Home

ବିରୋଧୀ ଏକାଠି ହେଲେ ୨୦୨୪ରେ ଭାଜପା କଠିନ ସମୟର ସମ୍ମୁଖୀନ ହେବ: ଥରୁର

ନୂଆଦିଲ୍ଲୀ,୧୮ା୨(ପି.ଟି.): ୨୦୨୪ ଲୋକ ସଭା ନିର୍ବାଚନ ଉତ୍କଣ୍ଠାପୂର୍ଣ୍ଣ ହେବ ବୋଲି ବରିଷ୍ଠ କଂଗ୍ରେସ ନେତା ଶଶୀ ଥରୁର ପୂର୍ବାନୁମାନ କରିଛନ୍ତି। ଭାଜପାକୁ ପରାସ୍ତ କରିବା ଲାଗି ଯଦି…

4 years ago

କର୍ନାଟକ ଭାଜପା ମୁଖ୍ୟଙ୍କ ଟିପୁ ବିରୋଧୀ ମନ୍ତବ୍ୟକୁ ନେଇ ଦଳ ଦୁଇଭାଗ

ନୂଆଦିଲ୍ଲୀ,୧୮ା୨: କର୍ନାଟକରେ ଆଗାମୀ ବିଧାନସଭା ନିର୍ବାଚନ ପାଇଁ ଦଳୀୟ ରଣନୀତି ଚୂଡ଼ାନ୍ତ କରିବା ଉଦ୍ଦେଶ୍ୟରେ ରାଜ୍ୟ ଭାଜପା ମୁଖ୍ୟ ଟିମ୍‌ର ମାରାଥନ୍‌ ବୈଠକ ବାରମ୍ବାର ବସୁଛି। ଅନ୍ୟପକ୍ଷରେ…

4 years ago

ଅରୂପଙ୍କ ବିରୋଧରେ ଥାନାରେ ଏତଲା

ଭୁବନେଶ୍ବର, ୧୮ା୨(ବ୍ୟୁରୋ): ବିରୋଧୀ ଦଳ ନେତା ଜୟନାରାୟଣ ମିଶ୍ର ଏବଂ ମହିଳା ଆଇଆଇସିଙ୍କ ମଧ୍ୟରେ ହାତାହାତି ପରିସ୍ଥିତି ନେଇ ଏବେ ରାଜ୍ୟ ରାଜନୀତି ଉଠୁଛି ପଡୁଛି। ରାଜ୍ୟର…

4 years ago

ସୁପ୍ରିମକୋର୍ଟରେ ଏଏପିର ବଡ଼ ବିଜୟ

ନୂଆଦିଲ୍ଲୀ,୧୮ା୨: ମେୟର ନିର୍ବାଚନରେ ଦିଲ୍ଲୀ ମହାନଗର ନିଗମ (ଏମ୍‌ସିଡି)ର ମନୋନୀତ ସଦସ୍ୟମାନେ ଭୋଟ ଦେଇପାରିବେ ନାହିଁ ବୋଲି ଶୁକ୍ରବାର ସୁପ୍ରିମକୋର୍ଟ ରାୟ ଦେଇଛନ୍ତି। ଏହି ରାୟ ଭାଜପାକୁ…

4 years ago

କରାଚୀ ପୋଲିସ ମୁଖ୍ୟାଳୟରେ ଆକ୍ରମଣ: ୪ ନିହତ

କରାଚୀ,୧୮ା୨: ପାକିସ୍ତାନର କରାଚୀ ସହରରେ ଥିବା ପୋଲିସ ମୁଖ୍ୟାଳୟ ଉପରେ ଶୁକ୍ରବାର ତାଲିବାନ ଆତଙ୍କବାଦୀ ଆତ୍ମଘାତୀମାନେ ମରଣାନ୍ତକ ଆକ୍ରମଣ କରିଛନ୍ତି। ଏଥିରେ ୪ ଜଣଙ୍କ ମୃତ୍ୟୁ ଘଟିବା…

