ଭୁବନେଶ୍ୱର,୩।୩:ଦେଶର ପ୍ରମୁଖ ଅଟୋମୋବାଇଲ କମ୍ପାନୀ ହୋଣ୍ଡା କାରସ ଇଣ୍ଡିଆ ଲିମିଟେଡ (ଏଚସିଆଇଏଲ)ର ବହୁ ପ୍ରତିକ୍ଷୀତ ତଥା ଅତ୍ୟାଧୁନିକ ଜ୍ଞାନକୌଶଳରେ ନିର୍ମିତ ‘ହୋଣ୍ଡା ଅଲ ନ୍ୟୁ ସିଟି’ର ଉନ୍ମୋଚନ…
ହାନୋଇ, ୩।୩:ଭୋ ଭାନ୍ ଥୋଙ୍ଗ୍ ଗୁରୁବାର ଭିଏଟ୍ନାମର ରାଷ୍ଟ୍ରପତି ଭାବେ ନିର୍ବାଚିତ ହୋଇଛନ୍ତି। କମ୍ୟୁନିଷ୍ଟ ପାର୍ଟି ଅଫ୍ ଭିଏଟନାମ (ସିପିଭି)ର ପୋଲିଟବ୍ୟୁରୋ ସଦସ୍ୟ ଥୋଙ୍ଗ୍ଙ୍କୁ ରାଷ୍ଟ୍ରପତି ପଦ…
ନୟାଗଡ଼ ଅଫିସ,୩।୩: ଓଡ଼ଗାଁ ବ୍ଳକ ବାଣ୍ଠପୁର ପଞ୍ଚାୟତର ଗୋଟିଏ ପାହାଡ଼ରେ ୪ ଚିରସ୍ରୋତା ଝରଣାକୁ ଦେଖିବାକୁ ଗୁରୁବାର ନୟାଗଡ଼ ବିଧାୟକ ଅରୁଣ ସାହୁ, ଜିଲାପାଳ ରବୀନ୍ଦ୍ର ନାଥ…
ନୂଆଦିଲ୍ଲୀ, ୩ା୩(ପି.ଟି.): ଜି-୨୦ ରାଷ୍ଟ୍ରସମୂହର ବହିର୍ବ୍ୟାପାର ମନ୍ତ୍ରୀମାନଙ୍କ ବୈଠକ ଗୁରୁବାର ଅନୁଷ୍ଠିତ ହୋଇଯାଇଛି। ସହମତି ହାସଲ ଲାଗି ଆୟୋଜକ ଭାରତର ଜୋର୍ଦାର ଉଦ୍ୟମ ସତ୍ତ୍ୱେ ୟୁକ୍ରେନ୍ ବିବାଦ…
ନୟାଗଡ଼ ଅଫିସ/ଓଡ଼ଗାଁ,୩ା୩(ସ୍ବ.ପ୍ର.): ନୟାଗଡ଼ ଜିଲା ଓଡ଼ଗାଁ ବ୍ଲକ ବରସାହି ପଞ୍ଚାୟତ ସିଙ୍ଗାରପୁର ଗାଁରେ ପ୍ରଧାନମନ୍ତ୍ରୀ ଆବାସ ଯୋଜନାରେ ମିଥ୍ୟା ସତ୍ୟପାଠରେ ଜାଲିଆତି କରାଯାଇଥିବା ପ୍ରାଥମିକ ତଦନ୍ତରୁ ଜଣାପଡିଛି।…
କଟକ ଅଫିସ,୩ା୩:ଗଙ୍ଗାଧର ରଥ ଫାଉଣ୍ଡେଶନ ପକ୍ଷରୁ ସର୍ବୋଚ୍ଚ ‘ସାହିତ୍ୟ ଭାରତୀ ସମ୍ମାନ : ୨୦୨୩’ ସାହିତି୍ୟକ ପଦ୍ମଶ୍ରୀ ଶ୍ରୀନିବାସ ଉଦ୍ଗାତାଙ୍କୁ ପ୍ରଦାନ କରାଯିବ। ଏହି ସମ୍ମାନ ବାବଦକୁ…
ଆଳି,୩ା୩ (ଡି.ଏନ.ଏ.): କଟକ-ଚାନ୍ଦବାଲି ରାସ୍ତାର ଆଳି ଥାନା ଅନ୍ତର୍ଗତ ସିଙ୍ଗିରି କଟବନ୍ଧ ଛକ ନିକଟରେ ବାରମ୍ବାର ଦୁର୍ଘଟଣା ଘଟି ଧନ ଜୀବନ ନଷ୍ଟ ହେଉଥିବାରୁ ଓ ଆଇନ…
କୋଲକାତା/ଅଗରତାଲା, ୩ା୩(ପି.ଟି.):ଯେଉଁ ବ୍ୟକ୍ତି ଅନେକ ମେଣ୍ଟକୁ ଏକାଠି ଯୋଡ଼ିଥିଲେ ସିଏ ଆଜି ଉତ୍ତର-ପୂର୍ବାଞ୍ଚଳରେ ଭାଜପାର ସୂର୍ଯ୍ୟୋଦୟ ପାଇଁ ସମାନ ଗୋଟି ଚଳାଇଛନ୍ତି। ନର୍ଥ-ଇଷ୍ଟ୍ରେ ଭାଜପାର ପୋଷ୍ଟର ବୟ…
ପଟ୍ଟାମୁଣ୍ଡାଇ,୩ା୩(ସ୍ବ.ପ୍ର .): କେନ୍ଦ୍ରାପଡ଼ା ଜିଲା ପଟ୍ଟାମୁଣ୍ଡାଇ ଧୋୟାଞ୍ଚଳର ଉର୍ବର ଚାଷ ଜମିରେ ବେଣାଗଛ ହେବା ଯୋଗୁ ଜଙ୍ଗଲର ଭ୍ରମ ସୃଷ୍ଟି କରୁଛି। ଫଳରେ ଚାଷକାର୍ଯ୍ୟ କରିବାରେ ବେଣାଗଛ…
ଭୁବନେଶ୍ବର, ୩ା୩(ବ୍ୟୁରୋ):ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ମନ୍ତ୍ରୀ ନିରଞ୍ଜନ ପୂଜାରୀ ଗୁରୁବାର ୨୦୨୩-୨୪ ବର୍ଷର ସ୍ବାସ୍ଥ୍ୟ ବଜେଟ ସମ୍ପର୍କରେ ସୂଚନା ଦେଇଛନ୍ତି। ଗତ ୨ଦଶନ୍ଧି ମଧ୍ୟରେ…