Home

ସହର ଗଳିରେ ଆବର୍ଜନା ଦୁର୍ଗନ୍ଧ

ଭୁବନେଶ୍ୱର,୨୩।୧(ବ୍ୟୁରୋ):ହକି ବିଶ୍ୱକପ୍‌କୁ ଦୃଷ୍ଟିରେ ରଖି ରାଜଧାନୀ ଭୁବନେଶ୍ୱରର ସୌନ୍ଦଯର୍‌ୟକରଣକୁ ଗୁରୁତ୍ୱ ଦିଆଯାଉଥିବା ଭୁବନେଶ୍ୱର ମହାନଗର ନିଗମ(ବିଏମ୍‌ସି) ପକ୍ଷରୁ କୁହାଯାଉଛି। ସହରର ବାସ୍ତବ ଚିତ୍ର କିନ୍ତୁ କିଛି ଭିନ୍ନ…

4 years ago

ସାମ୍ବାରେ ଭାରତ ଯୋଡ଼ୋ ଯାତ୍ରା

ସାମ୍ବା,୨୩।୧(ପି.ଟି.): ଜମ୍ମୁ-କଶ୍ମୀରରେ କଂଗ୍ରେସର ଭାରତ ଯୋଡ଼ୋ ଯାତ୍ରା ରବିବାର ୨୧ କିଲୋମିଟର ଅତିକ୍ରମ କରିବା ପରେ ଅପରାହ୍ନରେ ସାମ୍ବାରେ ପହଞ୍ଚତ୍ଛି। ଜମ୍ମୁରେ ଶନିବାର ଦୁଇଟି ବିସ୍ଫୋରଣ ଘଟିଥିବାରୁ…

4 years ago

ଏପଟେ ଝଲସୁଛି, ସେପଟେ ଅନ୍ଧାର

ଭୁବନେଶ୍ୱର,୨୩।୧(ବ୍ୟୁରୋ):ହକି ବିଶ୍ୱକପ୍‌କୁ ନେଇ କଳିଙ୍ଗ ଷ୍ଟାଡିୟମ୍‌ ଓ ଆଖପାଖ ଅଞ୍ଚଳ ରଙ୍ଗିନ ଆଲୋକମାଳାରେ ଝଲସୁଛି। ସେପଟେ ଡଟ୍‌ଫେଷ୍ଟ ଆୟୋଜିତ ହେଉଥିବା ୟୁନିଟ୍‌-୩ ଅଞ୍ଚଳର ଆଲୋକୀକରଣ ଆଖି ଝଲସେଇ…

4 years ago

ଗାଁ ଗଣ୍ଡାରେ ସରକାର ବିରୋଧରେ ଆନ୍ଦୋଳନ କରିବ ଭାଜପା

ଭୁବନେଶ୍ବର,୨୩ା୧(ବ୍ୟୁରୋ):ଭାଜପା ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେ.ପି. ନଡ୍ଡା ନିକଟରେ ଓଡ଼ିଶା ଆସି ରାଜ୍ୟ ସରକାରଙ୍କ ବିରୋଧରେ ଦେଇଥିବା ମନ୍ତବ୍ୟ ଉପରେ ରାଜ୍ୟ କାର୍ଯ୍ୟକାରିଣୀ ବୈଠକ ଅନୁଷ୍ଠିତ ହୋଇଛି। ତେବେ…

4 years ago

ବିଦେଶୀ ଘୋଷଣାର ୯ ବର୍ଷ ପରେ ନାଗରିକତ୍ୱ ପ୍ରମାଣ ଲାଗି ସୁଯୋଗ

ଗୁଆହାଟୀ,୨୩।୧(ଆଇଏଏନ୍‌ଏସ୍‌): ଆସାମ କରିମଗଞ୍ଜ ଜିଲା ବାସିନ୍ଦା ରଞ୍ଜିତ ଦାସଙ୍କ ନାଗରିକତ୍ୱକୁ ନେଇ ବିବାଦ ଦେଖାଦେଇଥିଲା। ସ୍ଥାନୀୟ ଫରେନର୍ସ ଟ୍ରିବ୍ୟୁନାଲଙ୍କ ନିକଟରେ ସେ ଦାଖଲ କରିଥିବା ଅଧିକାଂଶ ଦସ୍ତାବିଜ୍‌ରେ…

