Home

ଜି୨୦ ସମ୍ମିଳନୀରେ ରୁଷିଆ ବହିର୍ବ୍ୟାପାର ମନ୍ତ୍ରୀ ଯୋଗଦେବେ

ନୂଆଦିଲ୍ଲୀ,୨୯ା୮: ରୁଷିଆ ରାଷ୍ଟ୍ରପତି ଭ୍ଲାଡିମିର୍‌ ପୁଟିନ୍‌ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ଫୋନ୍‌ କରି ଦିଲ୍ଲୀରେ ଆସନ୍ତା ସପ୍ତାହରେ ହେବାକୁ ଥିବା ଜି୨୦ ସମ୍ମିଳନୀରେ ଯୋଗଦେବାକୁ ଅସମର୍ଥ ବୋଲି ଜଣାଇଛନ୍ତି।…

3 years ago

ଯାନ, ଔଷଧ, ପର୍ଯ୍ୟଟନ କ୍ଷେତ୍ର ନୂଆ ନିଯୁକ୍ତି ସୃଷ୍ଟି କରିବ: ପ୍ରଧାନମନ୍ତ୍ରୀ

ନୂଆଦିଲ୍ଲୀ,୨୯ା୮: ଭାରତର ଅର୍ଥନୀତି ଦ୍ରୁତ ଅଭିବୃଦ୍ଧି ପଥରେ ଅଗ୍ରସର ହେଉଛି। ଏହା ଯୁବବର୍ଗଙ୍କ ଲାଗି ନିଯୁକ୍ତିର ବଡ଼ ସୁଯୋଗ ସୃଷ୍ଟି କରିବ ବୋଲି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ସୋମବାର…

3 years ago

ବିମାନ ଯାତ୍ରା ବାଧାପ୍ରାପ୍ତ

ଲଣ୍ଡନ,୨୯ା୮: ବ୍ରିଟେନ୍‌ ଏୟାର ଟ୍ରାଫିକ୍‌ କଣ୍ଟ୍ରୋଲରେ ବୈଷୟିକ ସମସ୍ୟା ଦେଖାଦେବାରୁ ସୋମବାର ଶତାଧିକ ବିମାନ ଉଡ଼ାଣ ବାଧାପ୍ରାପ୍ତ ହୋଇଛି। ବ୍ରିଟେନର ନ୍ୟାଶନାଲ ଏୟାର ଟ୍ରାଫିକ୍‌ ସର୍ଭିସ (ଏନ୍‌ଏଟିଏସ୍‌) ବିମାନ…

3 years ago

ଥରିଲା ଇଣ୍ଡୋନେସିଆ

ଜାକର୍ତ୍ତା.୨୯।୮: ଇଣ୍ଡୋନେସିଆର ବାଲି ସାଗର ଅଞ୍ଚଳରେ ମଙ୍ଗଳବାର ଭୂକମ୍ପ ଅନୁଭୂତ ହୋଇଛି। ଏହାର ତୀବ୍ରତା ରିକ୍ଟର ସ୍କେଲରେ ୭.୦ ଥିଲା। ୟୁରୋପୀୟ-ଭୂମଧ୍ୟସାଗରୀୟ ଭୂକମ୍ପ କେନ୍ଦ୍ର (ଇଏମ୍‌ଏସ୍‌ସି) ସୂଚନା…

3 years ago

ପାର୍ଟନରଙ୍କୁ ପ୍ରେସର୍‌ କୁକରରେ ପିଟି ହତ୍ୟା

ବେଙ୍ଗାଲୁରୁ,୨୯।୮: ଲିଭ୍‌ ଇନ୍‌ ରିଲେସନ୍‌ଶିପ୍‌ରେ ରହୁଥିବା ଯୁବତୀ ଅନ୍ୟ ପୁରୁଷ ସହ ସମ୍ପର୍କ ରଖିବା ସନ୍ଦେହ କରି ପ୍ରେସର୍‌ କୁକରରେ ପିଟି ହତ୍ୟା କରିଛନ୍ତି ପ୍ରେମିକ। ଶନିବାର ରାତିରେ…

