Home

ଭାରତୀୟ ବଂଶୋଦ୍ଭବ ପ୍ରଫେସରଙ୍କୁ ୟୁରୋଲୋଜିଷ୍ଟ ଅଫ୍‌ ଦି ଇୟର ପୁରସ୍କାର

ନ୍ୟୁୟର୍କ, ୪।୪: ନ୍ୟୁୟର୍କର ଆଲବର୍ଟ ଆଇନଷ୍ଟାଇନ୍‌ କଲେଜ ଅଫ୍‌ ମେଡିସିନ୍‌ରେ ଆସୋସିଏଟ୍‌ ପ୍ରଫେସର ଥିବା ଭାରତୀୟ-ଆମେରିକୀୟ ଡ. ନିତ୍ୟା ଆବ୍ରାହାମଙ୍କୁ ୟଙ୍ଗ୍‌ ୟୁରୋଲୋଜିଷ୍ଟ ଅଫ୍‌ ଦି ଇୟର…

3 years ago

ଭାରତ ମହାସାଗର ଉପରେ ଚାଇନା ନଜର

ବେଜିଂ, ୪।୪: ସ୍ଥଳଭାଗ ପରେ ଏବେ ଜଳଭାଗକୁ ଟାର୍ଗେଟ୍‌ କରିଛି ଚାଇନା। ଏଣିକି ଭାରତ ମହାସାଗର ଉପରେ ପଡ଼ୋଶୀ ରାଷ୍ଟ୍ର ଚାଇନାର କଡ଼ାକଡ଼ି ନଜର ରହିବ। ନାଚୁରାଲ୍‌…

3 years ago

ଓଡ଼ିଶାରେ ବଢ଼ିଛି ବାଲ୍ୟବିବାହ

ନୂଆଦିଲ୍ଲୀ, ୪ା୪: ମହିଳା ସଶକ୍ତୀକରଣ ଲାଗି ‘ବେଟି ବଚାଓ-ବେଟି ପଢ଼ାଓ’ ଏବଂ ଅନ୍ୟାନ୍ୟ ଯୋଜନା ସତ୍ତ୍ୱେ ବାଲ୍ୟ ବିବାହ ଓଡ଼ିଶା ସମେତ ଦେଶର ବିଭିନ୍ନ ଭାଗରେ ଏବେ…

3 years ago

ପିଲା ପଢ଼ିବେନି ମୋଗଲ ସାମ୍ରାଜ୍ୟ ଅଧ୍ୟାୟ

ଭୁବନେଶ୍ୱର (ବ୍ୟୁରୋ)/ନୂଆଦିଲ୍ଲୀ,୪ା୪: ଏନ୍‌ସିଇଆର୍‌ଟି କେବଳ ଇତିହାସ ବହି ନୁହେଁ, ଅନ୍ୟ କେତେକ ପାଠ୍ୟପୁସ୍ତକରେ ମଧ୍ୟ ପରିବର୍ତ୍ତନ ଆଣି କିଛି ଅଧ୍ୟାୟକୁ ବାଦ୍‌ ଦେଇଛି। ଏହି ସଂଶୋଧନ ଚଳିତ…

3 years ago

ହଟ୍ଟଗୋଳ ମଧ୍ୟରେ ଉଭୟ ଗୃହ ବୁଧବାର ଯାଏ ସ୍ଥଗିତ

ନୂଆଦିଲ୍ଲୀ,୩।୪: ସଂସଦର ବଜେଟ ଅଧିବେଶନର ଦ୍ୱିତୀୟ ପର୍ଯ୍ୟାୟରେ ଲଗାତର ଭାବେ ଗୃହରେ ଉତ୍ତେଜନା ଲାଗିରହିଛି। ଦ୍ୱିତୀୟ ପର୍ଯ୍ୟାୟରେ ସଂସଦର କୌଣସି କାର୍ଯ୍ୟ ହୋଇପାରିନାହିଁ। ସୋମବାର ଗୃହରେ ହଟ୍ଟଗୋଳ…

