Home

ନିୟନ୍ତ୍ରଣରେ ରହୁନି ବସ୍‌, ଟ୍ରକ୍‌ର ବେଗ

ବ୍ରହ୍ମପୁର,୨୭ା୮(ସୁବାସ ଚନ୍ଦ୍ର ପାଢ଼ୀ)ଦ୍ରୁତ ଗାଡ଼ି ଚାଳନା କାରଣରୁ ଅଧିକାଂଶ ଦୁର୍ଘଟଣା ଘଟୁଛି। ଏହା ଉପରେ ରୋକ୍‌ ଲଗାଇବାକୁ ଯାତ୍ରୀ ଓ ମାଲ ପରିବହନ ଗାଡ଼ିରେ ସ୍ପିଡ୍‌ ଗଭର୍ନାନ୍ସ…

3 years ago

୮୩୮୦ ବୋତଲ କଫ ସିରପ୍‌ ଜବତ, ୩ ଗିରଫ

ବରଗଡ଼,୨୭।୮(ପ୍ରେମାନନ୍ଦ ଖମାରୀ) ବରଗଡ଼ ପୋଲିସ କଟକର ଏକ ଗୋଦାମରେ ଚଢ଼ାଉ କରି ୮୩୮୦ ବୋତଲ କଫ ସିରପ୍‌ ଜବତ କରିଛି। ଏହାସହିତ ୩ ଅଭିଯୁକ୍ତଙ୍କୁ ଗିରଫ କରାଯାଇଛି।…

3 years ago

‘ଘୁମୁରା’ଖୋଜୁଛି ସାହାରା

ପୌରାଣିକ କିମ୍ବଦନ୍ତୀ କୁହେ ଦେବ-ଦାନବ ଯୁଦ୍ଧରେ ବ୍ୟବହାର ହୋଇଥିଲା ରଣବାଦ୍ୟ ‘ଘୁମୁରା’। ଏକଦା ଶକ୍ତି ଉପାସନାରେ ପ୍ରମୁଖ ଭୂମିକା ଗ୍ରହଣ କରିଥିବା ଏହି ପାରମ୍ପରିକ ଲୋକବାଦ୍ୟ ଓ…

3 years ago

ବାଉଁଶ ଢିରାରେ ଚେକ୍‌ଡ୍ୟାମ୍‌

କଣ୍ଟିପାଳ,୨୭ା୮ (ସୁଶାନ୍ତ କୁମାର ସାହୁ )ଢିପଜମିଗୁଡ଼ିକୁ ଚାଷ ଉପଯୋଗୀ କରିବା ପାଇଁ ସରକାରୀସ୍ତରରେ ଚେକ୍‌ଡ୍ୟାମ୍‌ ନିର୍ମାଣ ବ୍ୟବସ୍ଥା କରାଯାଇଛି। ଏହାଦ୍ୱାରା ବର୍ଷା ସମୟରେ ନାଳଗୁଡ଼ିକରେ ପ୍ରବାହିତ ଜଳକୁ…

3 years ago

ଆରମ୍ଭରୁ ଶୀତଳ ଭଣ୍ଡାର ଅଚଳ

ଘଟଗଁା,୨୭ା୮(ରାଜେନ୍ଦ୍ର କୁମାର ପଟ୍ଟନାୟକ)କେନ୍ଦୁଝର ଜିଲା ଘଟଗଁା ବ୍ଲକ୍‌ ବଡ଼ଜାମପୋଷି ପଞ୍ଚାୟତର ଯାମାପସୀ ଗ୍ରାମରେ ଗତବର୍ଷ ରାଜ୍ୟ ସରକାରଙ୍କ ମିଶନ ଶକ୍ତି ତରଫରୁ ସ୍ଥାପନ ହୋଇଥିବା ଶୀତଳ ଭଣ୍ଡାର…

