ନୂଆଦିଲ୍ଲୀ, ୨।୧୦: ଦେଶରେ କରୋନା ମହାମାରୀ ସଂକ୍ରମଣ ଥମିବାରେ ଲାଗିଛି। ତେବେ ଦୈନିକ ସଂକ୍ରମଣ ଏବଂ ମୃତ୍ୟୁ ସଂଖ୍ୟା ଦିନେ କମିଲେ ପୁଣି ବଢୁଛି। ଇତି ମଧ୍ୟରେ…
ନୂଆଦିଲ୍ଲୀ, ୨ା୧୦: ଇରାନରୁ ପେଟ୍ରୋକେମିକାଲ ଏବଂ ପ୍ରେଟ୍ରୋଲିୟମ ଉତ୍ପାଦ କିଣୁଥିବା ଭାରତର ଏକ କମ୍ପାନୀ ଉପରେ ଆମେରିକା କଟକଣା ଲଗାଇଛି। ଇରାନୀୟ ଉତ୍ପାଦ କିଣି ତାହାକୁ ଦକ୍ଷିଣ…
ଫର୍ଟ ମ୍ୟେର୍ସ ବିଚ୍/ଚାର୍ଲେଷ୍ଟନ୍,୨।୧୦: ପ୍ରଳୟଙ୍କରୀ ସାମୁଦ୍ରିକ ବାତ୍ୟା ଇଆନ୍ ଆମେରିକାର ଫ୍ଲୋରିଡ଼ା ଉପକୂଳକୁ ବିପର୍ଯ୍ୟସ୍ତ କରିଦେଇଛି। ବାତ୍ୟାରେ ବହୁସଂଖ୍ୟାରେ ବୋଟ୍ ସମୁଦ୍ରରୁ ଭାସିଆସି ବିଭିନ୍ନ ରାସ୍ତାରେ ଲାଗିଥିବାବେଳେ…
ନୂଆଦିଲ୍ଲୀ,୨।୧୦: ଗଣଭୋଟ ଜରିଆରେ ୟୁକ୍ରେନ୍ର ୧୫ ପ୍ରତିଶତ ଅଞ୍ଚଳ ରୁଷିଆ ନିଜ ଭୂଖଣ୍ଡରେ ମିଶାଇବା ନିଷ୍ପତ୍ତିକୁ ବିରୋଧ କରି ଜାତିସଂଘ ସୁରକ୍ଷା ପରିଷଦ (ୟୁଏନ୍ଏସ୍ସି)ରେ ଅଣାଯାଇଥିବା ନିନ୍ଦା…
କିଭ୍/ମସ୍କୋ/ଓ୍ବାଶିଂଟନ୍, ୨ା୧୦: ବନ୍ଧୁକ ମୁନରେ ଭୋଟିଂ କରାଇ ରୁଷିଆ ବେଆଇନ ଭାବେ ପୂର୍ବ ୟୁକ୍ରେନ୍ର ଡୋନେସ୍କ, ଲୁହାନ୍ସ୍କ ସମେତ ଜାପୋରିଝିଆ ଏବଂ ଖେରସନ୍କୁ ନିଜର ବୋଲି ଘୋଷଣା…
ଓ୍ବାଶିଂଟନ୍, ୨ା୧୦: ବିଶ୍ୱର ସବୁଠୁ ଧନୀ ଏଲନ ମସ୍କଙ୍କ ବୈଦ୍ୟୁତିକ୍ କାର ନିର୍ମାଣକାରୀ କମ୍ପାନୀ ଟେସ୍ଲା ଏହାର ବାର୍ଷିକ ଏଆଇ ଦିବସ ପାଳନ ଅବସରରେ ଏକ ହୁମ୍ୟାନଏଡ୍…
ନୂଆଦିଲ୍ଲୀ,୨ ।୧୦: ସାରା ଦେଶରେ ଜାତିର ପିତା ମହାତ୍ମା ଗାନ୍ଧୀଙ୍କ ୧୫୩ ତମ ଜୟନ୍ତି ରବିବାର ପାଳନ କରାଯାଉଛି । ସାରା ଦେଶରେ ବାପୁଙ୍କ ସ୍ମୃତିରେ ବିଭିନ୍ନ…
ମୁମ୍ବାଇ,୧।୧୦ : ଏଣିକି ମହାରାଷ୍ଟ୍ରର ସରକାରୀ କର୍ମଚାରୀମାନେ ଫୋନରେ ହ୍ୟାଲୋ ବଦଳରେ ବନ୍ଦେ ମାତରଂ କହିବେ। ଏନେଇ ମୁଖ୍ୟମନ୍ତ୍ରୀ ଏକନାଥ ଶିନ୍ଦେଙ୍କ ସରକାରଙ୍କ ପକ୍ଷରୁ ନିର୍ଦ୍ଦେଶ ଜାରି…
ଭୁବନେଶ୍ୱର,୧ା୧୦(ବ୍ୟୁରୋ): ରାଜଧାନୀରେ ପୁଣି ଜଣେ ଯୁବତୀ ଆତ୍ମହତ୍ୟା କରିଛନ୍ତି। ନୟାପଲ୍ଲୀ ଥାନା ଅନ୍ତର୍ଗତ ନୂଆସାହିରେ ଶୁକ୍ରବାର ବିଳମ୍ବିତ ରାତିରେ ଏଭଳି ଅଭାବନୀୟ ଘଟଣା ଘଟିଛି। ମୃତ ଯୁବତୀ…
କାନପୁର,୧।୧୦ : ଉତ୍ତରପ୍ରଦେଶ କାନପୁରରେ ଶ୍ରଦ୍ଧାଳୁଙ୍କୁ ନେଇ ଯାଉଥିବା ଏକ ଟ୍ରାକ୍ଟର ଟ୍ରଲି ଓଲଟି ୨୨ ଜଣଙ୍କ ମୃତ୍ୟୁ ଘଟିଛି। କାନପୁରର ଘାଟମପୁରର ଭିତରଗାଁରେ ଏହି ଅଭାବନୀୟ…