Home

କର୍ନାଟକ ନିର୍ବାଚନ ପାଇଁ ଷ୍ଟାର ପ୍ରଚାରକଙ୍କ ନାମ ଘୋଷଣା କଲା ଭାଜପା, ମୋଦିଙ୍କ ସମେତ ୪୦ ଜଣଙ୍କ ନାମ ସାମିଲ

ବେଙ୍ଗାଲୁରୁ,୧୯।୪: କର୍ନାଟକ ବିଧାନସଭାର ସମୟ ପାଖେଇ ଆସୁଛି। ଏହାକୁ ଦୃଷ୍ଟିରେ ରଖି ଶାସକ ଭାରତୀୟ ଜନତା ପାର୍ଟି(ଭାଜପା) ତା’ର ଷ୍ଟାର ପ୍ରଚାରକଙ୍କ ତାଲିକା ଜାରି କରିଛି। ଏହି…

4 years ago

ଭେଙ୍କଟରାମ ବୈଷୟିକ ନିର୍ଦ୍ଦେଶକ

ଭୁବନେଶ୍ୱର, ୧୯।୪(କ୍ରୀଡ଼ା ପ୍ରତିନିଧି): ଓଡ଼ିଶା କ୍ରିକେଟ ଏକାଡେମୀର ନୂଆ ବୈଷୟିକ ନିର୍ଦ୍ଦେଶକ ଭାବେ ନିଯୁକ୍ତ ହୋଇଛନ୍ତି ଭି. ଭେଙ୍କଟରାମ। ଓଡ଼ିଶା କ୍ରିକେଟ ଆସୋସିଏଶନ (ଓସିଏ)ର କ୍ରିକେଟ ଆଡ୍‌ଭାଇଜରି…

4 years ago

ପିଶାଚ ଭଳି ଦେଖାଯିବାକୁ ସୁନାର ମୁନିଆ ଦାନ୍ତ

ସାକ୍ରାମେଣ୍ଟୋ: ଇଂଲିଶ ଫିଲ୍ମରେ ଦେଖିବାକୁ ମିଳୁଥିବା ପିଶାଚର କନ୍‌ସେପ୍ଟ ବହୁ ପୁରୁଣା। ଯେଉଁଥିରେ କି ପିଶାଚ ବହୁ ବର୍ଷ ବଞ୍ଚିବାକୁ ଅନ୍ୟଙ୍କୁ ମାରି ତାଙ୍କ ରକ୍ତ ପିଇଥାନ୍ତି।…

4 years ago

କଂଗ୍ରେସର ୪୦ ଷ୍ଟାର ପ୍ରଚାରକ

ଭୁବନେଶ୍ବର, ୧୯।୪(ବ୍ୟୁରୋ): ଝାରସୁଗୁଡ଼ା ଉପନିର୍ବାଚନ ଲାଗି ମଙ୍ଗଳବାର କଂଗ୍ରେସ ତା’ର ଷ୍ଟାର ପ୍ରଚାରକ ତାଲିକା ପ୍ରକାଶ କରିଛି। ଅଖିଳ ଭାରତ କଂଗ୍ରେସ କମିଟି(ଏଆଇସିସି) ପକ୍ଷରୁ ପ୍ରକାଶିତ ୪୦…

4 years ago

ସମଲିଙ୍ଗୀ ବିବାହରେ ରାଜ୍ୟ-କେନ୍ଦ୍ରଶାସିତ ଅଞ୍ଚଳଙ୍କୁ କରାଯାଉ ପକ୍ଷକାର: ସୁପ୍ରିମକୋର୍ଟରେ କେନ୍ଦ୍ରର ଦାବି…

ନୂଆଦିଲ୍ଲୀ,୧୯।୪ : ଦେଶରେ ସମଲିଙ୍ଗୀ ବିବାହର ଆଇନଗତ ମାନ୍ୟତା ପାଇଁ ଦାଖଲ ହୋଇଥିବା ଆବେଦନ ଉପରେ ସୁପ୍ରିମକୋର୍ଟର ସମ୍ବିଧାନ ବେଞ୍ଚଲ୍‌ର ଶୁଣାଣି କରାଯାଉଛି। ଏହି ସମୟରେ କେନ୍ଦ୍ର…

