Home

୨ କୋଟିରୁ ଊର୍ଦ୍ଧ୍ୱ ଅଲିଭ ରିଡ୍‌ଲେ କଇଁଛ ଶାବକ ସମୁଦ୍ରକୁ ଗଲେ

ରାଜନଗର,୫ା୫(ଡି.ଏନ.ଏ.): ଅଲିଭ ରିଡ୍‌ଲେ କଇଁଛମାନଙ୍କ ଅନ୍ତୁଡ଼ିଶାଳ କେନ୍ଦ୍ରାପଡ଼ା ଜିଲା ଗହୀରମଥା ସମୁଦ୍ର ବେଳାଭୂମି ଦୀର୍ଘ ୬୦ଦିନ ପରେ ଚଳଚଞ୍ଚଳ ହୋଇଉଠିଛି। ଲକ୍ଷ ଲକ୍ଷ ମା’ କଇଁଛ ଗହୀରମଥାର…

3 years ago

ଠକେଇ ଟଙ୍କାରେ ଗାଡ଼ି ସଉକ

ଭୁବନେଶ୍ୱର,୫।୫ (ବ୍ୟୁରୋ): ମୋତେ ଟଙ୍କା ଦିଅ ମୁଁ ତୁମକୁ ଚାକିରି ଦେବି । ସରକାରୀ ହେଉ ବା ବେସରକାରୀ, ଟଙ୍କା ଦେଲେ ସହଜରେ ମିଳିଯିବ। ଏମିତି କହି…

3 years ago

ଶରଦ ପାଓ୍ବାରଙ୍କ ନିକଟରେ ହିଁ ରହିବ ପାଓ୍ବାର, ଏନସିପି ବୈଠକରେ ଦ୍ୱିତୀୟ ଥର ଅଧ୍ୟକ୍ଷ ହେବାର ପ୍ରସ୍ତାବ ପାସ!

ମୁମ୍ବାଇ,୫।୫: ରାଷ୍ଟ୍ରବାଦୀ କଂଗ୍ରେସ ପାର୍ଟି(ଏନସିପି)ର ମୁଖ୍ୟ ଶରଦ ପାଓ୍ବାରଙ୍କ ପକ୍ଷରୁ ପଦରୁ ଇସ୍ତଫା ଦେବା ଘୋଷଣା ପରେ ମୁମ୍ବାଇରେ ଏନସିପି କୋର କମିଟିର ବୈଠକ ଚାଲିଛି। ଏହି…

3 years ago

ସ୍ବାସ୍ଥ୍ୟ ଉପଯୋଗୀ ପ୍ରୋବାୟୋଟିକ ଆବିଷ୍କାର

ଭୁବନେଶ୍ୱର,୫।୫(ବ୍ୟୁରୋ): ଓଡ଼ିଶାର ଆଦିବାସୀ ସମ୍ପ୍ରଦାୟର ସ୍ବାସ୍ଥ୍ୟ ଏବଂ ପୁଷ୍ଟିକୁ ଦୃଷ୍ଟିରେ ରଖି ଇନ୍‌ଷ୍ଟିଚ୍ୟୁଟ ଅଫ୍‌ ଲାଇଫ୍‌ ସାଇନ୍ସେସ ଭୁବନେଶ୍ୱର (ଆଇଏଲ୍‌ଏସ୍‌) ପକ୍ଷରୁ ଏକ ନୂଆ ପ୍ରୋବାୟୋଟିକ୍‌ ଆବିଷ୍କାର…

3 years ago

କର୍ନାଟକ ଯାତ୍ରା ରଦ୍ଦ କଲେ ଶାହା

ନୂଆଦିଲ୍ଲୀ,୫।୫: ମଣିପୁରରେ ଉପୁଜିଥିବା ହିଂସା ପରେ ସେଠାକାର ପରିସ୍ଥିତି ସମ୍ପୂର୍ଣ୍ଣ ବିଗିଡି ଯାଇଛି। ଏହା ଉପରେ ନଜର ରଖିବାକୁ କେନ୍ଦ୍ର ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହା ଶୁକ୍ରବାର…

