Home

ଅସହ୍ୟ ଗୁଳୁଗୁଳି ବେଳେ ଅଘୋଷିତ ବିଦ୍ୟୁତ୍‌ କାଟ

ପଟ୍ଟାମୁଣ୍ଡାଇ,୨୬ା୫(ସ୍ବ.ପ୍ର.): ଅସହ୍ୟ ଗରମ ଓ ଗୁଳୁଗୁଳି ଜନଜୀବନକୁ ଅସ୍ତବ୍ୟସ୍ତ କରି ପକାଇଛି। ଲୋକମାନେ ନାହିଁ ନ ଥିବା ଅସୁବିଧାର ସମ୍ମୁଖିନ ହେଉଛନ୍ତି। ଏହା ସାଙ୍ଗକୁ ରୌଦ୍ରତାପ ମଧ୍ୟ…

3 years ago

ଆସୁଛି ମୌସୁମୀ,ଚଳଚଞ୍ଚଳ ଚାଷୀକୁଳ

ମହାକାଳପଡ଼ା,୨୬ା୫ (ଡି.ଏନ୍‌.ଏ.): ଚାଷୀମାନେ ମୌସୁମୀ ଆଗମନକୁ ଚାତକ ଭଳି ଅପେକ୍ଷା କରିଥାଆନ୍ତି ା ପାଣିପାଗ ବିଭାଗର ସୂଚନା ଅନୁଯାୟୀ, ଜୁନ୍‌ ଦ୍ୱିତୀୟ ସପ୍ତାହରେ ମୌସୁମୀ ଓଡ଼ିଶାରେ ପହଞ୍ଚିବ।…

3 years ago

୩ ବାଘ ଛାଲ ଜବତ, ଅଭିଯୁକ୍ତ ଗିରଫ

ରାୟଗଡ଼ା ଅଫିସ,୨୬ା୫: ସ୍ପେଶାଲ ଟାସ୍କ ଫୋର୍ସ(ଏସ୍‌ଟିଏଫ୍‌) ଟିମ୍‌ ଦ୍ୱାରା ଗୁରୁବାର ରାୟଗଡ଼ାରୁ ୩ କଲରାପତରିଆ ବାଘ ଛାଲ ଜବତ କରାଯାଇଛି। ଘଟଣାରେ ସମ୍ପୃକ୍ତ ଡମ୍ବୁରୁଧର ମାଝିଙ୍କୁ ଗିରଫ…

3 years ago

ଦୁଗ୍ଧ, ଦୁଗ୍ଧଜାତ ଦ୍ରବ୍ୟର ମାନ ଯାଞ୍ଚ ହେବ

ଭୁବନେଶ୍ୱର, ୨୬।୫ (ବ୍ୟୁରୋ): ସମଗ୍ର ଦେଶରେ ଦୁଗ୍ଧ ଏବଂ ଦୁଗ୍ଧଜାତ ସାମଗ୍ରୀର ମାନ ଯାଞ୍ଚ କରାଯିବ। ଭାରତ ଦୁଗ୍ଧ ଉତ୍ପାଦନ କ୍ଷେତ୍ରରେ ସବୁଠାରୁ ଆଗରେ ଥିବାବେଳେ ଦୁଗ୍ଧରେ…

3 years ago

ଭିନ୍ନକ୍ଷମଙ୍କ ପାଇଁ ପ୍ରେରଣାର ଉତ୍ସ ସୁକାନ୍ତ

ପାରାଦୀପ,୨୬ା୫(ସ୍ବ.ପ୍ର.): ଜଗତ୍‌ସିଂହପୁର ଜିଲା ପାରାଦୀପ ଅଠରବାଙ୍କି ବଜାରରେ ଅଛି ଏକ ସାଇକେଲ ମରାମତି ଦୋକାନ। ଏହି ଦୋକାନ ଏଇଥି ପାଇଁ ନିଆରା ଯେ, ସେଠାରେ ସାଇକେଲ ମରାମତି…