4 years ago

୯୩% ସମ୍ପତ୍ତି ହରାଇଛନ୍ତି ଚାଇନା ବିଲିୟନେୟାର ହୁଇ କା ୟାନ୍‌

ବେଜିଂ, ୨୩।୧: ଚାଇନା ଏଭରଗ୍ରାଣ୍ଡ ଗ୍ରୁପ୍‌ର ଚେୟାରମ୍ୟାନ୍‌ ହୁଇ କା ୟାନ୍‌ଙ୍କୁ ନିଜ ସମ୍ପତ୍ତିର ୯୩% ହରାଇବାକୁ ପଡ଼ିଛି। ହୁଇଙ୍କ ସମ୍ପତ୍ତି ୪୨ ବିଲିୟନ୍‌ ଡଲାରରୁ ବର୍ତ୍ତମାନ…

4 years ago

ଦିଲ୍ଲୀ ଗଲେ ଭୁଞ୍ଜିଆ ଦମ୍ପତି

ନୂଆପଡ଼ା ଅଫିସ,୨୩ା୧: ଦିଲ୍ଲୀରେ ହେବାକୁ ଥିବା ଜାତୀୟ ସାଧାରଣତନ୍ତ୍ର ଦିବସ କାର୍ଯ୍ୟକ୍ରମରେ ଯୋଗଦେବେ ନୂଆପଡ଼ା ଜିଲାର ଆଦିବାସୀ ଦମ୍ପତି ଭୁଜବଳ ମାଝି ଓ ସ୍ତ୍ରୀ କୁଞ୍ଜବାଇ ମାଝି।…

4 years ago

ଜୋଷୀମଠ ଦବିବା ପଛରେ ଗାଏବ ପୁଷ୍କରିଣୀ

ଡେରାଡୁନ୍‌,୨୩।୧: ଉତ୍ତରାଖଣ୍ଡର ଜୋଷୀମଠ ସହର ଓ ଏହାର ଆଖପାଖ ଦବୁଥିବାରୁ ଅନେକ ଘର ଓ ରାସ୍ତାଘାଟରେ ଫାଟ ହୋଇ ବିପଦ ସୃଷ୍ଟି କରିଛି। ଉକ୍ତ ବିପଦସଙ୍କୁଳ ଅଞ୍ଚଳରୁ…

4 years ago

ଶ୍ରଦ୍ଧା ହତ୍ୟା ମାମଲାରେ ୩ ହଜାର ପୃଷ୍ଠାର ଚାର୍ଜଶିଟ୍‌

ନୂଆଦିଲ୍ଲୀ,୨୩।୧: ଦିଲ୍ଲୀର ବହୁଚର୍ଚ୍ଚିତ ଶ୍ରଦ୍ଧା ଓ୍ବାଲ୍‌କର ହତ୍ୟା ମାମଲାରେ ପୋଲିସ ୩,୦୦୦ ପୃଷ୍ଠାର ଚାର୍ଜଶିଟ୍‌ ପ୍ରସ୍ତୁତ କରିଛି। ଏଥିରେ ଫୋରେନ୍‌ସିକ୍‌ ଏବଂ ଇଲେକ୍ଟ୍ରୋନିକ୍‌ ପ୍ରମାଣ ସହ ୧୦୦…

4 years ago

ବଳାତ୍କାରକୁ ନା କରିବାରୁ ହତ୍ୟା

ହଜାରିବାଗ,୨୩ା୧: ଜାନୁୟାରୀ ୭ ତାରିଖର ଘଟଣା। ଝାଡ଼ଖଣ୍ଡର ହଜାରିବାଗରେ ଜଣେ ୨୩ ବର୍ଷୀୟା ମହିଳାଙ୍କୁ ତାଙ୍କ ସମ୍ପର୍କୀୟମାନେ ବଳାତ୍କାର ଉଦ୍ୟମ କରିଥିଲେ। ମହିଳା ଜଣକ ଏହାକୁ ପ୍ରତିରୋଧ…

4 years ago