Home

୧୫ରୁ କ୍ଷେତ୍ର ପରିଦର୍ଶନରେ ଯିବେ ଟ୍ରିବ୍ୟୁନାଲ

ଭୁବନେଶ୍ବର, ୧୪ା୨(ବ୍ୟୁରୋ):ମହାନଦୀ ଜଳ ବିବାଦ ମାମଲାର ଫଇସଲା ପାଇଁ ଆସନ୍ତା ମାର୍ଚ୍ଚ ୧୫ରୁ ସପ୍ତାହେ ଧରି କ୍ଷେତ୍ର ପରିଦର୍ଶନରେ ଯିବେ ଟ୍ରିବ୍ୟୁନାଲ। ଏନେଇ ସୋମବାର ମହାନଦୀ ଜଳ…

4 years ago

ଚତୁର୍ଥୀରେ ନବଦମ୍ପତିଙ୍କ ମୃତ୍ୟୁ

ଗୋପାଳପୁର,୧୪ା୨(ଡି.ଏନ.ଏ.):ଚାରିଦିନ ଦିନ ପୂର୍ବେ ପଡ଼ିଥିଲା ହାତଗଣ୍ଠି। ପାଦରୁ ଅଳତା ଲିଭିନି। ଘରୁ ମଧ୍ୟ ବିଦା ହୋଇନାହାନ୍ତି ବନ୍ଧୁବାନ୍ଧବ। ହେଲେ ଚତୁର୍ଥୀ ଦିନରେ ଲିଭିଗଲା ନବ ଦମ୍ପତିଙ୍କ ଜୀବନ…

4 years ago

ମାଗଣାରେ ବ୍ୟବହାର କରିହେବ ସରକାରୀ ଶୌଚାଳୟ

ଭୁବନେଶ୍ବର, ୧୪ା୨(ବ୍ୟୁରୋ):ରାଜ୍ୟର ସବୁ ସହରରେ ସର୍ବସାଧାରଣଙ୍କ ନିମନ୍ତେ ଉଦ୍ଦିଷ୍ଟ ଥିବା ସରକାରୀ ଶୌଚାଳୟଗୁଡ଼ିକୁ ଲୋକମାନେ ଏଣିକି ମାଗଣାରେ ଉପଯୋଗ କରିପାରିବେ। ଏଥିପାଇଁ ଲୋକଙ୍କୁ ଆଉ କୌଣସି ଅର୍ଥ…

4 years ago

ରିମାଣ୍ଡ ଶେଷ, ଜେଲ ଗଲେ ଗୋପାଳ

ବ୍ରଜରାଜନଗର, ୧୪ା୨(ଡି.ଏନ.ଏ.): ରିମାଣ୍ଡ ଅବଧି ସରିବା ପରେ ପୂର୍ବତନ ସ୍ବାସ୍ଥ୍ୟମନ୍ତ୍ରୀ ନବ କିଶୋର ଦାସଙ୍କ ହତ୍ୟା ଅଭିଯୁକ୍ତ ଏଏସ୍‌ଆଇ ଗୋପାଳକୃଷ୍ଣ ଦାସଙ୍କୁ କ୍ରାଇମ୍‌ବ୍ରାଞ୍ଚ ସୋମବାର ଝାରସୁଗୁଡ଼ା ଜେଏମ୍‌ଏଫ୍‌ସି…

4 years ago

ହାଇକୋର୍ଟରେ ରାଜ୍ୟର ୩ ଡଙ୍ଗାବୁଡ଼ି ମାମଲା: ଏକତ୍ର ଶୁଣାଣି ପାଇଁ ନିର୍ଦ୍ଦେଶ

କଟକ ଅଫିସ,୧୪ା୨:ହାଇକୋର୍ଟରେ ବିଚାରାଧୀନ ଥିବା ଓଡ଼ିଶାରେ ସଂଘଟିତ ୩ଟି ଡଙ୍ଗାବୁଡ଼ି ମାମଲାର ଏକତ୍ର ଶୁଣାଣି ପାଇଁ ହାଇକୋର୍ଟ ସୋମବାର ନିର୍ଦ୍ଦେଶ ଦେଇଛନ୍ତି। ମୁଖ୍ୟ ବିଚାରପତି ଡ. ଏସ୍‌.…

