ଅନୁଗୋଳ ଅଫିସ, ୭ା୫: ଲୋକଙ୍କ ଆକାଉଣ୍ଟରୁ ଟଙ୍କା ଲୁଟିବାକୁ ନୂଆ ନୂଆ ଉପାୟ କରୁଛନ୍ତି ସାଇବର ଠକ। କେତେବେଳେ କ୍ରେଡିଟ୍ କାର୍ଡ ବ୍ଲକ ହୋଇଯାଇଛି କହି ଆକାଉଣ୍ଟଧାରୀଙ୍କ…
କଟକ ଅଫିସ,୭।୫: ଓଡ଼ିଶା ହାଇକୋର୍ଟ ଭଳି ସୁପ୍ରିମକୋର୍ଟରେ ଇ-କୋର୍ଟ ପ୍ରକଳ୍ପ କାର୍ଯ୍ୟକାରୀ ହେବ। ଏଥିପାଇଁ ତୃତୀୟ ପର୍ଯ୍ୟାୟ ଆକ୍ସନ ପ୍ଲାନ୍ କାର୍ଯ୍ୟକାରୀ କରିବା ନିମନ୍ତେ ବୈଷୟିକ ଜ୍ଞାନକୌଶଳର…
ଇମ୍ଫାଲ, ୭।୫: ମଣିପୁର ହିଂସାଜନିତ ମୃତ୍ୟୁସଂଖ୍ୟା ଶନିବାର ସୁଦ୍ଧା ୫୪ରେ ପହଞ୍ଚିଥିବା ସରକାରୀ ଭାବେ କୁହାଯାଇଛି। ରାଜ୍ୟର ହିଂସାପ୍ରବଣ ଅଞ୍ଚଳକୁ ସୈନ୍ୟବାହିନୀ ନିୟନ୍ତ୍ରଣକୁ ନେବା ପରେ ଇମ୍ଫାଲ…
ନୟାଗଡ଼ ଅଫିସ, ୭ା୫: ବଲାଙ୍ଗୀ ବାଉଁଶରେ ଆସାମର କାରୁକାର୍ଯ୍ୟକୁ ନୟାଗଡ଼ ଜିଲା ଦଶପଲ୍ଲା ବ୍ଲକ କୁଲୁରୁକୁମ୍ପା ପଞ୍ଚାୟତ ଉପରଡିକିରି ଗଁ।ର ଆଦିବାସୀମାନେ ଆପଣେଇବା ଆରମ୍ଭ କରିଛନ୍ତି ।…
ମୁମ୍ବାଇ: ବଲିଉଡ୍ର ଆକ୍ସନ କିଙ୍ଗ୍ ସନ୍ନି ଦେଓଲଙ୍କ ପୁଅ କରଣ ଦେଓଲ ଅଭିନୟ ଜଗତରେ ପ୍ରବେଶ କରିଛନ୍ତି। କରଣ ଫିଲ୍ମ ‘ପଲ୍ ପଲ୍ ଦିଲ୍ କେ ପାସ୍’ରୁ…
ଲୋଇସିଂହା, ୭ା୫(ଡି.ଏନ.ଏ) ବଲାଙ୍ଗୀର ଜିଲା ଲୋଇସିଂହା ବ୍ଲକ ବାଦିବାହାଲ ପଞ୍ଚାୟତ ଅନ୍ତର୍ଗତ କଦଳୀପାଲି ଗାଁ ା କିଡ଼ନୀ ରୋଗରେ ଏହି ଗଁ।ର ବହୁ ଲୋକଙ୍କ ଜୀବନ ଗଲାଣି।…
ନୟାଗଡ଼ ଅଫିସ,୭।୫: ନୟାଗଡ଼ର ଆଖୁ ଅଧିକ ଦୋରୁଅ ଓ ଶର୍କରାଯୁକ୍ତ ଥିବାରୁ ଗୁଡ଼ର ଚାହିଦା ବଢ଼ିବାରେ ଲାଗିଛି। ହେଲେ ଏଥିପାଇଁ ସରକାରୀ ପ୍ରୋତ୍ସାହନ ନାହିଁ। ଫଳରେ ଚାଷୀମାନେ…
ସୋନପୁର, ୭ା୫(ନି.ପ୍ର.): ସୁବର୍ଣ୍ଣପୁର ଜିଲାର ଗ୍ରାମାଞ୍ଚଳରେ ସଚେତନତା ନମ୍ବର ପ୍ଲେଟ୍ ପ୍ରଦାନ ନାଁରେ ବଡ ଧରଣର ଠକେଇ ହୋଇଛି। ବିହାରର ରୋହତସ ଜିଲା ବହୁଆରା ଅଞ୍ଚଳର ମନୋଜ…
ବରଗଡ଼ ଅଫିସ୍/ ଭେଡ଼େନ, ୭ା୫: ଜିଲାସ୍ତରୀୟ ଧାନ ସଂଗ୍ରହ କମିଟି ବୈଠକ ନିଷ୍ପତ୍ତି ଅନୁଯାୟୀ ଶନିବାରଠାରୁ ବରଗଡ଼ ଜିଲା ଅତାବିରା ନିୟନ୍ତ୍ରିତ ବଜାର କମିଟି (ଆର୍ଏମ୍ସି) ଅଧୀନ…
ରାୟଗଡ଼ା, ୭ା୫(ସ୍ବ.ପ୍ର.) ରାୟଗଡ଼ା ଜିଲାର ଜଳ ପାଇଁ ଜୀବନରେଖା ହେଉଛି ଚିରସ୍ରୋତା ନାଗାବଳୀ। ଏହାର ଉପତ୍ତ୍ତି ନିୟମଗିରି ପାହାଡ଼ରୁ ହୋଇଥିଲେ ହେଁ ଅନାଦି କାଳରୁ ଜିଲାବାସୀଙ୍କ ଜୀବନର…