3 years ago

‘ମୋ ସ୍କୁଲ’ ନଁାରେ ଫେକ୍‌ ୱେବ୍‌ସାଇଟ୍‌

ଭୁବନେଶ୍ୱର,୨୭ା୮(ସୂର୍ଯ୍ୟକାନ୍ତ ବେହେରା)ଠକେଇ କରିବାକୁ ‘ମୋ ସ୍କୁଲ ଅଭିଯାନ’ ନଁାରେ ଫେକ୍‌ ୱେବ୍‌ସାଇଟ୍‌ ଖୋଲିଥିଲେ। ଚାକିରି ଦେବା ନାଁରେ ବେକାର ଯୁବତୀଯୁବକଙ୍କଠାରୁ ଲକ୍ଷଲକ୍ଷ ଟଙ୍କା ଠକି ନେଉଥିବା ଏକ…

3 years ago

୮୩ ଉଚ୍ଚ ମାଧ୍ୟମିକ ସ୍କୁଲରେ ନୂଆ ପାଠ୍ୟକ୍ରମ ଖୋଲିବାକୁ ଅନୁମୋଦନ

ଭୁବନେଶ୍ୱର, ୨୭ା୮(ଅସମାପିକା ସାହୁ)୨୦୨୩-୨୪ ଶିକ୍ଷାବର୍ଷରୁ ରାଜ୍ୟର ୮୩ଟି ଉଚ୍ଚ ମାଧ୍ୟମିକ ସ୍କୁଲରେ ନୂଆ ପାଠ୍ୟକ୍ରମ ଖୋଲିବାକୁ ଅନୁମୋଦନ ମିଳିଛି। ଏ ନେଇ ଉଚ୍ଚ ମାଧ୍ୟମିକ ଶିକ୍ଷା ନିର୍ଦ୍ଦେଶାଳୟ…

3 years ago

ଜିଲାରେ ବଢୁଛି ଚୋରା, ନକଲି ମଦ କାରବାର

ଜଗତ୍‌ସିଂହପୁର, ୨୭ା୮(ପ୍ରମୋଦ କୁମାର ନାୟକ)ଜଗତ୍‌ସିଂହପୁର ଜିଲାରେ ଚୋରା ମଦ କାରବାର ଦିନକୁ ଦିନ ବଢ଼ିବାରେ ଲାଗିଛି। ସହରଠାରୁ ଗାଁ ପର୍ଯ୍ୟନ୍ତ ଚାରିଆଡେ ଏହି ର଼୍ୟାକେଟ୍‌ ତାର କାୟା…

3 years ago

ହ୍ରାସପାଉଛି ପ୍ରାଣୀଧନ ସଂଖ୍ୟା

କେନ୍ଦ୍ରାପଡ଼ା,୨୭ା୮(ଜଗନ୍ନାଥ ଧଳ)ପ୍ରାଣୀଧନ ବିକାଶ ପାଇଁ ରାଜ୍ୟ ଓ କେନ୍ଦ୍ର ସରକାର ଗୁରୁତ୍ୱ ଦେଉଛନ୍ତି। ଏଥିପାଇଁ ରାଷ୍ଟ୍ରୀୟ ଓ ରାଜ୍ୟସ୍ତରୀୟ କୃଷି ବିଭାଗ ପକ୍ଷରୁ ଯୋଜନା ପ୍ରସ୍ତୁତ ସହ…

3 years ago

ଅସହାୟ, ମାନସିକ ବିକାରଗ୍ରସ୍ତ ଉପେକ୍ଷିତ

ନୟାଗଡ଼,୨୭।୮(ଲୋକନାଥ ମିଶ୍ର)ନୟାଗଡ଼ ଜିଲାରେ ଅସହାୟ ବୃଦ୍ଧାବୃଦ୍ଧ ଓ ଅଚିହ୍ନା ଅଜଣା ରୋଗୀ ଉପେକ୍ଷିତ ହୋଇ ଅଭିଶପ୍ତ ଜୀବନଯାପନ କରୁଛନ୍ତି। ସେମାନଙ୍କୁ ସେବା ଯୋଗାଇବାକୁ ସ୍ବେଚ୍ଛାସେବୀ ମିଳୁ ନାହାନ୍ତି…

3 years ago