4 years ago

ରବି ନନ୍ଦ ଅସୁସ୍ଥ

ଜୟପୁର, ୧୪।୨(ନି.ପ୍ର.):ପୂର୍ବତନ ଗଣଶିକ୍ଷା ମନ୍ତ୍ରୀ ତଥା ବରିଷ୍ଠ ବିଜେଡି ନେତା ରବି ନାରାୟଣ ନନ୍ଦ ଅସୁସ୍ଥ ହୋଇଛନ୍ତି। ତାଙ୍କୁ ପ୍ରଥମେ ଜୟପୁରସ୍ଥିତ ଜିଲା ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି…

4 years ago

ୟୁଏଫ୍‌ଓ: ଆମେରିକା-ଚାଇନା ମୁହାଁମୁହିଁ

ଓ୍ବାଶିଂଟନ୍‌/ବେଜିଂ ୧୪ା୨:ରହସ୍ୟଜନକ ଉଡ଼ନ୍ତା ବସ୍ତୁକୁ ନେଇ ବିଶ୍ୱର ଦୁଇ ଶକ୍ତିଶାଳୀ ରାଷ୍ଟ୍ର ଆମେରିକା ଓ ଚାଇନା ମଧ୍ୟରେ ଆରୋପ ପ୍ରତ୍ୟାରୋପର ପର୍ବ ଆରମ୍ଭ ହୋଇଛି। ଆମେରିକା ୮…

4 years ago

‘ପିର୍‌ଭାକରନ ଜୀବିତ’

ତାଞ୍ଜାଭୁର,୧୪ା୨:ଶ୍ରୀଲଙ୍କା ସରକାର ଏଲ୍‌ଟିଟିଇ ମୁଖ୍ୟ ଭେଲୁପିଲ୍ଲାଇ ପିର୍‌ଭାକରନଙ୍କୁ ମୃତ ଘୋଷଣା କରିବାର ୧୪ ବର୍ଷ ପରେ ସେ ଜୀବିତ ଥିବା ନେଇ ତାମିଲନାଡୁର ପୂର୍ବତନ ରାଜନେତା ତଥା…

4 years ago

ହାଇସ୍କୁଲ ପାଇଁ ୬,୦୨୫ ଏଲ୍‌ଟିଆର୍‌ ଶିକ୍ଷକ

ଭୁବନେଶ୍ୱର,୧୪ା୨(ବ୍ୟୁରୋ):ହାଇସ୍କୁଲଗୁଡ଼ିକରେ ଶିକ୍ଷକମାନେ ଛୁଟି, ଟ୍ରେନିଂ କିମ୍ବା ସ୍ବାସ୍ଥ୍ୟଗତ କାରଣରୁ ଅନୁପସ୍ଥିତ ରହିଲେ ଛାତ୍ରୀଛାତ୍ରମାନେ ସମ୍ପୃକ୍ତ ବିଷୟରେ ପାଠପଢ଼ାରୁ ବଞ୍ଚିତ ହେଉଛନ୍ତି। ଏହାକୁ ଦୃଷ୍ଟିରେ ରଖି ରାଜ୍ୟ ସରକାର…

4 years ago

ଖୁଚୁରା ମୁଦ୍ରାସ୍ଫୀତି ବୃଦ୍ଧି: ଦର ବଢ଼ିବ

ନୂଆଦିଲ୍ଲୀ,୧୪।୨:ଭାରତର ଖୁଚୁରା ମୁଦ୍ରାସ୍ଫୀତି ଗତ ଜାନୁୟାରୀରେ ୬.୫୨ ପ୍ରତିଶତକୁ ବୃଦ୍ଧି ପାଇଛି, ଯାହାକି ଭାରତୀୟ ରିଜର୍ଭ ବ୍ୟାଙ୍କ (ଆର୍‌ବିଆଇ)ର ଧାର୍ଯ୍ୟ ସୀମାଠାରୁ ଯଥେଷ୍ଟ ଅଧିକ। ପୂର୍ବ ମାସରେ…

4 years ago