ନୂଆଦିଲ୍ଲୀ,୧୯।୧୧: କୋଭିଡ୍ ସଂକ୍ରମଣ ପରଠାରୁ କ୍ରମାଗତ ଭାବେ ଡଲାର ତୁଳନାରେ ଭାରତୀୟ ମୁଦ୍ରାର ମୂଲ୍ୟ ହ୍ରାସ ପାଇଚାଲିଛି। ଫଳରେ ଭାରତୀୟ ଟଙ୍କାର ମୂଲ୍ୟ ହ୍ରାସ ଯୋଗୁ ଉଭୟ…
ବରଗଡ଼ ଅଫିସ୍,୧୯।୧୧: ପଦ୍ମପୁର ଉପନିର୍ବାଚନ ପାଇଁ ଆସନ୍ତା ଡିସେମ୍ବର ୫ତାରିଖରେ ଭୋଟ ଗ୍ରହଣ ହେବ। ଶୁକ୍ରବାର ଏଥିପାଇଁ ପ୍ରାର୍ଥିପତ୍ର ଯାଞ୍ଚ ପ୍ରକ୍ରିୟା ସରିଛି। ଏହାପରେ ନିର୍ବାଚନ ମଣ୍ଡଳୀରେ…
ପଦ୍ମପୁର,୧୯।୧୧(ଡି.ଏନ.ଏ.): ପଦ୍ମପୁର ବିଧାନସଭା ଉପନିର୍ବାଚନ ପାଇଁ ପ୍ରାର୍ଥୀମାନଙ୍କ ସତ୍ୟପାଠକୁ ସାର୍ବଜନୀନ କରିଛନ୍ତି ନିର୍ବାଚନ ଅଧିକାରୀ। ନିର୍ବାଚନ ଅଧିକାରୀଙ୍କ ସୂଚନା ମୁତାବକ, ବିଜେଡି ପ୍ରାର୍ଥତ୍ନୀ ବର୍ଷା ସିଂ ବରିହା…
ଭୁବନେଶ୍ବର,୧୯।୧୧(ବ୍ୟୁରୋ): ଚାଷୀଙ୍କ ଆୟ ଦ୍ୱିଗୁଣିତ କରିବା ପାଇଁ କେନ୍ଦ୍ରରେ ମୋଦି ସରକାର ପ୍ରତିଶ୍ରୁତିବଦ୍ଧ। କେନ୍ଦ୍ର ସରକାର ଚାଷ ଓ ଚାଷୀଙ୍କ ସମସ୍ୟା ଦୂରୀକରଣ ପାଇଁ ଗତ ୮…
ଭୁବନେଶ୍ବର, ୧୯।୧୧(ବ୍ୟୁରୋ): ପ୍ରଧାନମନ୍ତ୍ରୀ ଫସଲବୀମା ଚାଷୀଙ୍କୁ ନ ମିଳିବା ନେଇ ବିଜେଡି ଓ ଭାଜପା ପରସ୍ପର ବିରୋଧରେ ଦୋଷ ଲଦାଲଦି ହେଉଛନ୍ତି। ହେଲେ ବାସ୍ତବ କଥା ସମ୍ପୂର୍ଣ୍ଣ…
ହାଇଦ୍ରାବାଦ,୧୯।୧୧: କଂଗ୍ରେସରେ ଯୋଗଦାନ ଖବରକୁ ତେଲଙ୍ଗାନା ମୁଖ୍ୟମନ୍ତ୍ରୀ କେ. ଚନ୍ଦ୍ରଶେଖର ରାଓଙ୍କ ଝିଅ ତଥା ଟିଆର୍ଏସ୍ ବିଧାନ ପରିଷଦ ସଦସ୍ୟା କେ. କବିତା ଖଣ୍ଡନ କରିଛନ୍ତି। ଅନ୍ୟ…
ମୁମ୍ବାଇ,୧୯।୧୧: ଭାରତ ଯୋଡ଼ୋ ଯାତ୍ରା ଅବସରରେ କଂଗ୍ରେସ ନେତା ରାହୁଲ ଗାନ୍ଧୀ ହିନ୍ଦୁତ୍ୱବାଦୀ ନେତା ବିନାୟକ ଦାମୋଦର ସାବରକରଙ୍କ ସମ୍ପର୍କରେ ଦେଇଥିବା ବିବାଦୀୟ ମନ୍ତବ୍ୟ ମହାବିକାଶ ଅଘାଡ଼ି…
ନୂଆଦିଲ୍ଲୀ,୧୯।୧୧: ବହିର୍ବ୍ୟାପାର ମନ୍ତ୍ରଣାଳୟରେ ନିୟୋଜିତ ଥିବା ଜଣେ ଡ୍ରାଇଭରଙ୍କୁ ଗୁପ୍ତଚର ବୃତ୍ତି ଅଭିଯୋଗରେ ଶୁକ୍ରବାର ନୂଆଦିଲ୍ଲୀର ଜବାହରଲାଲ୍ ନେହେରୁ ଭବନରୁ ଗିରଫ କରାଯାଇଛି। ଅର୍ଥ ବଦଳରେ ସେ…
ନୂଆଦିଲ୍ଲୀ,୧୯ ।୧୧: ଗୁଜରାଟ ବିଧାନସଭା ନିର୍ବାଚନକୁ ନେଇ ପ୍ରାୟ ସମସ୍ତ ରାଜନୈତିକ ଦଳ ଯୋର ସୋରରେ ସେମାନଙ୍କ ପ୍ରଚାର ଅଭିଯାନ ଆରମ୍ଭ କରି ସାରିଛନ୍ତି । ଏହି…
କାଠମାଣ୍ଡୁ,୧୯।୧୧(ପି.ଟି.): ନେପାଳ ସାଧାରଣ ନିର୍ବାଚନ ଆସନ୍ତା ରବିବାର ଅନୁଷ୍ଠିତ ହେଉଥିବାବେଳେ ଭାରତର ମୁଖ୍ୟ ନିର୍ବାଚନ କମିଶନର (ସିଇସି) ରାଜୀବ କୁମାର ଅନ୍ତର୍ଜାତୀୟ ପର୍ଯ୍ୟବେକ୍ଷକ ଭାବେ ଶୁକ୍ରବାର ସେଠାରେ…