Home

ଶିକ୍ଷା ବିଭାଗରେ ଡେପୁଟେଶନ ଦୁର୍ନୀତି

ରାୟଗଡ଼ା ଅଫିସ,୨୫ା୧୧: ରାୟଗଡ଼ା ଜିଲା ଶିକ୍ଷା ବିଭାଗକୁ ପିଛା ଛାଡ଼ୁନି ଦୁର୍ନୀତି। କେତେବେଳେ ନକଲି ଶିକ୍ଷକ ଆଉ କେତେବେଳେ ଡେପୁଟେଶନ୍‌ ପାଇଁ ପ୍ରତିଯୋଗିତା। ଏବେ ଡେପୁଟେସନ ନାଁରେ…

4 years ago

କୋଠାରେ ଅଗ୍ନିକାଣ୍ଡ: ୧୦ ଜୀବନ୍ତ ଦଗ୍ଧ, ୯ ଆହତ

ବେଜିଂ,୨୫।୧୧: ଚାଇନାର ଜିନଜିଆଙ୍ଗ ଉଇଗରରେ ଏକ ବଡ ଦୁର୍ଘଟଣା ଘଟିଛି। ରାଜଧାନୀ ଉରୁମକିରେ ଥିବା ୨୧ ମହଲା ବିଶିଷ୍ଟ ଆବାସିକ କୋଠାରେ ଏକ ବଡ଼ ଅଗ୍ନିକାଣ୍ଡ ଘଟିଛି।…

4 years ago

ବିଷମକଟକରେ ଚାଷୀଙ୍କ ପାଇଁ ଶୀତଳଭଣ୍ଡାର ନିର୍ମାଣ

ବିଷମକଟକ,୨୫ା୧୧(ଡି.ଏନ୍‌.ଏ.): ରାୟଗଡ଼ା ଜିଲା ବିଷମକଟକ ବ୍ଲକ ଚାଟିକଣା ସ୍ଥିତ ଦକ୍ଷତା ତାଲିମ କେନ୍ଦ୍ରଠାରେ ଡଙ୍ଗରିଆ କନ୍ଧ ଉନ୍ନୟନ ସଂସ୍ଥା(ଡିକେଡିଏ) ଏବଂ ଉଦ୍ୟାନ ବିଭାଗର ମିଳିତ ସହଯୋଗରେ ୧୫…

4 years ago

ବିଦ୍ୟାଳୟ ପରିସରରୁ ଜବରଦଖଲ ଉଚ୍ଛେଦ

ଛେଣ୍ଡିପଦା,୨୫ା୧୧(ସ୍ବ.ପ୍ର.): ଛେଣ୍ଡିପଦା ବ୍ଲକ ଜରପଡା ଥାନା କତଡା ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ପରିସରରେ ଥିବା ସରକାରୀ ଜାଗାରୁ ବୁଧବାର ସ୍ଥାନୀୟ ପୋଲିସ ପ୍ରଶାସନ ଜବରଦଖଲ ଉଚ୍ଛେଦ କରିଛନ୍ତି।…

4 years ago

ବସଲାରେ ୩୩ ହାତୀ, ଲୋକେ ଭୟଭୀତ

ଅନୁଗୋଳ ଅଫିସ,୨୫ା୧୧: ଅନୁଗୋଳ ବ୍ଲକ ବସଲା ପଞ୍ଚାୟତ ଭେରୁବଣିଆ ଗ୍ରାମରେ ହାତୀପଲ ଆତଙ୍କ ଖେଳାଇ ଦେଇଛନ୍ତି। ବ୍ୟାପକ ଫସଲ ନଷ୍ଟ କରିବା ସହ ଆକ୍ରମଣ କରିବାକୁ ଗୋଡ଼ାଉଥିବାରୁ…

