ଅହମଦାବାଦ,୫।୧୨ : ଶେଷ ଏବଂ ଦ୍ୱିତୀୟ ପର୍ଯ୍ୟାୟ ମତଦାନ ପାଇଁ ସୋମବାର ଗୁଜରାଟର ୧୪ ଟି ଜିଲ୍ଲାର ୯୩ ଟି ଆସନରେ ସକାଳ ୮ ଟାରୁ ମତଦାନ…
ବାଙ୍କୀ,୫ା୧୨(ସ୍ବ.ପ୍ର.):ବାଙ୍କୀ ଉପଖଣ୍ଡ ଚିକିତ୍ସାଳୟ ଓ ଏହା ଅଧୀନରେ ରହିଥିବା ସମସ୍ତ ପ୍ରାଥମିକ ଏବଂ ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ ପରିଚାଳନାଗତ ତ୍ରୁଟି ରହିଛି। ଫଳରେ ଏସବୁ ସ୍ବାସ୍ଥ୍ୟକେନ୍ଦ୍ରରେ ରୋଗୀ ସେବା…
ଭୁବନେଶ୍ୱର,(ବ୍ୟୁରୋ)/ ବାଙ୍କୀ,୫ା୧୨ (ସ୍ବ.ପ୍ର.) :କଟକ ଜିଲା ବାଙ୍କୀ ଥାନା ଅନ୍ତର୍ଗତ ଅଂଶୁପା ହ୍ରଦ ନିକଟରେ କ୍ରାଇମବ୍ରାଞ୍ଚର ସ୍ପେଶାଲ ଟାସ୍କ ଫୋର୍ସ (ଏସ୍ଟିଏଫ୍) ଚଢ଼ାଉ କରି ୧ କୋଟିରୁ…
ଜାକର୍ତ୍ତା,୫ା୧୨: ଇଣ୍ଡୋନେସିଆର ସର୍ବୋଚ୍ଚ ଆଗ୍ନେୟଗିରି ମାଉଣ୍ଟ ସେମେରୁରୁ ରବିବାର ଲାଭା ଉଦ୍ଗିରଣ ହୋଇଛି। ଏହାର ପ୍ରଭାବରେ ୧୫ କି.ମି. ଅଞ୍ଚଳ ପର୍ଯ୍ୟନ୍ତ ଆକାଶ ପାଉଁଶ ଓ ବାଷ୍ପରେ…
ତେହରାନ,୫ା୧୨: ଦୀର୍ଘ ଅଢ଼େଇ ମାସର ଆନ୍ଦୋଳନ ପରେ ଶେଷରେ ମୁଣ୍ଡ ନୁଅଁାଇଛନ୍ତି ଇରାନର ଇବ୍ରାହିମ ରଇସି ସରକାର। ଧର୍ମୀୟ ବ୍ୟାପାରରେ ହସ୍ତକ୍ଷେପ କରୁଥିବା ମୋରାଲିଟି ପୋଲିସ ହାଜତରେ…
ବିଜ୍ଞାନର ବିକାଶ ଦେଖି ମନେ ହୁଏ ଆଗାମୀ ଦିନରେ ମାନବ ପାଇଁ ଅତ୍ୟନ୍ତ ସ୍ବତନ୍ତ୍ର ହେବ। ମଣିଷ ନିଜ ପାଇଁ ବିଜ୍ଞାନର ସାହାଯ୍ୟରେ ଏପରି ଉଦ୍ଭାବନ କରିଛି…
ଖୁଣ୍ଟୁଣୀ, ୫ା୧୨(ଡି.ଏନ.ଏ.):କଟକ ଜିଲା ଆଠଗଡ଼ର ପ୍ରସିଦ୍ଧ ଧବଳେଶ୍ୱରଙ୍କ ଦର୍ଶନ ପାଇଁ ଭକ୍ତଙ୍କୁ ବାରଣ କରାଯାଇଛି। ଧବଳେଶ୍ୱର ପୀଠକୁ ସଂଯୋଗ ହୋଇଥିବା ଝୁଲାପୋଲକୁ ବନ୍ଦ କରାଯାଇଥିବାରୁ ଭକ୍ତମାନେ ଦର୍ଶନରୁ…
ଭୁବନେଶ୍ୱର (ବ୍ୟୁରୋ)/ଯଁାଳା,୫।୧୨(ଡି.ଏନ୍.ଏ.) :ଛାତ୍ର ନେତାଙ୍କ ଗୁଣ୍ଡାରାଜ୍। ଜଣେ ଯୁବତୀଙ୍କୁ ଏକତରଫା ପ୍ରେମ କରି ବିଫଳ ହେବା ପରେ ତାଙ୍କ ଭାଇଙ୍କୁ ହତ୍ୟା ଯୋଜନା କରିଥିଲେ। ଗାଡି ସାଇଡ୍…
ବଲାଙ୍ଗୀର ଅଫିସ, ୫ା୧୨:ଏକ ମାମଲାରୁ ନଁା କାଟିଦେବାକୁ ଲାଞ୍ଚ ନେବାବେଳେ ରବିବାର ଭିଜିଲାନ୍ସ ଜାଲରେ ପଡିଛନ୍ତି ବଲାଙ୍ଗୀର ଜିଲା ସିନ୍ଧେକେଲା ଥାନା ଆଇଆଇସି ଆଲୋକ କୁମାର ବେହେରା।…
ଭୁବନେଶ୍ୱର, ୫ା୧୨(ବ୍ୟୁରୋ):ଆସନ୍ତା ବର୍ଷରୁ ଭୁବନେଶ୍ୱର ଏମ୍ସରେ ଇ-ହସ୍ପିଟାଲ କାର୍ଯ୍ୟକ୍ଷମ ହେବ। ଅର୍ଥାତ୍ ଏହି ଜାତୀୟ ସ୍ବାସ୍ଥ୍ୟ ଅନୁଷ୍ଠାନ ସମ୍ପୂର୍ଣ୍ଣ ପେପରଲେସ୍ ହେବ। ଫଳରେ ଚିକିତ୍ସା ସମ୍ପର୍କିତ ସମସ୍ତ…