4 years ago

ଗାଁରେ ‘ଭୂତ ପୂଜା’

କୋଲକାତା: ଦେଶର ବିଭିନ୍ନ ସ୍ଥାନରେ ଭିନ୍ନ ଭିନ୍ନ ପରମ୍ପରା ଦେଖିବାକୁ ମିଳିଥାଏ। ତେବେ ପଶ୍ଚିମବଙ୍ଗରେ ଏପରି ଏକ ପରମ୍ପରା ପାଳନ କରାଯାଏ, ଯାହାକି ଲୋକଙ୍କୁ ଆଶ୍ଚର୍ଯ୍ୟ କରିବ।…

4 years ago

ଅନନ୍ୟା ସବୁଠୁ ଗ୍ଲାମରସ୍‌ ଆଇକନ୍‌

ମୁମ୍ବାଇ: ବଲିଉଡ୍‌ ଅଭିନେତ୍ରୀ ଅନନ୍ୟା ପାଣ୍ଡେ ନିକଟରେ ଆୟୋଜିତ ହୋଇଥିବା ପିଙ୍କ୍‌ଭିଲ୍ଲା ଷ୍ଟାଇଲ ଆଇକନ୍‌ସ ଏଡିଶନ-୨ରେ ସବୁଠୁ ଗ୍ଲାମରସ୍‌ ଆଇକନ୍‌ ହୋଇଛନ୍ତି। ଏହି ଆଇକନ୍‌ର ଶ୍ରେୟ ସେ…

4 years ago

ବିନା କପଡ଼ାରେ ଦମ୍ପତିଙ୍କ ଦେଶ ଭ୍ରମଣ

ଲଣ୍ଡନ: ନିଜ ଲଜ୍ଜା ଲୁଚାଇବା ପାଇଁ ଆମେ ଶରୀରରେ ପୋଷାକ ପରିଧାନ କରିଥାଉ। ନିକଟରେ ଏକ ଦମ୍ପତି ଶରୀରରୁ ସମ୍ପୂର୍ଣ୍ଣ ପୋଷାକ କାଢି ଭ୍ରମଣ କରୁଥିବା ସେମାନେ…

4 years ago

୧୦ହଜାର ଟଙ୍କିକିଆ କଏନ ଜମା କରି ପ୍ରାର୍ଥୀପତ୍ର ଦାଖଲ କଲେ ନିର୍ଦ୍ଦଳୀୟ ପ୍ରାର୍ଥୀ: ଲୋକଙ୍କଠାରୁ ମାଗି ସଂଗ୍ରହ କରିଥିଲେ…

ବେଙ୍ଗାଲୁରୁ,୧୯।୪ : ମେ ୧୦ରେ ହେବାକୁ ଥିବା କର୍ନାଟକ ବିଧାନସଭା ନିର୍ବାଚନ ପାଇଁ ନାମାଙ୍କନ ଦାଖଲ ପ୍ରକ୍ରିୟା ଚାଲିଛି। ଏହି ସମୟରେ, ଜଣେ ସ୍ବାଧୀନ ପ୍ରାର୍ଥୀଙ୍କ ନାମାଙ୍କନ…

4 years ago

ଚାଇନା ନୁହେଁ ଭାରତ ହେଉଛି ବିଶ୍ୱର ସବୁଠାରୁ ଜନବହୁଳ ଦେଶ

ନୂଆଦିଲ୍ଲୀ,୧୯।୪: ବିଶ୍ୱର ସବୁଠାରୁ ଅଧିକ ଜନବହୁଳ ଦେଶ ଚାଇନା ନୁହେଁ। ଏବେ ଭାରତ ହେଉଛି ବିଶ୍ୱର ସବୁଠାରୁୂ ଅଧିକ ଜନବହୁଳ ଦେଶ। ଚଳିତ ବର୍ଷ ଆରମ୍ଭରେ ଗ୍ଲୋବାଲ…

4 years ago