କେନ୍ଦ୍ରାପଡ଼ା,୨୫।୬(ଜଗନ୍ନାଥ ଧଳ)କେନ୍ଦ୍ରାପଡ଼ାର ଦୌଡରାଣୀ ଲିଜା ବେହେରା କ୍ରୀଡ଼ା ହଷ୍ଟେଲରୁ ଘରକୁ ଆସିଲେ ଦୌଡ ଅଭ୍ୟାସକୁ ରାସ୍ତାରେ ଜାରି ରଖିଛନ୍ତି ା ମହାକାଳପଡା ବ୍ଲକ ତେରଗଁା ପଞ୍ଚାୟତର ୩…
କେନ୍ଦ୍ରାପଡ଼ା,୨୫।୬ (ଜଗନ୍ନାଥ ଧଳ) କେନ୍ଦ୍ରାପଡ଼ା ସହରଠାରୁ ମାତ୍ର ୧୨ କିଲୋମିଟର ଦୂରରେ ଇନ୍ଦୁପୁର ା ଏଠାରୁ ଦେଢ଼ କିଲୋମିଟର ହାବେଳି (ପତି ସାହି) ଠାରେ ଥିବା ପ୍ରାୟ…
ଭୁବନେଶ୍ୱର,୨୫।୬(ଅନୁରାଧା ମହାରଣା)- ଉତ୍କଳ ବିଶ୍ୱ ବିଦ୍ୟାଳୟରେ ବିଭିନ୍ନ ପାଠ୍ୟକ୍ରମରେ ନାମଲେଖା ପାଇଁ ଆସନ୍ତା ଜୁଲାଇ ୭ରୁ ପ୍ରବେଶିକା ପରୀକ୍ଷା ଆରମ୍ଭ ହେବ। ଏମଏ ଇନ୍ ଓମେନ୍ ଷ୍ଟଡିଜ୍,…
ଭୁବନେଶ୍ୱର,୨୫।୬(ଅଭିଜିତ ଦାସ)ବାଲେଶ୍ୱର ବାହାନଗା ଟ୍ରେନ୍ ଦୁର୍ଘଟଣାକୁ ରବିବାର ୨୨ଦିନ ବିତିଯାଇଲେ ମଧ୍ୟ ଏବେ ସୁଦ୍ଧା ୮୧ ମୃତଦେହ ଚିହ୍ନଟ ହୋଇପାରିନାହିଁ। ବର୍ତ୍ତମାନ ସମସ୍ତ ମୃତଦେହକୁ ଏମ୍ସ ପରିସରରେ…
ପୁରୀ,୨୫।୬(ଅଜିତ୍ ମହାନ୍ତି)ଅନଲାଇନ୍ ଆପ୍ ‘ଉତ୍ସବ’ରେ ଶ୍ରୀମନ୍ଦିର ନଁାରେ ଠକେଇ ହେଉଥିବା ନେଇ ଥାନାରେ ଅଭିଯୋଗ ହେବା ପରେ ପୋଲିସ ପକ୍ଷରୁ ତପତ୍ରତା ପ୍ରକାଶ ପାଇଛି। ମହାପ୍ରଭୁଙ୍କ ନଁାରେ…
ଭୁବନେଶ୍ୱର,୨୫।୬ (ବନ୍ଦନା ସେଠୀ)ଶିଖରଚଣ୍ଡୀ ପାହାଡ଼ରେ ପାନୀୟ ଜଳ ପ୍ରକଳ୍ପ ନିର୍ମାଣ ପାଇଁ ହୋଇଥିବା କ୍ଷୟକ୍ଷତିକୁ ଶନିବାର ନ୍ୟାଶନାଲ ଗ୍ରୀନ୍ ଟ୍ରିବ୍ୟୁନାଲ (ଏନ୍ଜିଟି) ଟିମ୍ ଦେଖିବା ସହ ସ୍ଥିତିର…
ସମ୍ବଲପୁର,୨୫।୬(ଶୁଭାଶିଷ ପାଢ଼ୀ)ସମ୍ବଲପୁର ଡେବ୍ରିଗଡ଼ ଅଭୟାରଣ୍ୟରେ ବନ୍ୟପ୍ରାଣୀ ଗଣନା ଶେଷ ହୋଇଛି। ପ୍ରାୟ ୩୫୦ ବର୍ଗକିଲୋମିଟର ପରିମିତ ଅଭୟାରଣ୍ୟରେ ବନ୍ୟପ୍ରାଣୀ ସଂଖ୍ୟା ଚଳିତବର୍ଷ ବୃଦ୍ଧି ପାଇଛି। ଏଥିରେ ଉଭୟ…
ପାରାଦୀପ,୨୫।୬ (ଶରତ ରାଉତ) ବିଶ୍ୱର ୯୦ ପ୍ରତିଶତ ପଣ୍ୟ ଏବେ ଜଳପଥରେ ପରିବହନ ହେଉଛି। ଏହା ସମୁଦାୟ ଅର୍ଥନୀତିର ୮୦ ଭାଗ। ଏହି କାରବାରରେ ନାବିକମାନଙ୍କ ପ୍ରମୁଖ…
ଯାଜପୁର,୨୫।୬(ହର୍ଷବର୍ଦ୍ଧନ ବେହେରା)ଯାଜପୁର ଜିଲା ସୁକିନ୍ଦା ବ୍ଲକ ଚିଙ୍ଗୁଡିପାଳ ପଞ୍ଚାୟତ ଅନ୍ତର୍ଗତ ନଗଡ଼ାରେ ଅପପୁଷ୍ଟି ଯୋଗୁ ଶିଶୁମୃତ୍ୟୁ ଘଟଣାକୁ ଇତିମଧ୍ୟରେ ୭ ବର୍ଷ ବିତିଛି। ସ୍ବାସ୍ଥ୍ୟ, ଶିକ୍ଷା, ଗମନାଗମନ,…
ଭବାନୀପାଟଣା,୨୫।୬(ଉତ୍ତମ କୁମାର ଦାଶ)ପ୍ରଥମଥର ପାଇଁ ଦିଲ୍ଲୀରେ ପହଞ୍ଚତ୍ଛି କଳାହାଣ୍ଡିର ସାଦିଷ୍ଟ ଆମ୍ବ। ଓର୍ମାସ ଉଦ୍ୟମକ୍ରମେ ଏହି ଆମ୍ବ ଟିଟିଲାଗଡ଼ ରେଳ ଷ୍ଟେଶନରୁ ଦିଲ୍ଲୀ ଯାଇଥିଲା। ପ୍ୟାକେଟରେ ଓଡ଼ିଶା…