Home

ପୁଣି ବଢ଼ିଲା ଦୈନିକ ସଂକ୍ରମଣ…

ନୂଆଦିଲ୍ଲୀ, ୩୦।୧୧: ଦେଶରେ କରୋନା ମହାମାରୀ ସଂକ୍ରମଣ ଦିନେ କମିଲେ ପୁଣି ବଢ଼ିବାରେ ଲାଗିଛି। ଇତି ମଧ୍ୟରେ ଦେଶରେ ସକ୍ରିୟ ମାମଲା କମି ୫ ହଜାର ତଳେ…

4 years ago

ସମଲିଙ୍ଗି ବିବାହ ବିଲ ପାସ୍‌, ବାଇଡେନ କହିଲେ ‘ପ୍ରେମ- କେବଳ ପ୍ରେମ ହୋଇଥାଏ…’

ୱାଶିଂଟନ,୩୦ ।୧୧: ଶେଷର ଆମେରିକାରେ ସମଲିଙ୍ଗି ବିବାହ(ସେମ ସେକ୍ସ ମ୍ୟାରେଜ ବିଲ)କୁ ମଞ୍ଜୁରୀ ଦେବାକୁ ଥିବା ବିଧେୟକ ମଙ୍ଗଳବାର ପାରିତ ହୋଇଛି ବା ଏହି ବିଲ ପାସ୍…

4 years ago

ଗୋଟିଏ ମଞ୍ଚରେ ଗେହଲଟ୍‌, ପାଇଲଟ

ନୂଆଦିଲ୍ଲୀ,୩୦।୧୧: ରାଜସ୍ଥାନ ମୁଖ୍ୟମନ୍ତ୍ରୀ ଅଶୋକ ଗେହଲଟ୍‌ ପୂର୍ବତନ ଉପମୁଖ୍ୟମନ୍ତ୍ରୀ ସଚିନ ପାଇଲଟଙ୍କୁ ଗଦ୍ଦାର କହିବା ପରେ ଏହାକୁ ନେଇ ଉତ୍ତେଜନା ଦେଖାଦେଇଥିଲା। ତେବେ ମଙ୍ଗଳବାର ଜୟପୁରରେ ଏକ…

4 years ago

ଆନ୍ଦୋଳନ ପରେ ଚାଇନାର ସହରରେ ପୋଲିସ ଛାଉଣୀ

ସାଂଘାଇ,୩୦।୧୧: ଚାଇନାରେ ଜିରୋ-କୋଭିଡ୍‌ ନୀତିକୁ ବିରୋଧ କରି ବିଭିନ୍ନ ସହରରେ ଆନ୍ଦୋଳନ ଜାରି ରହିଥିବାବେଳେ ରାଜନୈତିକ ସ୍ବାଧୀନତା ପ୍ରଦାନ ସହ ଲକ୍‌ଡାଉନ୍‌ କଟକଣା ହଟାଇବା ଦାବିରେ ଦେଶବ୍ୟାପୀ…

4 years ago

୧୦ ବର୍ଷର ବାଳିକାଙ୍କୁ ବଳାତ୍କାର ପରେ ହତ୍ୟାକଲେ ନାବାଳକ

ବେମେତାରା,୩୦।୧୧: ଛତିଶଗଡ଼ର ବେମେତାରା ଜିଲାରେ ଜଣେ ନାବାଳକ ପଡ଼ିଶା ଘରର ଜଣେ ୧୦ ବର୍ଷର ବାଳିକାଙ୍କୁ ବଳାତ୍କାର ପରେ ହତ୍ୟା କରିଥିବା ଅଭିଯୋଗ ହୋଇଛି। ୧୭ ବର୍ଷୀୟ…