3 years ago

ସ୍ତ୍ରୀ ସହ ଝଗଡ଼ା ହେବାରୁ ଝିଅକୁ ହତ୍ୟା କଲେ ନୃଶଂସ ବାପା

ଶ୍ରୀନଗର,୩ା୪: ଜମ୍ମୁ-କଶ୍ମୀରର କୁପଓ୍ବାଡ଼ା ଜିଲାରେ ୮ବର୍ଷର ନାବାଳିକାଙ୍କ ମୃତ୍ୟୁ ଘଟଣାର ପର୍ଦ୍ଦାଫାଶ ହୋଇଛି। ନାବାଳିକାଙ୍କ ବାପା ତାଙ୍କ ହତ୍ୟାକାରୀ ବୋଲି ପୋଲିସ ତଦନ୍ତରୁ ଜାଣିବାକୁ ପାଇଛି। ଅଭିଯୁକ୍ତ…

3 years ago

ଲକ୍ଷ୍ନୌ ଆଗରେ ୨୧୮ର ଟାର୍ଗେଟ: ଋତୁରାଜ ଗାଏକ୍ୱାଡ୍‌ଙ୍କ ଦ୍ରୁତ ଅର୍ଦ୍ଧଶତକ

ଚେନ୍ନାଇ,୩।୪: ସ୍ଥାନୀୟ ଏମଏ ଚିଦାମ୍ବରମ୍‌ ଷ୍ଟାଡିୟମରେ ସୋମବାର ଚେନ୍ନାଇ ସୁପରକିଙ୍ଗ୍ସ ଓ ଲକ୍ଷ୍ନୌ ସୁପର ଜାଏଣ୍ଟ୍ସ ମଧ୍ୟରେ ଇଣ୍ଡିଆନ ପ୍ରିମିୟର ଲିଗ୍‌ (ଆଇପିଏଲ୍‌) ମ୍ୟାଚ ଅନୁଷ୍ଠିତ ହୋଇଛି।…

3 years ago

କିରନ ନାଦାରଙ୍କୁ ଫ୍ରାନ୍ସର ସର୍ବୋଚ୍ଚ ବେସାମରିକ ସମ୍ମାନ

ନୂଆଦିଲ୍ଲୀ, ୩ା୪: ପରୋପକାରୀ ତଥା କଳା ସଂଗ୍ରାହକ କିରନ ନାଦାରଙ୍କୁ ଫ୍ରାନ୍ସର ସର୍ବୋଚ୍ଚ ବେସାମରିକ ସମ୍ମାନ ‘ଚେଭାଲିଅର୍‌ ଡି ଲା ଲେଗିଅନ୍‌ ଡି’ହନର’ରେ ସମ୍ମାନିତ କରାଯାଇଛି। ନାଦାରଙ୍କର…

3 years ago

ଟ୍ରେନ୍‌ ଅଗ୍ନିକାଣ୍ଡରେ ପୋଲିସ ଜାରି କଲା ଅଭିଯୁକ୍ତଙ୍କ ସ୍କେଚ୍‌: ଏସ୍‌ଆଇଟି ଗଠନ

କୋଝିକୋଡ୍‌, ୩ା୪: କେରଳର କୋଝିକୋଡ୍‌ ଜିଲାରେ ଏକ ଏକ୍ସପ୍ରେସ୍‌ ଟ୍ରେନ୍‌ର ଯାତ୍ରୀଙ୍କୁ ଜଣେ ବ୍ୟକ୍ତି ନିଆଁ ଲଗାଇଦେଇଥିଲେ। ରବିବାର ରାତି ୯ଟା ୪୫ରେ ଏହି ମର୍ମନ୍ତୁଦ ଘଟଣା…

3 years ago

ଟସ୍‌ ଜିତି ଲକ୍ଷ୍ନୌର ବୋଲିଂ ନିଷ୍ପତ୍ତି

ଚେନ୍ନାଇ,୩।୪: ଏମ୍‌ଏ ଚିଦାମ୍ବରମ୍‌ ଷ୍ଟାଡିୟମରେ ସୋମବାର ଖେଳାଯାଉଥିବା ଆଇପିଏଲ୍‌ର ୬ତମ ମ୍ୟାଚରେ ଲକ୍ଷ୍ନୌ ସୁପର ଜିଆଣ୍ଟସ୍‌ ଟସ୍‌ ଜିତି ବୋଲିଂ ନିଷ୍ପତ୍ତି ନେଇଛି। ଫଳରେ ଆମନ୍ତ୍ରଣ ପାଇ…

3 years ago