିଜୁଳି ଘଡ଼ଘଡ଼ି…

3 years ago

ଦେଶରେ ବାଘସଂଖ୍ୟା ୩,୬୮୨କୁ ବୃଦ୍ଧି

ନୂଆଦିଲ୍ଲୀ,୮ା୮: ୨୦୦୬ରେ ଭାରତରେ ୧,୪୧୧ ବାଘ ଥିବାବେଳେ ୨୦୨୨ରେ ଏହା ୩,୬୮୨କୁ ବୃ୍‌ଦ୍ଧି ପାଇଛି। ଲୋକ ସଭାରେ ଏକ ଲିଖିତ ପ୍ରଶ୍ନର ଉତ୍ତରରେ କେନ୍ଦ୍ର ସଂସ୍କୃତି ମନ୍ତ୍ରୀ ଜି.…

3 years ago

୧୦୦ କି.ମି.ରୁ ତଳକୁ ଖସିବା ଚନ୍ଦ୍ରୟାନ-୩ ପାଇଁ କଠିନ ହେବ

ବେଙ୍ଗାଲୁରୁ,୮ା୮: ଚନ୍ଦ୍ରୟାନ-୩ ବର୍ତ୍ତମାନ ପର୍ଯ୍ୟନ୍ତ ଠିକ୍‌ଠାକ୍‌ ଚାଲିଛି। ଲୁନାର କକ୍ଷସ୍ଥଳ ଶହେ କି.ମିରୁ ତଳକୁ ଖସାଇବା କଠିନ ହେବ ବୋଲି ଇସ୍ରୋ ମୁଖ୍ୟ ଏସ୍‌ ସୋମନାଥ କହିଛନ୍ତି। ଚନ୍ଦ୍ରଯାନ…

3 years ago

ସିକିମ୍‌ର ନାମ୍‌ଚି ସହରରେ ରାଲିବେଳେ ହିଂସା

ଗାଙ୍ଗଟକ୍‌,୮ା୮: ସିକିମ୍‌ରେ ୨୧ ବର୍ଷୀୟ ଯୁବନେତାଙ୍କ ରହସ୍ୟଜନକ ମୃତ୍ୟୁ ଘଟଣାରେ ତୁରନ୍ତ ନ୍ୟାୟ ଦାବି କରି ସୋମବାର ନାମ୍‌ଚି ସହରରେ ବିକ୍ଷୋଭ ରାଲି କରାଯାଉଥିବାବେଳେ ଏହା ହିଂସାକାଣ୍ଡର ରୂପ…

3 years ago