4 years ago

ଦଳିତ ଆଇଆଇଟି ଛାତ୍ରଙ୍କ ଆତ୍ମହତ୍ୟା: ନିର୍ଦ୍ଦେଶକଙ୍କ ଇସ୍ତଫା ଦାବିକଲେ ୩ ଛାତ୍ର ଗୋଷ୍ଠୀ

ମୁମ୍ବାଇ,୧୮ା୨: ଇଣ୍ଡିଆନ୍‌ ଇନ୍‌ଷ୍ଟିଚ୍ୟୁଟ୍‌ ଅଫ୍‌ ଟେକ୍‌ନୋଲୋଜି (ଆଇଆଇଟି) ବମ୍ବେର ଜଣେ ୧୮ ବର୍ଷୀୟ ଦଳିତ ଛାତ୍ର ଆତ୍ମହତ୍ୟା କରିଥିବାବେଳେ ଏଥିପାଇଁ ଶିକ୍ଷାନୁଷ୍ଠାନର ୩ ଛାତ୍ରଗୋଷ୍ଠୀ ନିର୍ଦ୍ଦେଶକଙ୍କୁ ଦାୟୀ…

4 years ago

ବନ୍ଦ ଲଫାପାରେ କେନ୍ଦ୍ରର ପ୍ରସ୍ତାବ ଅଗ୍ରାହ୍ୟ

ନୂଆଦିଲ୍ଲୀ,୧୮ା୨: ଆମେରିକୀୟ ଶର୍ଟ ସେଲର ହିଣ୍ଡେନ୍‌ବର୍ଗ ରିସର୍ଚ୍ଚ ପକ୍ଷରୁ ଆଦାନୀ ଗ୍ରୁପ୍‌ ବିରୋଧରେ ଅଭିଯୋଗ ଆସିବା ପରେ ଶିଳ୍ପପତି ଗୌତମ ଆଦାନୀଙ୍କ କମ୍ପାନୀଗୁଡ଼ିକର ଶେୟାର ମୂଲ୍ୟ ଖସିବାରେ…

4 years ago

‘ଟିଟିପି, ହିଜବୁଲ୍‌ ବୈଶ୍ୱିକ ଆତଙ୍କବାଦୀ ସଂଗଠନ’

ଓ୍ବାଶିଂଟନ,୧୮ା୨(ପି.ଟି.): ପାକିସ୍ତାନର କଶ୍ମୀର କୈନ୍ଦ୍ରିକ ହିଜବୁଲ୍‌ ମୁଜାହିଦ୍ଦିନ ଏବଂ ତେହରିକ୍‌-ଇ-ତାଲିବାନ ପାକିସ୍ତାନ (ଟିଟିପି) ବୈଶ୍ୱିକ ଆତଙ୍କବାଦୀ ସଂଗଠନ ରହିଛି। ଏହାର ପଦବୀରେ କୌଣସି ପରିବର୍ତ୍ତନ ହେବାର କାରଣ…

4 years ago

ଭାରତ ଗସ୍ତ ବାତିଲ କଲେ ଇରାନ ମନ୍ତ୍ରୀ

ନୂଆଦିଲ୍ଲୀ,୧୮ା୨: ଇରାନର ବହିର୍ବ୍ୟାପାର ମନ୍ତ୍ରୀ ହୋସେନ ଅମିର ଅବ୍‌ଦୋଲ୍ଲାହିଆନ୍‌ ରାଇସିନା ଡାଇଲଗ୍‌ରେ ଯୋଗଦେବା ପାଇଁ ଭାରତ ଆସିବାର ଥିଲା। ଭାରତର ବହିର୍ବ୍ୟାପାର ମନ୍ତ୍ରଣାଳୟ ଓ ଅବ୍‌ଜର୍ଭର ରିସର୍ଚ୍ଚ…

4 years ago

ଜମ୍ମୁ-କଶ୍ମୀର ଗଜନଭି ଫୋର୍ସ ବେଆଇନ ଘୋଷିତ

ନୂଆଦିଲ୍ଲୀ,୧୮ା୨: ଆତଙ୍କବାଦ ନିରୋଧୀ ଆଇନ ଅନୁଯାୟୀ ଜମ୍ମୁ-କଶ୍ମୀର ଗଜନଭି ଫୋର୍ସ (ଜେକେଜିଏଫ୍‌)କୁ ଶୁକ୍ରବାର ବେଆଇନ ଘୋଷଣା କରାଯାଇଛି। ଲଶ୍ମର-ଇ-ତୋଇବା, ଜୈଶ-ଇ-ମହମ୍ମଦ ଭଳି ଆତଙ୍କବାଦୀ ସଂଗଠନର କ୍ୟାଡରମାନଙ୍କୁ ନେଇ…

4 years ago