Home

କୋରେଇରେ ଟ୍ରେନ୍‌ ଦୁର୍ଘଟଣା: ୩ ମୃତ

ଯାଜପୁର ଅଫିସ,୨୧ା୧୧: ଯାଜପୁରର କୋରେଇଠାରେ ସୋମବାର ଟ୍ରେନ୍‌ ଦୁର୍ଘଟଣାରେ ୩ ଜଣଙ୍କ ମୃତ୍ୟୁ ଘଟିଛି। ଏକ ମାଲ୍‌ବାହୀ ଟ୍ରେନ୍‌ ଯାତ୍ରୀ ବିଶ୍ରାମାଗାର ଭିତରକୁ ମାଡ଼ି ଯିବାରୁ ଘଟଣାସ୍ଥଳରେ…

4 years ago

ଆଜି କୋର୍ଟରେ ହାଜର ହେବେ ଖଗେଶ୍ୱର

ଭୁବନେଶ୍ୱର,୨୧ା୧୧(ବ୍ୟୁରୋ): ବହୁଚର୍ଚ୍ଚିତ ମହିଳା ବ୍ଲାକ୍‌ମେଲର ଅର୍ଚ୍ଚନା ନାଗଙ୍କ ବିଜ୍‌ନେସ୍‌ ପାର୍ଟନର ଖଗେଶ୍ୱର ପାତ୍ରଙ୍କ ୧୦ ଦିନିଆ ରିମାଣ୍ଡ ଅବଧି ରବିବାର ଶେଷ ହୋଇଛି। ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ(ଇଡି) ଗତ…

4 years ago

ବାସୁଙ୍କ ରକ୍‌ ସଙ୍ଗୀତକୁ ଅପେକ୍ଷା

କ୍ଲାଇମେଟ୍‌ ଚେଞ୍ଜ: ଦି ପାୱାର ଅଫ୍‌ ୟୁଥ୍‌ :  ଜଳବାୟୁପରିବର୍ତ୍ତନ ସାରା ବିଶ୍ୱ ପାଇଁ ଆହ୍ବାନ ସୃଷ୍ଟି କରିଥିବାବେଳେ ଯୁବପିଢ଼ି କିପରି ଏ ଦିଗରେ ସଚେତନ ହେବେ…

4 years ago

ଓଡ଼ିଆ ଭାଷା ବୁଝୁନାହାନ୍ତି ପିଲା

ମାଲକାନଗିରି/ମାଥିଲି, ୨୧।୧୧(ଡି.ଏନ୍‌.ଏ.)(ଦୁର୍ଯ୍ୟୋଧନ ପାତ୍ର/ସୁବାସ ଚନ୍ଦ୍ର ଖୁଡୁପିଆ) : ଓଡ଼ିଆ ଭାଷାରେ ଶିକ୍ଷକ କରୁଛନ୍ତି ଶିକ୍ଷାଦାନ। ହେଲେ କୋୟା ଆଦିବାସୀ ପିଲା ତାହାକୁ ବୁଝିପାରୁନାହାନ୍ତି। ଅନୁରୂପ ସମସ୍ୟା ସୃଷ୍ଟି…

4 years ago

ପାରାଚ୍ୟୁଟ୍‌ରେ ଫେରିବେ ମହାକାଶଚାରୀ

ଲକ୍ଷ୍ନୌ,୨୧।୧୧: ଭାରତୀୟ ମହାକାଶ ଗବେଷଣା ସଂସ୍ଥା (ଇସ୍ରୋ) ଗଗନୟାନ ମିଶନକୁ ସଫଳ କରିବା ଦିଗରେ ଆଗେଇ ଚାଲିଛି। ୧୦,୦୦୦ କୋଟି ଟଙ୍କା ବ୍ୟୟରେ ନିର୍ମିତ ସ୍ପେସ୍‌କ୍ରାଫ୍ଟ ମିଶନ…

