ଭୁବନେଶ୍ୱର, ୨୯।୧ (ବ୍ୟୁରୋ):ଭୁବନେଶ୍ୱରକୁ ଏକ ନିଆରା ସହର ଭାବେ ଗଢି ତୋଳିବା ପାଇଁ ଭୁବନେଶ୍ୱର ଉନ୍ନୟନ କର୍ତ୍ତୃପକ୍ଷ (ବିଡିଏ) ଓ ଭୁବନେଶ୍ୱର ମହାନଗର ନିଗମ (ବିଏମ୍ସି) ପକ୍ଷରୁ…
ଭୁବନେଶ୍ୱର,୩୦।୧(ବ୍ୟୁରୋ):ରାଜ୍ୟ ସରକାରଙ୍କ ସ୍ବାସ୍ଥ୍ୟ ମନ୍ତ୍ରୀ ତଥା ଝାରସୁଗୁଡା ବିଧାୟକ ନବ କିଶୋର ଦାସଙ୍କୁ ଜଣେ ପୋଲିସ କର୍ମଚାରୀ ସର୍ଭିସ ବନ୍ଧୁକରେ ଗୁଳି କରି ସର୍ବସମ୍ମୁଖରେ ହତ୍ୟା କରିଛନ୍ତି।…
ଭୁବନେଶ୍ୱର,୩୦।୧(ବ୍ୟୁରୋ):ଯେକୌଣସି ହିଂସା ଗ୍ରହଣୀୟ ନୁହେଁ। ସ୍ବାସ୍ଥ୍ୟମନ୍ତ୍ରୀ ନବ ଦାସଙ୍କ ଉପରେ ହୋଇଥିବା ଗୁଳିମାଡ଼ ଘଟଣାକୁ ମୁଁ ନିନ୍ଦା କରୁଛି। ଏହାଦ୍ୱାରା ରାଜ୍ୟରେ ଆଇନଶୃଙ୍ଖଳା ବୋଲି କିଛି ନାହିଁ,…
ଝାରସୁଗୁଡ଼ା ଅଫିସ୍,୩୦।୧: ସ୍ବାସ୍ଥ୍ୟମନ୍ତ୍ରୀ ନବ କିଶୋର ଦାସଙ୍କୁ ନିଜ ରିଭଲଭର୍ରୁ ଗୁଳିମାରିଥିବା ପୋଲିସ୍ ଏଏସ୍ଆଇ ଗୋପାଳକୃଷ୍ଣ ଦାସଙ୍କ ଘର ବ୍ରହ୍ମପୁର ହୋଇଥିବାବେଳେ ସେ କନଷ୍ଟେବଳ ଭାବେ ପ୍ରଥମେ…
ପଶ୍ଚିମ ଓଡ଼ିଶାର ଅନ୍ୟତମ ଟାଣୁଆ ନେତା ଭାବେ ପରିଚିତ ଥିଲେ ସ୍ବାସ୍ଥ୍ୟ ମନ୍ତ୍ରୀ ନବ କିଶୋର ଦାସ (ନବ ଦାସ)। ସମ୍ବଲପୁର ଜିଲା ମାନେଶ୍ୱର ବ୍ଲକ ତଥା…
ଭୁବନେଶ୍ୱର,୩୦।୧(ବ୍ୟୁରୋ):ଦେଢ କୋଟି ଟଙ୍କା ଅର୍ଥ ହେରଫେର ଅଭିଯୋଗରେ ଜଣେ ବ୍ୟାଙ୍କ ଅଧିକାରୀଙ୍କୁ କ୍ରାଇମବ୍ରାଞ୍ଚର ଅର୍ଥନୈତିକ ଅପରାଧ ଶାଖା (ଇଓଡବ୍ଲ୍ୟୁ) କଳାହାଣ୍ଡି ଜିଲା ଭବାନୀପାଟଣାରୁ ଗିରଫ କରିଛି। ସେ…
ନୂଆଦିଲ୍ଲୀ,୩୦ା୧: ସବୁଠୁ ଧନୀ ଭାରତୀୟ ଗୌତମ ଆଦାନୀଙ୍କ ଗ୍ରୁପ୍ ରବିବାର ଆମେରିକୀୟ ଶର୍ଟ ସେଲର୍ ହିଣ୍ଡେନ୍ବର୍ଗ ରିସର୍ଚ୍ଚର ଅଭିଯୋଗକୁ ଦୃଢ଼ ଭାବେ ଖଣ୍ଡନ କରିଛି। ଆଦାନୀ ଗ୍ରୁପ୍…
ଭୁବନେଶ୍ୱର,୩୦।୧(ବ୍ୟୁରୋ):ଓଡ଼ିଶାର ମିଲେଟ୍-ପ୍ରେନ୍ୟୁଅର୍ସଙ୍କୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ପ୍ରଶଂସା କରିଛନ୍ତି। ରବିବାର ମନ୍ କି ବାତ୍ କାର୍ଯ୍ୟକ୍ରମରେ ପ୍ରଧାନମନ୍ତ୍ରୀ ଦେଶବାସୀଙ୍କୁ ସମ୍ବୋଧିତ କରି କହିଲେ, ଆପଣଙ୍କୁ ଗୋଟିଏ କଥା…
ନୂଆଦିଲ୍ଲୀ,୩୦ା୧: ଭଗବାନ୍ କୃଷ୍ଣ ଓ ହନୁମାନ ବିଶ୍ୱର ସବୁଠୁ ବଡ଼ କୂଟନୀତିଜ୍ଞ ଥିଲେ। କୂଟନୀତି ଦୃଷ୍ଟିରୁ ମହାଭାରତ ଓ ରାମାୟଣର ଗୁରୁତ୍ୱ ସର୍ବାଧିକ ବୋଲି ବହିର୍ବ୍ୟାପାର ମନ୍ତ୍ରୀ…
ଭୁବନେଶ୍ୱର,୩୦।୧(ବ୍ୟୁରୋ):କିଟ୍ ଓ କିସ୍ ପକ୍ଷରୁ ରବିବାର ଏକ ମିନି ମାରାଥନ୍ ଅନୁଷ୍ଠିତ ହୋଇଯାଇଛି। ଏହିି ମାରାଥନ୍ ରାଜଧାନୀ ସମେତ ଓଡ଼ିଶାର ୩୦ ଜିଲା ସଦର ମହକୁମାକୁ ମିଶାଇ…