4 years ago

କୁରୁକ୍ଷେତ୍ରରେ ଅନ୍ତର୍ଜାତୀୟ ଗୀତା ମହୋତ୍ସବ

କୁରୁକ୍ଷେତ୍ର,୩୦।୧୧(ଆଇଏଏନ୍‌ଏସ୍‌): ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ମଙ୍ଗଳବାର ହରିୟାଣାର କୁରୁକ୍ଷେତ୍ରରେ ଅନ୍ତର୍ଜାତୀୟ ଗୀତା ମହୋତ୍ସବକୁ ଉଦ୍‌ଘାଟନ କରିଛନ୍ତି। ପୁରୁଷୋତ୍ତମପୁର ବାଗ୍‌ରେ ଥିବା ଶ୍ରୀକୃଷ୍ଣଙ୍କ ରଥ ନିକଟରେ ରାଷ୍ଟ୍ରପତି ଯଜ୍ଞ…

4 years ago

ରାଗିଂ କରି ବିଶ୍ୱବିଦ୍ୟାଳୟ ହଷ୍ଟେଲରୁ ୧୮ ଛାତ୍ର ବହିଷ୍କୃତ

ଦିବ୍ରୁଗଡ଼,୩୦।୧୧: ବରିଷ୍ଠ ଛାତ୍ରମାନଙ୍କ ର଼୍ୟାଗିଂ ଯୋଗୁ ରବିବାର ଦିବ୍ରୁଗଡ଼ ବିଶ୍ୱବିଦ୍ୟାଳୟର ପ୍ରଥମ ସେମିଷ୍ଟର ଛାତ୍ର ହଷ୍ଟେଲ୍‌ ବିଲ୍ଡିଂରୁ ଡେଇଁ ଗୁରୁତର ହୋଇଥିଲେ। ଏହି ଘଟଣାରେ ସମ୍ପୃକ୍ତ ୧୮…

4 years ago

୧,୫୦୦ ଅଫିସରଙ୍କୁ ହରେଇଲାଣି ରୁଷିଆ

ମସ୍କୋ,୩୦।୧୧: ରୁଷିଆ-ୟୁକ୍ରେନ୍‌ ଯୁଦ୍ଧ ୯ ମାସରୁ ଊର୍ଦ୍ଧ୍ୱ ଦିନ ଧରି ଚାଲିଛି। ଉଭୟ ଦେଶ ଏହାଦ୍ୱାରା ପ୍ରଭାବିତ ହୋଇଥିବାବେଳେ ଏହାର ନକାରାତ୍ମକ ପ୍ରଭାବ ସମଗ୍ର ବିଶ୍ୱରେ ପଡ଼ିଛି।…

4 years ago

ଭାରତ ସହ ଆମର ସମ୍ପର୍କକୁ ନେଇ ମୁଣ୍ଡ ନ ଖେଳାଉ ଆମେରିକା, ସୀମା ବିବାଦକୁ ନେଇ ଚାଇନାର ଚେତାବନୀ

ବେଜିଂ,୩୦ ।୧୧: ଚାଇନା ଓ ଆମେରିକା ମଧ୍ୟରେ ପୁଣିଥରେ ତୁତୁମେମେ ଆରମ୍ଭ ହୋଇଯାଇଛି । ଦୁଇ ଦେଶ ପରସ୍ପର ବିରୋଧରେ ଲଗାତାର ବୟାନବାଜି କରି ଚାଲିଛନ୍ତି ।…

4 years ago

ଅଣବାସମତି ଚାଉଳ ରପ୍ତାନି ଉପରୁ କଟକଣା ହଟିଲା

ନୂଆଦିଲ୍ଲୀ,୩୦।୧୧: ଜୈବିକ ଅଣବାସମତି ଚାଉଳ ରପ୍ତାନି ଉପରେ କେନ୍ଦ୍ର ସରକାର ଲଗାଇଥିବା ନିଷେଧାଦେଶ ଉଠାଇନେବାକୁ ମଙ୍ଗଳବାର ନିଷ୍ପତ୍ତି ନେଇଛନ୍ତି। ଦେଶରେ ଚାଉଳ ଉପଲବ୍ଧତା ବଢ଼ାଇବା ପାଇଁ ସରକାର…

4 years ago