3 years ago

ସୁଧୁରୁନି ଚାଇନା: ପୁଣି ଅରୁଣାଚଳ ପ୍ରଦେଶକୁ ନିଜ ଅଞ୍ଚଳ ଭାବେ ଦର୍ଶାଇଲା

ବେଜିଂ,୨୯।୮: ଚାଇନା ମାନଚିତ୍ରର ଏକ ନୂତନ ସଂସ୍କରଣ ପ୍ରକାଶ କରିଛି। ଚାଇନା ମାନଚିତ୍ର ପ୍ରକାଶ କରିବା ମାତ୍ରେ ବିବାଦ ଉପୁଜିଥିଲା। ଚାଇନା ଭାରତର ଅରୁଣାଚଳ ପ୍ରଦେଶ, ଅକସାଇ…

3 years ago

ୟୁରୋପ ଗସ୍ତରେ ଯିବେ ରାହୁଲ

ନୂଆଦିଲ୍ଲୀ,୨୯।୮: ସେପ୍ଟେମ୍ବର ପ୍ରଥମ ସପ୍ତାହରେ କଂଗ୍ରେସ ନେତା ରାହୁଲ ଗାନ୍ଧୀ ୟୁରୋପର ପାଞ୍ଚ ଦିନିଆ ଯାତ୍ରା କରିବାର ସମ୍ଭାବନା ରହିଛି। ସେପ୍ଟେମ୍ବର ୭ରେ ରାହୁଲ ଗାନ୍ଧୀ ତାଙ୍କର…

3 years ago

ଚନ୍ଦ୍ରୟାନ ମିଶନକୁ ପୂରଣ ହେଲା ୧୦ ଦିନ, ସମୟ ସହ ଦୌଡୁଛନ୍ତି ବୈଜ୍ଞାନିକ

ଅହମଦାବାଦ,୨୯।୮: ସ୍ପେସ ଆପ୍ଲିକେଶନ ସେଣ୍ଟର ଅହମଦାବାଦର ନିର୍ଦ୍ଦେଶକ ନୀଲେଶ ଏମ ଦେଶାଇ କହିଛନ୍ତି ଯେ ଚନ୍ଦୟାନ ମିଶନ ୩ଟି ପାର୍ଟ ରହିଛି। ଯାନର ସପ୍ଟ ଲ୍ୟାଣ୍ଡିଂ, ଚନ୍ଦ୍ର…

3 years ago

ବିଶ୍ୱକପ ପାଇଁ ପାକିସ୍ତାନର ନୂଆ ଜର୍ସି ଉନ୍ମୋଚିତ

ହାଇଦ୍ରାବାଦ,୨୮।୮: ବିଶ୍ୱକପ ପାଇଁ ସୋମବାର ପାକିସ୍ତାନ କ୍ରିକେଟ ଦଳର ନୂଆ ଜର୍ସି ଉନ୍ମୋଚିତ ହୋଇଛି। ବିଶ୍ୱକପ ସମୟରେ ବାବର ଆଜାମଙ୍କ ନେତୃତ୍ୱରେ ପାକିସ୍ତାନୀ ଦଳ ନୂଆ ଜର୍ସିରେ…

3 years ago

ମାନବାଧିକାର ଆଇନଜୀବୀ ମଜାରି, ପୂର୍ବତନ ସାଂସଦ ଓ୍ବଜିରଙ୍କୁ ଆଶ୍ୱସ୍ତି

ଇସଲାମାବାଦ,୨୮।୮: ସୋମବାର ପାକିସ୍ତାନର ମାନବାଧିକାର ଆଇନଜୀବୀ ଇମାନ ମଜାରୀ ଏବଂ ପୂର୍ବତନ ସାଂସଦ ଅଲି ୱଜିରଙ୍କୁ ଇସଲାମାବାଦ ଆତଙ୍କବାଦ ନିରୋଧୀ କୋର୍ଟ ଏକ ଦେଶଦ୍ରୋହ ମାମଲାରେ ଜାମିନ…

3 years ago