4 years ago

ସମସ୍ୟା ଘେରରେ କାଶୀନଗର ଏନ୍‌ଏସି

କାଶୀନଗର,୨୧ା୧୧: ଗଜପତି ଜିଲାର ଏକମାତ୍ର ଏନଏସି କାଶୀନଗର ସମସ୍ୟା ଘେରରେ ରହିଛି। ବେଶେଷକରି ଡମ୍ପିଂୟାର୍ଡ ସମସ୍ୟାର ସମାଧାନ ହୋଇପାରୁନଥିବା ଯୋଗୁ ଜନ ଅସନ୍ତୋଷ ବଢିବାରେ ଲାଗିଛି। ସହରରେ…

4 years ago

କାଜୁ ୟୁନିଟ୍‌ ବାହାନାରେ ବ୍ୟାଙ୍କରୁ ୨୬ଲକ୍ଷ ଠକେଇ

ବ୍ରହ୍ମପୁର ଅଫିସ,୨୫ା୧୧: ଜଣେ ବ୍ୟକ୍ତି ମୁଦ୍ରା ଯୋଜନାରେ ଏକ କାଜୁ ପ୍ରକ୍ରିୟାକରଣ ୟୁନିଟ୍‌ ସ୍ଥାପନ କରିବାକୁ ଦର୍ଶାଇ ୟୁନିୟନ୍‌ ବ୍ୟାଙ୍କରୁ ଦୁଇଟି ପର୍ଯ୍ୟାୟରେ ୨୬ଲକ୍ଷର ଋଣ ଉଠାଇ…

4 years ago

ଖେଣ୍ତରାରେ ଚାଲୁଛି ବେଆଇନ କୁକୁଡ଼ା ଲଢ଼େଇ

କେନ୍ଦୁଝର,୨୫ା୧୧(ସ୍ବ.ପ୍ର): କେନ୍ଦୁଝର ଜିଲା ଝୁମ୍ପୁରା ବ୍ଲକ୍‌ ଖେଣ୍ତରା ଗ୍ରାମର ଶାଳ ଜଙ୍ଗଲରେ ଦୀର୍ଘ ଦିନ ହେବ ବେଆଇନ କୁକୁଡ଼ା ଲଢ଼େଇ ହେଉଛି। ଫଳରେ ଅଞ୍ଚଳରେ ବିଭିନ୍ନ ଅସାମାଜିକ…

4 years ago

ପୁଣି ଇଡିରେ ହାଜର ହେଲେ ଶ୍ରଦ୍ଧାଞ୍ଜଳି

ଭୁବନେଶ୍ୱର,୨୫ା୧୧(ବ୍ୟୁରୋ): ଲେଡି ବ୍ଲାକ୍‌ମେଲର ଅର୍ଚ୍ଚନା ନାଗଙ୍କ ସହଯୋଗୀ ଶ୍ରଦ୍ଧାଞ୍ଜଳି ବେହେରା ଶୁକ୍ରବାର ପୁଣି ଇଡିରେ ହାଜର ହୋଇଛନ୍ତି। ଏହା ପୂର୍ବରୁ ଅର୍ଥାତ୍‌ ଗତ ବୁଧବାର ମଧ୍ୟ ଶ୍ରଦ୍ଧାଞ୍ଜଳିଙ୍କୁ…

4 years ago

‘ମୋତେ ଜଣା ନ ଥିଲା ମୁଁ କେଉଁ ରାସ୍ତା ବାଛୁଛି’

ମୁମ୍ବାଇ: ଅଭିନେତ୍ରୀ ହୁଅନ୍ତୁ କି ଅଭିନେତା। ସେମାନେ ଅନେକ ସଂଘର୍ଷ କରିବା ପରେ ସଫଳତାର ପାହାଚ ଚଢ଼ିଥାନ୍ତି। ଏମାନଙ୍କ ମଧ୍ୟରୁ ୟାମି ଗୌତମ ହେଉଛନ୍ତି ଜଣେ। ସେ…

4 years ago