ଭୁବନେଶ୍ୱର,୩୧ା୮(ଅସମାପିକା ସାହୁ): ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଗୁରୁବାର ବିଜୁ ପଟ୍ଟନାୟକ ଅନ୍ତର୍ଜାତୀୟ ବିମାନବନ୍ଦରରେ କାଲାହାଣ୍ଡି ଜିଲାର ଉତ୍କେଲା ଅଭିମୁଖେ ପ୍ରଥମ ନିର୍ଦ୍ଧାରିତ ବିମାନ ସେବାକୁ ପତାକା ଦେଖାଇ…
ସୋରଡ଼ା,୩୧ା୮(ଲମ୍ବୋଦର ପାଣିଗ୍ରାହୀ): ସ୍ବାୟତ୍ତ ଶାସନ ଦିବସ ସ୍ଥାନୀୟ ଏନ୍ଏସି ତରଫରୁ ପାଳିତ ହୋଇଯାଇଛି। ସକାଳୁ କାର୍ଯ୍ୟାଳୟ ପରିସରରେ ଜାତୀୟ ପତ୍ତାକା ଉତ୍ତୋଳନ ପରେ ଗଣିଛକଠାରେ ବିଜୁବାବୁଙ୍କ ପ୍ରତିମୂର୍ତ୍ତି,…
ଓ୍ବାଶିଂଟନ,୩୧।୮: ବିଲିୟନେୟାର ବ୍ୟବସାୟୀ ଏଲୋନ ମସ୍କ ଗତ ବର୍ଷ ଟୁଇଟର ଗ୍ରହଣ କରିବା ଦିନଠାରୁ ସେ ଅନେକ ପରିବର୍ତ୍ତନ କରିଛନ୍ତି। ପ୍ରଥମେ ସୋସିଆଲ ମିଡିଆ ପ୍ଲାଟଫର୍ମର ନାମ…
ପାଟଣା,୩୧ା୮(ବୀରକିଶୋର ଦାଶ): କେନ୍ଦୁଝର-ମୟୂରଭଞ୍ଜ ଜିଲା ଦେଇ ଯାଇଥିବା ମୁମ୍ବାଇ କୋଲକାତା ୪୯ ନମ୍ବର ଜାତୀୟ ରାଜପଥ ନିକଟ ଚଢେଇଭୋଳଠାରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ଏହି…
ତାଳଚେର,୩୧ା୮(ମନୋଜ ନନ୍ଦ): ଅନୁଗୋଳ ଜିଲା କଲିୟାରୀ ଥାନା ବଲଣ୍ଡା ଫାଣ୍ଡି ଅଞ୍ଚଳରେ ଦୁର୍ବୃତ୍ତମାନେ ବୁଧବାର ରାତିରେ ଜଣେ ଖଣି କର୍ମଚାରୀଙ୍କ ଘରେ ପଶି ୩୫ ଲକ୍ଷରୁ ଊଦ୍ଧର୍ବ…
ବେଙ୍ଗାଲୁରୁ,୩୧ା୮: ଇସ୍ରୋର ପ୍ରଥମ ସୌର ମିଶନ ଆଦିତ୍ୟ ଏଲ୍-୧ ସେପ୍ଟେମ୍ବର ୨ରେ ଆନ୍ଧ୍ରପ୍ରଦେଶର ଶ୍ରୀହରିକୋଟାଠାରୁ ଲଞ୍ଚ ହେବାର କାର୍ଯ୍ୟକ୍ରମ ରହିଛି। ଗତ ସପ୍ତାହରେ ଚନ୍ଦ୍ରପୃଷ୍ଠର ସାଉଥ୍ ପୋଲ୍ରେ…
ଜୋହାନ୍ସବର୍ଗ,୩୧ା୮: ଗୁରୁବାର ଦକ୍ଷିଣ ଆଫ୍ରିକାର କେନ୍ଦ୍ରୀୟ ଜୋହାନ୍ସବର୍ଗର ଏକ ୫ ମହଲା କୋଠାରେ ଅଗ୍ନିକାଣ୍ଡ ଘଟି ୫୨ ଜଣଙ୍କର ମୃତ୍ୟୁ ହୋଇଛି। ନିଆଁ ଲିଭାଇବା ପାଇଁ ତୁରନ୍ତ…
ଦାରିଙ୍ଗବାଡ଼ି,୩୧ା୮(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ଥାନା ବ୍ରାହ୍ମଣୀଗାଁ-ଦାରିଙ୍ଗବାଡ଼ି ରାସ୍ତାର ଏକ ଘାଟିରେ ଜଣେ ବ୍ୟବସାୟୀଙ୍କୁ ଗୁରୁତର ଅବସ୍ଥାରେ ପୋଲିସ ଉଦ୍ଧାର କରିଛି। ସେ ହେଲେ ଦାରିଙ୍ଗବାଡ଼ିର…
ନୂଆଦିଲ୍ଲୀ,୩୧।୧: ସୁପ୍ରିମକୋର୍ଟରେ ଧାରା ୩୭୦ ଉପରେ ଶୁଣାଣି ସମୟରେ କେନ୍ଦ୍ର ସରକାରଙ୍କ ତରଫରୁ ନିଜ ପକ୍ଷ ରଖାଯାଇଛି। ଖୁବ ଶୀଘ୍ର ଜମ୍ମୁ କଶ୍ମୀରରେ ନିର୍ବାଚନ ଘୋଷଣା ହୋଇପାରିବ…
କେନ୍ଦୁଝର,୩୧ା୮(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝରଗଡ଼ ପୌରପାଳିକାର ମନମୁଖୀ କାର୍ଯ୍ୟ ପ୍ରତିବାଦରେ ସ୍ବାୟତ୍ତ ଶାସନ ଦିବସକୁ ବର୍ଜନ କଲେ ୧୬ ନମ୍ବର ଓ୍ବାର୍ଡର କାଉନସିଲର ସବିତା ପଟ୍ଟନାୟକ। ଜୁଲାଇରୁ…