Home

ମୋରାଲିଟି ପୋଲିସ ହଟିଲା

ତେହରାନ,୫ା୧୨: ଦୀର୍ଘ ଅଢ଼େଇ ମାସର ଆନ୍ଦୋଳନ ପରେ ଶେଷରେ ମୁଣ୍ଡ ନୁଅଁାଇଛନ୍ତି ଇରାନର ଇବ୍ରାହିମ ରଇସି ସରକାର। ଧର୍ମୀୟ ବ୍ୟାପାରରେ ହସ୍ତକ୍ଷେପ କରୁଥିବା ମୋରାଲିଟି ପୋଲିସ ହାଜତରେ…

4 years ago

ମେଟ୍ରୋ ଟ୍ରେନ୍‌ରେ ଆସି ଘର ଭିତରେ ଓହ୍ଲାଉଛି ଏକ କୁନି ପିଲା, ଭିଡିଓ ଦେଖିଲେ…

ବିଜ୍ଞାନର ବିକାଶ ଦେଖି ମନେ ହୁଏ ଆଗାମୀ ଦିନରେ ମାନବ ପାଇଁ ଅତ୍ୟନ୍ତ ସ୍ବତନ୍ତ୍ର ହେବ। ମଣିଷ ନିଜ ପାଇଁ ବିଜ୍ଞାନର ସାହାଯ୍ୟରେ ଏପରି ଉଦ୍ଭାବନ କରିଛି…

4 years ago

ଧବଳେଶ୍ୱରଙ୍କ ଦର୍ଶନ ପାଇଁ ହେବ ଅସ୍ଥାୟୀ ରାସ୍ତା

ଖୁଣ୍ଟୁଣୀ, ୫ା୧୨(ଡି.ଏନ.ଏ.):କଟକ ଜିଲା ଆଠଗଡ଼ର ପ୍ରସିଦ୍ଧ ଧବଳେଶ୍ୱରଙ୍କ ଦର୍ଶନ ପାଇଁ ଭକ୍ତଙ୍କୁ ବାରଣ କରାଯାଇଛି। ଧବଳେଶ୍ୱର ପୀଠକୁ ସଂଯୋଗ ହୋଇଥିବା ଝୁଲାପୋଲକୁ ବନ୍ଦ କରାଯାଇଥିବାରୁ ଭକ୍ତମାନେ ଦର୍ଶନରୁ…

4 years ago

ଗାଡ଼ି ସାଇଡ୍‌ ମାରି ଖଣ୍ଡାରେ ହାଣିଲେ

ଭୁବନେଶ୍ୱର (ବ୍ୟୁରୋ)/ଯଁାଳା,୫।୧୨(ଡି.ଏନ୍‌.ଏ.) :ଛାତ୍ର ନେତାଙ୍କ ଗୁଣ୍ଡାରାଜ୍‌। ଜଣେ ଯୁବତୀଙ୍କୁ ଏକତରଫା ପ୍ରେମ କରି ବିଫଳ ହେବା ପରେ ତାଙ୍କ ଭାଇଙ୍କୁ ହତ୍ୟା ଯୋଜନା କରିଥିଲେ। ଗାଡି ସାଇଡ୍‌…

4 years ago

ଆଇଆଇସି ଗିରଫ: ମାମଲାରୁ ନାଁ କାଟିବାକୁ ନେଉଥିଲେ ୨୫ହଜାର ଟଙ୍କା

ବଲାଙ୍ଗୀର ଅଫିସ, ୫ା୧୨:ଏକ ମାମଲାରୁ ନଁା କାଟିଦେବାକୁ ଲାଞ୍ଚ ନେବାବେଳେ ରବିବାର ଭିଜିଲାନ୍ସ ଜାଲରେ ପଡିଛନ୍ତି ବଲାଙ୍ଗୀର ଜିଲା ସିନ୍ଧେକେଲା ଥାନା ଆଇଆଇସି ଆଲୋକ କୁମାର ବେହେରା।…

