ଅହମ୍ମଦାବାଦ,୧।୨: ଭାରତ-ନ୍ୟୁଜିଲାଣ୍ଡ ମଧ୍ୟରେ ନିର୍ଣ୍ଣାୟକ ଟି୨୦ ମୁକାବିଲା ବୁଧବାର ନରେନ୍ଦ୍ର ମୋଦି ଷ୍ଟାଡିୟମରେ ଖେଳାଯାଉଛି। ମ୍ୟାଚ୍ରେ ଭାରତ ଟସ୍ ଜିତି ପ୍ରଥମେ ବ୍ୟାଟିଂ ନିଷ୍ପତ୍ତି ନେଇଛି। ପୂର୍ବରୁ…
ବମ୍ବେ: ଦୀର୍ଘ ୫୦ ବର୍ଷ ପରେ ଗୋଟିଏ ମଞ୍ଚରେ ଏକାଠି ହେବାକୁ ଯାଉଛନ୍ତି ଧର୍ମେନ୍ଦ୍ର-ମୁମତାଜ୍। ଟେଲି ପରଦାର ଲୋକପ୍ରିୟ ଶୋ’ ‘ଇଣ୍ଡିଆନ ଆଇଡଲ ୧୩’ରେ ଏହି ଯୋଡ଼ିଙ୍କୁ…
ନୂଆଦିଲ୍ଲୀ,୧।୨: ଅର୍ଥମନ୍ତ୍ରୀ ନିର୍ମଳା ସୀତାରାମନ୍ ୨୦୨୩-୨୪ ଆର୍ଥିକ ବର୍ଷ ପାଇଁ ବଜେଟ ଉପସ୍ଥାପନ କରିଛନ୍ତି। କଂଗ୍ରେସ ଏମ୍ପି ରାହୁଲ ଗାନ୍ଧୀ ବଜେଟ ଉପରେ ନିଜର ପ୍ରତିକ୍ରିୟା ରଖିଛନ୍ତି।…
ନୂଆଦିଲ୍ଲୀ,୧।୨: ନରେନ୍ଦ୍ର ମୋଦି ସରକାର ୨୦୨୪ ସାଧାରଣ ନିର୍ବାଚନ ପୂର୍ବରୁ ନିଜର ଶେଷ ବଜେଟରେ ପୁଣିଥରେ ପ୍ରତିରକ୍ଷା କ୍ଷେତ୍ରକୁ ଗୁରୁତ୍ୱ ଦେଇଛନ୍ତି। ଗତ ବର୍ଷ ଏହା ୫.୨୫…
ବଲିଉଡ ଅଭିନେତ୍ରୀ ଆଥିଆ ଶେଟ୍ଟୀ ନିକଟରେ କ୍ରିକେଟର କେ.ଏଲ ରାହୁଲଙ୍କୁ ବିବାହ କରିଛନ୍ତି। ଆଜିକାଲି ଏହି ଦମ୍ପତି ପରସ୍ପର ସହ ସମୟ ବିତାଉଛନ୍ତି। ଉଭୟ ପ୍ରଥମଥର ଭୋଗ୍ୟୁ…
ନୂଆଦିଲ୍ଲୀ,୧।୨: ଭାରତୀୟ ବାୟୁସେନାର ନୂତନ ଉପାଧ୍ୟକ୍ଷ ଭାବେ ଏୟାର ମାର୍ଶଲ ଏ.ପି. ସିଂଙ୍କୁ ନିଯୁକ୍ତ କରାଯାଇଛି। ସେ ଏୟାର ମାର୍ଶଲ ସନ୍ଦୀପ ସିଂଙ୍କ ସ୍ଥାନ ନେଇଛନ୍ତି। ଜାନୁୟାରୀ…
ନୂଆଦିଲ୍ଲୀ,୧।୨: ଅର୍ଥମନ୍ତ୍ରୀ ନିର୍ମଳା ସୀତାରାମନ୍ ବୁଧବାର ସଂସଦରେ ସାଧାରଣ ବଜେଟ ଉପସ୍ଥାପନ କରିଛନ୍ତି। କ୍ରୀଡା ବଜେଟରେ ଏଥର ମଧ୍ୟ ଏକ ବମ୍ପର ବୃଦ୍ଧି କରାଯାଇଛି। କେନ୍ଦ୍ର ସରକାର…
କେନ୍ଦୁଝର,୧ା୨(ସ୍ବ.ପ୍ର.): ସୋସୋ ଥାନା ଅଞ୍ଚଳରେ ଜଣେ ୩୭ ବର୍ଷୀୟା ମହିଳାଙ୍କୁ ଗଣ ବଳାତ୍କାର ଘଟଣାରେ ପୀଡ଼ିତାଙ୍କୁ ଡାକ୍ତରୀ ପରୀକ୍ଷା ପାଇଁ ପୋଲିସ ଭ୍ୟାନ୍ରେ ୧୨ ଘଣ୍ଟା ଅପେକ୍ଷା…
ନୂଆଦିଲ୍ଲୀ,୧।୨: ଦିଲ୍ଲୀର ମ୍ୟୁନିସିପାଲିଟି କର୍ପୋରେସନର ମେୟର ନିର୍ବାଚନ ପାଇଁ ବୁଧବାର ନୂଆ ତାରିଖ ଘୋଷଣା ହୋଇଛି। ଫେବୃଆରୀ ୬ରେ ଏମସିଡି ମେୟର, ଡେପୁଟି ମେୟର ଏବଂ ୬ଟି…
ଓ୍ବାଶିଂଟନ୍,୧।୨: ଭାରତୀୟ ବଂଶୋଦ୍ଭବ ନିକ୍କି ହେଲି ଆମେରିକାର ରାଷ୍ଟ୍ରପତି ନିର୍ବାଚନରେ ପ୍ରତିଦ୍ୱନ୍ଦ୍ୱିତା କରିବାର ସମ୍ଭାବନା ରହିଛି। ସେ ଫେବୃଆରୀରେ ରିପବ୍ଲିକାନ ପାର୍ଟିରୁ ରାଷ୍ଟ୍ରପତି ନିର୍ବାଚନରେ ପ୍ରତିଦ୍ୱନ୍ଦ୍ୱିତା କରିବାକୁ…