4 years ago

କ୍ଷତିପୂରଣ କରିବେ ଧନୀ ରାଷ୍ଟ୍ର

ଶର୍ମ ଏଲ୍‌-ଶେଖ୍‌/ନୂଆଦିଲ୍ଲୀ,୨୧ା୧୧ : ଜଳବାୟୁ ପରିବର୍ତ୍ତନଜନିତ ବିପର୍ଯ୍ୟୟ ଯୋଗୁ କ୍ଷତିଗ୍ରସ୍ତ ହେଉଥିବା ଅନୁନ୍ନତ ଦେଶଗୁଡ଼ିକୁ ଉତ୍ସର୍ଜନ ସୃଷ୍ଟିକାରୀ ଧନୀ ରାଷ୍ଟ୍ରଗୁଡ଼ିକ କ୍ଷତିପୂରଣ ଦେବେ। ଏଥିସକାଶେ ଏକ ପାଣ୍ଠି…

4 years ago

ରଙ୍ଗାରଙ୍ଗ କାର୍ଯ୍ୟକ୍ରମ ସହ ଫିଫା ବିଶ୍ୱକପ୍‌ ଉଦ୍‌ଘାଟିତ

ଦୋହା,୨୦।୧୧: ଫିଫା ବିଶ୍ୱକପ୍‌ର ୨୨ତମ ସଂସ୍କରଣ ରବିବାର ଉଦ୍‌ଘାଟିତ ହୋଇଛି। ମ୍ୟାଚ ପୂର୍ବରୁ ଟୁର୍ନାମେଣ୍ଟର ଉଦଘାଟନୀ ସମାରୋହ କତାରର ଅଲ ବାଇଡ ଷ୍ଟାଡିୟମରେ ଅନୁଷ୍ଠିତ ହୋଇଛି। ଏହି…

4 years ago

ରାଷ୍ଟ୍ରପତି ଦୌପଦୀ ମୁର୍ମୁଙ୍କ ସଫଳ ମୋତିଆବିନ୍ଦୁ ଅସ୍ତ୍ରୋପଚାର

ନୂଆଦିଲ୍ଲୀ,୨୦।୧୧: ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କ ଡାହାଣ ଆଖିରେ ରବିବାର ସଫଳତାର ସହ ମୋତିଆବିନ୍ଦୁ ଅସ୍ତ୍ରୋପଚାର କରାଯାଇଛି। ରାଷ୍ଟ୍ରପତି ଭବନ ପକ୍ଷରୁ ଏନେଇ ସୂଚନା ଦିଆଯାଇଛି। ଏଥିପାଇଁ ୬୪…

4 years ago

ଶ୍ରଦ୍ଧାଙ୍କ ମୁଣ୍ଡକୁ ପୋଖରୀରେ ପକାଇଛନ୍ତି ଅଭିଯୁକ୍ତ ଅଫ୍‌ତାବ!

ନୂଆଦିଲ୍ଲୀ,୨୦।୧୧: ଶ୍ରଦ୍ଧା ୱାଲ୍‌କର ହତ୍ୟା ମାମଲାର ଯାଞ୍ଚ କରୁଥିବା ଦିଲ୍ଲୀ ପୋଲିସ ଅଭିଯୁକ୍ତ ଅଫ୍‌ତାବ ପୁନାୱାଲାଙ୍କୁ ପଚରାଉଚରା ବେଳେ କିଛି ଗୁରୁତ୍ୱପୂର୍ଣ୍ଣ ତଥ୍ୟ ହାସଲ କରିଛି। ରବିବାର…

4 years ago

ପୁଣି ବଢିଲା କ୍ଷୀର ଦର

ନୂଆଦିଲ୍ଲୀ,୨୦।୧୧: ସାଧାରଣ ଜନତାଙ୍କୁ ମୁଦ୍ରାସ୍ଫୀତିରୁ କୌଣସି ଆଶ୍ୱସ୍ତି ମିଳୁନାହିଁ। ନିତ୍ୟବ୍ୟବହାର୍ଯ୍ୟ ସାମଗ୍ରୀର ଦରଦାମ ବୃଦ୍ଧି ପାଇବାରେ ଲାଗିଛି। ବର୍ତ୍ତମାନ କ୍ଷୀରର ମୂଲ୍ୟ ପୁଣି ବୃଦ୍ଧି ପାଇଛି। ମଦର…

4 years ago