4 years ago

ଆସନ୍ତା ବର୍ଷରୁ ପେପରଲେସ୍‌ ହେବ ଏମ୍ସ

ଭୁବନେଶ୍ୱର, ୫ା୧୨(ବ୍ୟୁରୋ):ଆସନ୍ତା ବର୍ଷରୁ ଭୁବନେଶ୍ୱର ଏମ୍ସରେ ଇ-ହସ୍ପିଟାଲ କାର୍ଯ୍ୟକ୍ଷମ ହେବ। ଅର୍ଥାତ୍‌ ଏହି ଜାତୀୟ ସ୍ବାସ୍ଥ୍ୟ ଅନୁଷ୍ଠାନ ସମ୍ପୂର୍ଣ୍ଣ ପେପରଲେସ୍‌ ହେବ। ଫଳରେ ଚିକିତ୍ସା ସମ୍ପର୍କିତ ସମସ୍ତ…

4 years ago

ସ୍ତ୍ରୀଙ୍କ କଟୁରି ମାଡ଼ରେ ସ୍ବାମୀ ମୃତ

ବାଲେଶ୍ୱର ଅଫିସ,୫।୧୨:ବାଲେଶ୍ୱର ଜିଲା ଚାନ୍ଦିପୁର ଥାନା ଅଧୀନ ଚାରିଗୋଛିଆ ଗ୍ରାମରେ ଘରୋଇ କଳହକୁ ନେଇ ସ୍ତ୍ରୀଙ୍କ କଟୁରି ମାଡ଼ରେ ସ୍ବାମୀଙ୍କ ମୃତ୍ୟୁ ହୋଇଛି। ମୃତକ ହେଲେ ଗୋବିନ୍ଦ…

4 years ago

ସରିଲା ନିବେଶ ମହାକୁମ୍ଭ

ଭୁବନେଶ୍ୱର,୫।୧୨(ବ୍ୟୁରୋ):ଚଳିତ ବର୍ଷ ନଭେମ୍ବର ୩୦ରୁ ଆରମ୍ଭ ହୋଇଥିବା ମେକ୍‌ ଇନ୍‌ ଓଡ଼ିଶା କନ୍‌କ୍ଲେଭ (ଏମ୍‌ଆଇଓସି)-୨୨ ରବିବାର ଆନୁଷ୍ଠାନିକ ଭାବେ ଶେଷ ହୋଇଛି। ଗତ ୫ ଦିନ ହେବ…

4 years ago

ଆଜି ମୁଖ୍ୟମନ୍ତ୍ରୀଙ୍କ ଦିଲ୍ଲୀ ଗସ୍ତ

ଭୁବନେଶ୍ୱର, ୫।୧୨(ବ୍ୟୁରୋ):ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଦିନିକିଆ ଗସ୍ତରେ ସୋମବାର ସକାଳେ ନୂଆଦିଲ୍ଲୀ ଯିବା କାଯର୍ର୍‌ୟକ୍ରମ ରହିଛି। ଭାରତର ଜି-୨୦ ଅଧ୍ୟକ୍ଷତାକୁ ନେଇ ସୋମବାର ହେବାକୁ ଥିବା ସର୍ବଦଳୀୟ…

4 years ago

ପଦ୍ମପୁର ଉପନିର୍ବାଚନ, ଆଜି ମତଦାନ

ବରଗଡ଼ ଅଫିସ୍‌/ପଦ୍ମପୁର,୫।୧୨(ଡି.ଏନ.ଏ):ବରଗଡ଼ ଜିଲା ପଦ୍ମପୁର ଉପନିର୍ବାଚନ ପାଇଁ ସୋମବାର ସକାଳ ୭ଟାରୁ ଅପରାହ୍ନ ୪ଟା ପର୍ଯ୍ୟନ୍ତ ମତଦାନ କରାଯିବ। ଏହାପୂର୍ବରୁ ସକାଳ ସାଢେ ୫ଟାରେ ମକ୍‌ ପୋଲ୍‌…

4 years ago