ଲଣ୍ଡନ: ପରିବାର ପରେ ସାଙ୍ଗ ହଁି ଏକମାତ୍ର ବିକଳ୍ପ, ଯିଏ ସବୁବେଳେ ସାଙ୍ଗରେ ରହିଥା’ନ୍ତି। ଅନେକ ସମୟରେ ସାଙ୍ଗ ପାଇଁ ସାଙ୍ଗ ଅନେକ କଷ୍ଟ ସହିଯିବା ଦେଖିବାକୁ…
ଆବୁଧାବି: ଛୋଟ ପିଲାଙ୍କ ସ୍ମୃତିଶକ୍ତି ପ୍ରଖର ହୋଇଥାଏ। ପରିବାରରେ ନିଜ ନିଜ ଭିତରେ କଥା ହେବାବେଳେ ଛୋଟ ପିଲା ସେ ସବୁକୁ ଖୁବ୍ଶୀଘ୍ର ମନେରଖିଥା’ନ୍ତି। ତେବେ ସେମାନଙ୍କ…
ମୁମ୍ବାଇ: ସାଉଥ୍ ସୁପରଷ୍ଟାର ନାଗା ଚୈତନ୍ୟ ତାଙ୍କ ବ୍ୟକ୍ତିଗତ ଜୀବନକୁ ନେଇ ଚର୍ଚ୍ଚାକୁ ଆସିଥିଲେ। ୨୦୨୧ରେ ସ୍ତ୍ରୀ ସାମନ୍ଥା ରୁଥ ପ୍ରଭୁଙ୍କ ସହ ତାଙ୍କର ଛାଡ଼ପତ୍ର ହୋଇଥିଲା।…
ଜଗତ୍ସିଂହପୁର ଅଫିସ,୩୧ା୩: ଏପ୍ରିଲ ୩ରେ ଜଗତ୍ସିଂହପୁର ଜିଲା ପ୍ରତିଷ୍ଠା ଦିବସ। ଏନେଇ ପ୍ରସ୍ତୁତି ଏକପ୍ରକାର ଅନ୍ତିମ ପର୍ଯ୍ୟାୟରେ ପହଞ୍ଚତ୍ଛି। କିନ୍ତୁ ଜିଲା ସଂସ୍କୃତି ବିଭାଗ ପକ୍ଷରୁ ପ୍ରକାଶିତ…
ପାରାଦୀପ,୩୧ା୩ (ସ୍ବ.ପ୍ର.): ପାରାଦୀପର ଷଣ୍ଢକୁଦଠାରୁ ତ୍ରିଲୋଚନପୁର ଗ୍ରାମ ପର୍ଯ୍ୟନ୍ତ ବେଳାଭୂମି ସୁରକ୍ଷା ରାସ୍ତାର ଦୁଇ ପାଶର୍ବରୁ ବାଲି ସହ ଜଙ୍ଗଲରୁ ଭୂତଳ ଜଳ ଉଠାଣ ଓ ଝାଉଁ…
ନୂଆଦିଲ୍ଲୀ/ଚେନ୍ନାଇ/ବେଙ୍ଗାଲୁରୁ,୩୧ା୩:ନିର୍ବାଚନମୁହଁା କର୍ନାଟକ ସମେତ ତାମିଲନାଡୁ ଓ କେରଳରେ ଆଞ୍ଚଳିକ ଭାଷାଭାଷୀ ଗୋଷ୍ଠୀ ଏବଂ ରାଜନୈତିକ ଦଳଗୁଡ଼ିକର କଡ଼ା ବିରୋଧ ପରେ ଫୁଡ୍ ସିକ୍ୟୁରିଟି ଆଣ୍ଡ୍ ଷ୍ଟାଣ୍ଡାଡର୍ସ ଅଥରିଟି…
ରାଜକୋଟ, ୩୧ା୩:ଗୁଜରାଟର ଆମ୍ରେଲି ଜିଲାରୁ ଜାଲ୍ ଆଧାର କାର୍ଡ ଜରିଆରେ ଜୀବନ ବୀମା କରୁଥିବା ଏକ ର଼୍ୟାକେଟର ପର୍ଦ୍ଦାଫାସ ହୋଇଛି। ୩୧ଟି ଘରୋଇ ଓ ସରକାରୀ ବୀମା…
ପଟ୍ଟାମୁଣ୍ଡାଇ, ୩୧ା୩ (ସ୍ବ.ପ୍ର.): ପଟ୍ଟାମୁଣ୍ଡାଇ ସହର ବାଇପାସ୍ ନିକଟରୁ କେତେଜଣ ଦୁର୍ବୃତ୍ତ ଏକ ବଡ଼ ଚାକୁଣ୍ଡା ଗଛକୁ କାଟିଦେଇଛନ୍ତି, ଯାହାକୁ ନେଇ ସ୍ଥାନୀୟ ଅଞ୍ଚଳରେ ତୀବ୍ର ପ୍ରତିକ୍ରିୟା…
କଲମ୍ବିଆ, ୩୧।୩:ନାମିବ୍ୟା ଏବଂ ଦକ୍ଷିଣ ଆଫ୍ରିକାରୁ ଚିତାବାଘ ଆସିବା ପରେ ଏବେ କଲମ୍ବିଆରୁ ଜଳହସ୍ତୀ ଭାରତ ଆସିବେ। କଲମ୍ବିଆ ଅଭୟାରଣ୍ୟରେ ଜଳହସ୍ତୀଙ୍କ ସଂଖ୍ୟା ଦ୍ରୁତ ବେଗରେ ବୃଦ୍ଧି…
ମହାକାଳପଡ଼ା,୩୧ା୩ (ଡି.ଏନ.ଏ.): ଦିନ ଥିଲା ଅଝଟ ପିଲାଙ୍କୁ କୋଳରେ ବସାଇ ମା’ ଘରଚଟିଆ ଚଢ଼େଇକୁ ଦେଖେଇ ତୁନି କରୁଥିଲା। ସମୟ ବଦଳି ଯାଇଛି ଘରଚଟିଆଙ୍କ କିଚିରି ମିଚିରି…