ମୁମ୍ବାଇ,୧୯।୪: ମୁମ୍ବାଇର ବାନ୍ଦ୍ରାରେ ଥିବା ଅଭିନେତା ସଲମାନ ଖାନଙ୍କ ଗାଲାକ୍ସି ଆପାର୍ଟମେଣ୍ଟରେ ମଙ୍ଗଳବାର ଅଶାନ୍ତ ପରିସ୍ଥିତି ସୃଷ୍ଟି ହୋଇଛି। ହଠାତ୍ ଏକ ସାପ ଆପାର୍ଟମେଣ୍ଟରେ ପଶିଯାଇଛି। ସାପଟିକୁ…
ଇସଲାମାବାଦ୍,୧୯।୫: ଭାରତୀୟ ସେନା ମୁଖ୍ୟ ଜେନେରାଲ ଉପେନ୍ଦ୍ର ଦ୍ୱିବେଦୀଙ୍କ ଚେତାବନୀ ପରେ ପାକିସ୍ତାନ ହତଚକିତ ହୋଇଯାଇଛି। ଏବେ ପାକିସ୍ତାନର ପ୍ରତିରକ୍ଷା ମନ୍ତ୍ରୀ ଖ୍ବାଜା ଆସିଫ ଭାରତକୁ ଧମକ…
ଲକ୍ଷ୍ନୌ,୧୯।୫: ଉତ୍ତର ପ୍ରଦେଶର ମହୋବାରେ, NEET ପ୍ରବେଶିକା ପରୀକ୍ଷା ପାଇଁ ପ୍ରସ୍ତୁତ ହେଉଥିବା ଜଣେ ଛାତ୍ରୀଙ୍କୁ ଅପହରଣ ପରେ ୧୬ ଦିନ ଧରି ଗଣବଳାତ୍କାର କରାଯାଇଥିବା ନେଇ…
ନୂଆଦିଲ୍ଲୀ,୧୯।୫: ୧୯ ମଇରେ ସୁପ୍ରିମକୋର୍ଟ ବୁଲା କୁକୁର ସମ୍ପର୍କିତ ତାଙ୍କର ପୂର୍ବ ଆଦେଶକୁ ସଂଶୋଧନ କରିବାକୁ ମନା କରିଦେଇଥିଲେ। ସୁପ୍ରିମକୋର୍ଟ ପୂର୍ବରୁ ନିର୍ଦ୍ଦେଶ ଦେଇଥିଲେ ଯେ ୨୦୨୫…
ବରଗଡ଼,୧୯।୫(ପ୍ରେମାନନ୍ଦ ଖମାରୀ): ଟୋକନ୍ ପାଇଁ ବରଗଡ଼ ଜିଲାପାଳଙ୍କ ଅଫିସ୍ ଘରିଲେ ଚାଷୀ । ଆନ୍ଦୋଳନରେ ଚାଷୀଙ୍କ ସହ ବିଭିନ୍ନ ସଂଗଠନ ସାମିଲ୍ ହୋଇଛନ୍ତି । ବରଗଡ଼ ଜିଲାରେ…
ବେଜିଂ,୧୯।୫: ୟୁକ୍ରେନ ଦାବି କରିଛି ଯେ ରୁଷିଆ ତାର ଘନିଷ୍ଠ ସହଯୋଗୀ ଚାଇନାର ଏକ ଜାହାଜ ଉପରେ ଆକ୍ରମଣ କରିଛି। ଅଲ ଜାଜିରାର ଏକ ରିପୋର୍ଟ ଅନୁଯାୟୀ,…
ତେହରାନ,୧୯।୫: ଆମେରିକା ଏବଂ ଇରାନ ମଧ୍ୟରେ ଉତ୍ତେଜନା ଏକ ଅତ୍ୟନ୍ତ ବିପଜ୍ଜନକ ସ୍ଥିତିରେ ପହଞ୍ଚିବା ପରି ମନେ ହେଉଛି। ଇରାନ ଭିତରେ ଏକ ଆଲୋଚନା ଆରମ୍ଭ ହୋଇଛି…
କେନ୍ଦୁଝର,୧୯।୫(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଜିଲା ସଦର ରେଞ୍ଜ ଅନ୍ତର୍ଗତ ହରିଚନ୍ଦନପୁର ବ୍ଲକ ବକ୍ସିବାରିଗାଁ ଗ୍ରାମ ପଞ୍ଚାୟତ ଅଧିନସ୍ଥ ଓସ୍ତପଙ୍ଗା ଗ୍ରାମରେ ହାତୀ ଆକ୍ରମଣରେ ଜଣେ ବ୍ୟକ୍ତିର…
ଭଞ୍ଜନଗର,୧୯।୫(ବାବୁଲା ପ୍ରଧାନ):ଗଞ୍ଜାମ ଜିଲା ପ୍ରଶାସନ ପକ୍ଷରୁ ଆମ ଗଞ୍ଜାମ, ସ୍ବଚ୍ଛ ଗଞ୍ଜାମ ଅଭିଯାନ ମଙ୍ଗଳବାରଠାରୁ ଆରମ୍ଭ ହୋଇଛି। ଏହାର ଲକ୍ଷ୍ୟ ହେଲା ପ୍ଲାଷ୍ଟିକ ମୁକ୍ତ ଗଞ୍ଜାମ ଲକ୍ଷ୍ୟ।…
ନୂଆଦିଲ୍ଲୀ,୧୯।୫: ବାଂଲାଦେଶର ପୂର୍ବତନ ପ୍ରଧାନମନ୍ତ୍ରୀ ଶେଖ ହାସିନା ବହୁତ ଶୀଘ୍ର ବାଂଲାଦେଶ ଫେରିବେ। ବର୍ତ୍ତମାନ ଭାରତରେ ରହୁଥିବା ଶେଖ ହାସିନା ଏନେଇ ସଙ୍କେତ ଦେଇଛନ୍ତି। ଏକ ଇମେଲ…