ନୂଆଦିଲ୍ଲୀ,୧୫ା୧୨: କଂଗ୍ରେସ ପକ୍ଷରୁ ଚାଲିଥିବା ଭାରତ ଯୋଡ଼ୋ ଯାତ୍ରାରେ ନେତା ରାହୁଲ ଗାନ୍ଧୀଙ୍କ ସହ ଜଣେ ପରେ ଜଣେ ସେଲିବ୍ରିଟି ଓ ବିଶିଷ୍ଟ ବ୍ୟକ୍ତି ସାମିଲ ହେବାରେ…
ଦୋହା, ୧୫।୧୨: ଦୁଇଥର ଲେଖାଏ ଟାଇଟଲ ଜିତିଥିବା ଆର୍ଜେଣ୍ଟିନା ଓ ଫ୍ରାନ୍ସ ମଧ୍ୟରେ ଚଳିତ ଫିଫା ବିଶ୍ୱକପର ଫାଇନାଲ ଅନୁଷ୍ଠିତ ହେବ। ମଙ୍ଗଳବାର ଅନୁଷ୍ଠିତ ପ୍ରଥମ ସେମିଫାଇନାଲରେ…
ଗୁଆହାଟି,୧୫।୧୨: ଆସାମର ଗାମୋଚାକୁ ଭୌଗୋଳିକ ସାଙ୍କେତିକ (ଜିଆଇ) ମାନ୍ୟତା ମିଳିଛି। ଆସାମର ସଂସ୍କୃତିକୁ ଦର୍ଶାଉଥିବା ଗାମୋଚାକୁ କେନ୍ଦ୍ର ସରକାରଙ୍କ ତରଫରୁ ଏହି ମାନ୍ୟତା ପ୍ରଦାନ କରାଯାଇଛି। ମଙ୍ଗଳବାର…
ନୂଆଦିଲ୍ଲୀ,୧୫ା୧୨: ୨୦୧୯ ଅଗଷ୍ଟ ୫ରେ ଜମ୍ମୁ-କଶ୍ମୀରକୁ ସ୍ବତନ୍ତ୍ର ମାନ୍ୟତା ପ୍ରଦାନକାରୀ ସମ୍ବିଧାନର ଅନୁଚ୍ଛେଦ ୩୭୦କୁ କେନ୍ଦ୍ର ସରକାର ଉଚ୍ଛେଦ କରିଥିଲେ। ଏହାକୁ ଚ୍ୟାଲେଞ୍ଜ କରି ସୁପ୍ରିମକୋର୍ଟରେ ଏକାଧିକ…
ନୂଆଦିଲ୍ଲୀ,୧୫ା୧୨: ୨୦୦୨ ଗୁଜରାଟ ଦଙ୍ଗା ବେଳେ ବିଲ୍କିସ ବାନୋଙ୍କୁ ଗଣବଳାତ୍କାର ଓ ତାଙ୍କ ପରିବାର ସଦସ୍ୟମାନଙ୍କୁ ହତ୍ୟା ଘଟଣାରେ ଦୋଷୀସାବ୍ୟସ୍ତ ୧୧ ଜଣଙ୍କୁ ଦଣ୍ଡ ଅବଧି ଶେଷ…
କୋଲକାତା,୧୫ା୧୨: ଗତ ମାର୍ଚ୍ଚ ୨୧ରେ ପଶ୍ଚିମବଙ୍ଗସ୍ଥିତ ବୀରଭୂମ ଜିଲା ରାମପୁରହାଟରେ ଅଭାବନୀୟ ଘଟଣା ଘଟିଥିଲା। ବୋରତୁଲ ଗ୍ରାମରେ ଭୋରରେ ଏକ ଭସ୍ମୀଭୂତ ଘରୁ ୨ ଶିଶୁ ଓ…
ଓ୍ବାଶିଂଟନ୍,୧୫।୧୨ : ବିଶ୍ୱର ଅନେକ ଦେଶରେ ଏବେ ଜଳକଷ୍ଟ ବଡ଼ ସମସ୍ୟା ପାଲଟିଛି। ଜଳର ଅପବ୍ୟବହାର ସାଙ୍ଗକୁ ଭୂ-ପୃଷ୍ଠରେ ଜଳସ୍ତର କମିବା ଯୋଗୁ ଅନେକ କୋଟି ଲୋକ…
ନୂଆଦିଲ୍ଲୀ,୧୫।୧୨: ପଶ୍ଚିମ ଓଡ଼ିଶାରେ ହାଇକୋର୍ଟର ସ୍ଥାୟୀ ବେଞ୍ଚ ପ୍ରତିଷ୍ଠା ନେଇ ଚାଲିଥିବା ଆନ୍ଦୋଳନ ଏବଂ ବିକ୍ଷୋଭରେ ଯବନିକା ପଡ଼ିଛି। ଆଇନଜୀବୀଙ୍କ ଏହି ଦାବି ପ୍ରତି ସର୍ବୋଚ୍ଚ ଅଦାଲତ…
କିଭ୍,୧୪ା୧୨: ବୁଧବାର ରୁଷିଆ ସେନା ପୁଣିଥରେ ୟୁକ୍ରେନ ଉପରେ ଏକ ବଡ଼ ଆକ୍ରମଣ କରିଛି। ଫଳସ୍ବରୂପ ରାଜଧାନୀ କିଭ୍ର ପାଞ୍ଚଟି କୋଠା ନଷ୍ଟ ହୋଇଯାଇଛି। ଏହି ଆକ୍ରମଣରେ…
କେନ୍ଦୁଝର,୧୪ା୧୨(ସ୍ବ.ପ୍ର.): ଜଣେ ବଳାତ୍କାରୀଙ୍କୁ ବୁଧବାର କେନ୍ଦୁଝର ଫାଷ୍ଟଟ୍ରାକ୍ କୋର୍ଟ ସ୍ବତନ୍ତ୍ର ବିଚାରପତି ମାନସ କୁମାର ମିଶ୍ର ୧୦ ବର୍ଷ ସଶ୍ରମ କାରାଦଣ୍ଡରେ ଦଣ୍ଡିତ କରିଛନ୍ତି। ଏଥିସହିତ ୭…