ନୂଆଦିଲ୍ଲୀ,୮ା୬: ବାଲେଶ୍ୱର ଜିଲା ବାହାନଗା ଟ୍ରେନ୍ ଦୁର୍ଘଟଣା ପାଇଁ କଂଗ୍ରେସ ବୁଧବାର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଓ ରେଳମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବଙ୍କୁ ଦାୟୀ କରିଛି। ଏଥିସହ ଉଭୟଙ୍କ…
ଭୁବନେଶ୍ୱର,୮ା୬(ବ୍ୟୁରୋ): ତୁଟିପାରୁନି ରାଜ୍ୟସ୍ତରୀୟ ଅମଲା କର୍ମଚାରୀଙ୍କ ଦାବି ସମ୍ପର୍କିତ ସମସ୍ୟା। ୨ଥର ଆଲୋଚନା ପରେ ବି ଏ ପର୍ଯ୍ୟନ୍ତ କିଛି ସମାଧାନର ରାସ୍ତା ବାହାରିପାରିନାହିଁ। ଗତ ୨…
ଭୁବନେଶ୍ୱର,୮ା୬(ବ୍ୟୁରୋ): ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ (ସିଏଚ୍ଏସ୍ଇ) ପରିଚାଳିତ ଯୁକ୍ତ୨ କଳା ଓ ଧନ୍ଦାମୂଳକ ପରୀକ୍ଷାଫଳ ଗୁରୁବାର ପ୍ରକାଶ ପାଇବ। ଅପରାହ୍ନ ୪ଟାରେ ବିଧିବଦ୍ଧ ଭାବେ ଫଳ…
ଲଣ୍ଡନ,୭।୬: ବିଶ୍ୱ ଟେଷ୍ଟ ଚାମ୍ପିୟନଶିପ୍(ଡବ୍ଲ୍ୟୁଟିସି)ର ଫାଇନାଲ ଦି ଓଭାଲ ଗ୍ରାଉଣ୍ଡରେ ବୁଧବାର ଆରମ୍ଭ ହୋଇଯାଇଛି। ଟ୍ରାଭିସ ହେଡ୍ଙ୍କ ଶତକ ଏବଂ ଷ୍ଟିଭେନ୍ ସ୍ମିଥଙ୍କ ଦୃଢ଼ ବ୍ୟାଟିଂ ବଳରେ…
ବରଗଡ଼ ଅଫିସ,୭ା୬: ବରଗଡ଼ ଜିଲା ଭଟଲି ଥାନା ନାରଙ୍ଗପୁର ପଞ୍ଚାୟତ ଝିକିଝିକି ଗ୍ରାମରେ ଗତ ମେ’ ୨୩ରେ ସଂଘଟିତ ଗଣହତ୍ୟା ମାମଲାର ମୁଖ୍ୟ ଅଭିଯୁକ୍ତ ଶିବ ବାଗ୍(୫୮)ଙ୍କ…
ଭୁବନେଶ୍ୱର,୭ା୬(ବ୍ୟୁରୋ): ଯାଜପୁର ରୋଡ ଷ୍ଟେଶନଠାରେ ବୁଧବାର ଅପରାହ୍ନରେ ଏକ ମାଲବାହୀ ଟ୍ରେନ୍ରେ କଟି ୬ ଜଣ ଶ୍ରମିକଙ୍କ ମୃତ୍ୟୁ ଘଟିଛି। ଏନେଇ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଶୋକ…
ରାୟଗଡ଼ା,୭ା୬(ସ୍ବ.ପ୍ର.): ୫-ଟି ସଚିବ ଭି.କେ.ପାଣ୍ଡିଆନ ଦୁଇଦିନିଆ ରାୟଗଡ଼ା ଜିଲା ଗସ୍ତରେ ଆସିଛନ୍ତି। ଅପରାହ୍ନରେ ରାୟଗଡ଼ାରେ ପହଞ୍ଚି ବିଜୁ ପଟ୍ଟନାୟକ ଅଡିଟୋରିୟମକୁ ଯାଇଥିଲେ। ସେଠାରେ ଉପସ୍ଥିତ ଶତାଧିକ ଛାତ୍ରୀଛାତ୍ରଙ୍କ…
କୋକସରା,୭ା୬(ଡି.ଏନ୍.ଏ.): କଳାହାଣ୍ଡି ଜିଲା କୋକସରା ଥାନା ଅନ୍ତର୍ଗତ ମଜୁରସାହି ଗ୍ରାମର ବନ ବିହାରୀ ନିଆଲଙ୍କ ୧୪ ବର୍ଷର ପୁଅ ଦିନେଶ କୁମାର ନିଆଲ ( ଚିଣ୍ଟୁ )…
ନୂଆଦିଲ୍ଲୀ,୭।୬: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଅଧ୍ୟକ୍ଷତାରେ ବୁଧବାର ଅନୁଷ୍ଠିତ କେନ୍ଦ୍ର କ୍ୟାବିନେଟ୍ ବୈଠକରେ ଖରିଫ ଫସଲର ସର୍ବନିମ୍ନ ସହାୟକ ମୂଲ୍ୟ(ଏମ୍ଏସ୍ପି) ବୃଦ୍ଧି କରାଯାଇଛି। ପ୍ରସ୍ତାବ ଅନୁମୋଦନ ପରେ…
କୋକସରା,୭ା୬(ଡି.ଏନ୍.ଏ.): କଳାହାଣ୍ଡି ଜିଲା କୋକସରା ବ୍ଲକ ଟେମରା ପଞ୍ଚାୟତ ହଂସପଡ଼ା ଗାଁର ମହିଳା ଓ ପୁରୁଷମାନେ ପ୍ରଶାସନର ଦ୍ୱାରସ୍ଥ ହୋଇଛନ୍ତି। ଗାଁରେ ଥିବା ସମସ୍ତ ନଳକୂପ ଓ…