3 years ago

ପାଣି ଭିତରେ ମେଟ୍ରୋ ଟ୍ରେନ୍‌ର ମଜା ନେଲେ ସାଇକୃଷ୍ଣ

ଯାଜପୁର ଅଫିସ,୨୬ା୫: ପାଣି ଆଉ ମାଟି ତଳେ ଚାଲୁଛି ମେଟ୍ରୋ ଟ୍ରେନ। ଏହା ସମସ୍ତଙ୍କୁ ଆଶ୍ଚର୍ଯ୍ୟଚକିତ କରିଛି । ହେଲେ ଏହାର ମଜା ଉଠାଇଛନ୍ତି ଯାଜପୁର ଜିଲା…

3 years ago

ଜର୍ମାନୀରେ ମାନ୍ଦାବସ୍ଥା

ବର୍ଲିନ,୨୬ା୫: ବିଶ୍ୱର ଚତୁର୍ଥ ବୃହତ୍‌ ରାଷ୍ଟ୍ର ଜର୍ମାନୀରେ ମାନ୍ଦାବସ୍ଥା ଦେଖାଦେଇଛି। ଏହି ୟୁରୋପୀୟ ଦେଶର ଅର୍ଥନୀତି ୨୦୨୨ର ଚତୁର୍ଥ କ୍ୱାର୍ଟରରେ ଅପ୍ରତ୍ୟାଶିତ ଭାବେ ନକାରାମତ୍କ ଅଭିବୃଦ୍ଧି ଦେଖାଇବା…

3 years ago

ଜୁଆର ଉଠିଲେ ସମୁଦ୍ରପାଣି ଘରେ ପଶୁଛି

କେନ୍ଦ୍ରାପଡ଼ା ଅଫିସ,୨୬ା୫: ପ୍ରାକୃତିକ ବିପର୍ଯ୍ୟୟ ପରିଚାଳନା ପାଇଁ ପ୍ରତିବର୍ଷ ଜିଲାସ୍ତରୀୟ ପ୍ରଶାସନିକ କମିଟିର ବୈଠକ ହେଉଛି। ବୈଠକରେ ଚିରାଚରିତ ଢଙ୍ଗରେ ବିପର୍ଯ୍ୟୟ ସମୟରେ ଏହାର ପରିଚାଳନାକୁ ଗୁରୁତ୍ୱ…

3 years ago

କାଳବୈଶାଖୀ ତାଣ୍ଡବ: ଜିଲାପାଳଙ୍କୁ ରିପୋର୍ଟ ମାଗିଲେ ଏସ୍‌ଆର୍‌ସି

ଭୁବନେଶ୍ୱର,୨୬ା୫(ବ୍ୟୁରୋ): ସକାଳୁ ପାରଦ ଉପରମୁହଁା ହେଲା। ପୂର୍ବାହ୍ନ ୧୧ଟା ୩୦ ବେଳକୁ ଭୁବନେଶ୍ୱରର ସର୍ବୋଚ୍ଚ ତାପମାତ୍ରା ୩୯ ଡିଗ୍ରୀ ଛୁଇଁଲା। ଧୀରେ ଧୀରେ ଗ୍ରୀଷ୍ମର ପ୍ରକୋପ ବଢ଼ିଚାଲିଲା।…

3 years ago

ସନ୍ଦେହରେ ଜମିକୁ ଜଳସେଚନ ଲକ୍ଷ୍ୟ

ଯୋଡ଼ା,୨୬ା୫(ଡି.ଏନ୍‌.ଏ.): କେନ୍ଦୁଝର ଜିଲା ଯୋଡ଼ା ବ୍ଲକ୍‌ରେ ନିର୍ମାଣାଧୀନ ଓଡ଼ିଶାର ଦ୍ୱିତୀୟ ବୃହତ୍ତମ ନଦୀବନ୍ଧ ଯୋଜନା କାନପୁର ପ୍ରକଳ୍ପ କାର୍ଯ୍ୟ ଶେଷ ପର୍ଯ୍ୟାୟରେ ପହଞ୍ଚତ୍ଛି। ମାତ୍ର ଯୋଜନାକୁ ନେଇ…

3 years ago