3 years ago

‘ଯେ କୌଣସି ପରିସ୍ଥିତିରେ ଆତଙ୍କବାଦକୁ ରୋକିବାକୁ ପଡିବ’, ଏସସିଓ ମଞ୍ଚରେ ଚାଇନା-ପାକିସ୍ତାନ ସାମ୍ନାରେ ବାର୍ତ୍ତା ରଖିଲା ଭାରତ

ପଣଜି,୫।୫: ଗୋଆରେ ଏସସିଓ ବର୍ହିବ୍ୟାପରା ମନ୍ତ୍ରୀଙ୍କ ବୈଠକ ଆରମ୍ଭ ହୋଇଛି। ଏହି ଦୁଇ ଦିବସୀୟ ବୈଠକରେ ବର୍ହିବ୍ୟାପାର ମନ୍ତ୍ରୀ ଏସ. ଜୟଶଙ୍କର ଅଧ୍ୟକ୍ଷତା କରିଛନ୍ତି। ଏହି ବୈଠକ…

3 years ago

ରାସ୍ତାରେ ପଡ଼ି ରହିଛି ଅଳିଆ

ଭୁବନେଶ୍ୱର,୫।୫(ବ୍ୟୁରୋ): ରାଜଧାନୀ ଭୁବନେଶ୍ବରର ପରିମଳ ବ୍ୟବସ୍ଥା ସୁଧାରିବାକୁ ଭୁବନେଶ୍ବର ମହାନଗର ନିଗମ (ବିଏମସି) ପକ୍ଷରୁ ବ୍ୟାପକ ଯୋଜନା କରାଯାଉଛି। ତେବେ ବିଭିନ୍ନ କାରଣରୁ ବିଏମ୍‌ସିକୁ ସମାଲୋଚନାର ଶିକାର…

3 years ago

ମେଡିକାଲ ପାଇଖାନାରେ ଜନ୍ମନେଲେ ଶିଶୁକନ୍ୟା, ଗୁରୁତର ଅବସ୍ଥାରେ ଉଦ୍ଧାର

ବରଗଡ଼ ଅଫିସ,୫ା୫: ଶିଶୁ ଓ ମାତୃ ମୃତ୍ୟୁହାର ରୋକିବା ପାଇଁ ରାଜ୍ୟ ସରକାର ବହୁବିଧ ପଦକ୍ଷେପ ନେଇଛନ୍ତି। ଗର୍ଭବତୀ, ପ୍ରସୂତି କିମ୍ବା ନବଜାତ ଶିଶୁର ଚିକିତ୍ସାରେ ଆଦୌ…

3 years ago

୧୦ଦିନ ପାଇଁ ମୁଖ୍ୟାଳୟ ନ ଛାଡ଼ିବାକୁ ନିର୍ଦ୍ଦେଶ

ଭୁବନେଶ୍ୱର,୫।୫(ବ୍ୟୁରୋ): ସମ୍ଭାବ୍ୟ ବାତ୍ୟାର ମୁକାବିଲା ପାଇଁ ଭୁବନେଶ୍ୱର ମହାନଗର ନିଗମ (ବିଏମ୍‌ସି) ପକ୍ଷରୁ ଗୁରୁବାର ଏକ ପ୍ରସ୍ତୁତି ବୈଠକ ମେୟର ସୁଲୋଚନା ଦାସଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହୋଇଯାଇଛି।…

3 years ago

ରାସ୍ତାଫାଟି ଆଁ, ଗ୍ରାମବାସୀ ଅସନ୍ତୁଷ୍ଟ

ସାଲେପୁର,୫।୫(ଡି.ଏନ୍‌.ଏ.): ପ୍ରଧାନମନ୍ତ୍ରୀ ଗ୍ରାମ ସଡ଼କ ଯୋଜନା-୨ରେ ମାଛୁଆତି-ପୁରୁଷୋତ୍ତମପୁର ନଈଗୁଆଁ ରାସ୍ତାର ବଲ୍ଲଭପୁର ରାଜସ୍ବ ଗ୍ରାମକୁ ସମ୍ପ୍ରସାରିତ ହୋଇଥିବା ରାସ୍ତା ଫାଟି ଆଁ କଲାଣି। ୧୧ମାସ ତଳେ ନିର୍ମାଣ…

3 years ago