ଓ୍ବାଶିଂଟନ୍,୧୪।୩: ଇସ୍ରାଏଲ ଏବଂ ଆମେରିକା ନିରନ୍ତର ଇରାନ ଉପରେ ଆକ୍ରମଣ କରୁଛନ୍ତି। ଯୁଦ୍ଧକୁ ୧୫ ଦିନ ହୋଇଥିଲେ ସୁଦ୍ଧା ଏପର୍ଯ୍ୟନ୍ତ ଶେଷ ହେବାର କୌଣସି ସଙ୍କେତ ନାହିଁ।…
ଉଦଳା,୧୪।୩(ସନ୍ତୋଷ କୁମାର ବାଛିନୀ): ହୁତୁହୁତୁ ହୋଇ ଜଳୁଛି ଶିମିଳିପାଳ। ଶିମିଳିପାଳର ଆଭ୍ୟନ୍ତରୀଣ ଅଞ୍ଚଳରେ ଲାଗିଛି ନିଆଁ। ୩ ରୁ ୪ ଘଣ୍ଟା ହେବ ଜଳି ଚାଲିଛି ନିଆଁ।…
ଜି.ଉଦୟଗିରି/ରାଇକିଆ,୧୪/୩(ଚିନ୍ମୟ କୁମାର ସେଠୀ/ପ୍ରଦୀପ ବେହେରା): କନ୍ଧମାଳ ଜିଲା ଜି.ଉଦୟଗିରି ଓ ରାଇକିଆ ବ୍ଲକରେ ହାତୀ ଉପଦ୍ରବକୁ ନେଇ ଆତଙ୍କ ଦେଖା ଦେଇଛି । ଗତ କାଲି ସନ୍ଧ୍ୟାରୁ…
ଭବାନୀପାଟଣା,୧୪ା୩(ଉତ୍ତମ କୁମାର ଦାଶ):ଜନ୍ମରୁ ଭିନ୍ନକ୍ଷମ ହୋଇ ବି ସକ୍ଷମ ଭାବରେ ଜୀବନଯାପନ କରୁଛନ୍ତି। ଜୀବନ ଯୁଦ୍ଧରେ କେବେ ହାର ନ ମାନି ସୃଷ୍ଟି କରିପାରିଛନ୍ତି ନିଜର ସ୍ବତନ୍ତ୍ର…
ଲାଞ୍ଜିଗଡ଼,୧୪ା୩(ରମେଶ ଚନ୍ଦ୍ର ନାୟକ):କଳାହାଣ୍ଡି ଜିଲା ଲାଞ୍ଜିଗଡ଼ ବ୍ଲକ ଲାଞ୍ଜିଗଡ଼ ସରକାରୀ ନୋଡାଲ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ବିପଦସଙ୍କୁଳ ଅବସ୍ଥାରେ ରହିଛି। ୧୮୯୧ ମସିହାରେ ସ୍ଥାପିତ ହୋଇଥିବା ବିଦ୍ୟାଳୟକୁ…
ବରଗଡ଼,୧୪।୩(ପ୍ରେମାନନ୍ଦ ଖମାରୀ):ଧାନବିକ୍ରି ଦାବିରେ ବରଗଡ଼ ଜିଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ଧାନ ଗଦା କରି ଚାଲିଥିବା ଚାଷୀଙ୍କ ଆନ୍ଦୋଳନ ଶୁକ୍ରବାର ପଞ୍ଚମ ଦିନରେ ପହଞ୍ଚିଛି। ହେଲେ ସେମାନଙ୍କ ଧାନକ୍ରୟ…
ଭୁବନେଶ୍ୱର,୧୪ା୩(ସୁନିତ୍ ମିଶ୍ର):ରାଜ୍ୟ ସଭା ନିର୍ବାଚନ ପାଇଁ ମଝିରେ ମାତ୍ର ୨ ଦିନ ରହିଲା। ରାଜ୍ୟର ୩ ପ୍ରମୁଖ ଦଳ ବିଜେଡି, ଭାଜପା ଏବଂ କଂଗ୍ରେସ ନିଜ ବିଧାୟକମାନଙ୍କୁ…
ଭୁବନେଶ୍ୱର,୧୪ା୩(ବନ୍ଦନା ସେଠୀ):ରାଜ୍ୟରେ ଏବେ ତାପମାତ୍ରା ବଢ଼ିବା ସହ ଗ୍ରୀଷ୍ମ ପ୍ରବାହ ବା ହିଟ୍ ଓ୍ବେଭ୍ ସାଧାରଣ ଜୀବନଯାତ୍ରାକୁ ପ୍ରଭାବିତ କରୁଛି। ରାଜ୍ୟରେ ଏବେ ହିଟ୍ ଓ୍ବେଭ୍ ଜାରି…
ଓ୍ବାଶିଂଟନ୍,୧୪ା୩:ଇରାନ୍ର ନୂଆ ସୁପ୍ରିମ ଲିଡର ମୋଜତବା ଖାମେନେଇ ଓ ଇସ୍ଲାମିକ୍ ରିଭୋଲ୍ୟୁଶନାରି ଗାର୍ଡ କର୍ (ଆଇଆର୍ଜିସି)ର ବରିଷ୍ଠ ନେତାମାନଙ୍କ ସମ୍ପର୍କରେ ସୂଚନା ଦେଲେ ସମ୍ପୃକ୍ତ ସୂଚନାଦାତାଙ୍କୁ ଆମେରିକା…
ନୂଆଦିଲ୍ଲୀ,୧୩।୩: ଦେଶରେ ରନ୍ଧନ ଗ୍ୟାସର ଅଭାବକୁ ନେଇ ଚିନ୍ତା ବଢୁଥିବା ବେଳେ ଇରାନ ଭାରତକୁ ବନ୍ଧୁତାର ହାତ ବଢ଼ାଇଛି। ହୋର୍ମୁଜ ଷ୍ଟ୍ରେଟ୍ରେ ଫସି ରହିଥିବା ଭାରତର ଦୁଇଟି…