Home

ଜେଲନ୍‌ସ୍କିଙ୍କ ଦାବି ସ୍ୱାଧିନତା ଦିବସରେ ୟୁକ୍ରେନରେ ୨୨ଲୋକଙ୍କ ମୃତ୍ୟୁ, ୫୦ ଆହତ

କ୍ୱିଭ,୨୫ ।୮: ୟୁକ୍ରେନର ରାଷ୍ଟ୍ରପତି ଭୋଲୋଡିମିର ଜେଲନ୍‌ସ୍କି ଅଗଷ୍ଟ ୨୪ରେ ସଂଯୁକ୍ତ ରାଷ୍ଟ୍ର ସୁରକ୍ଷା ପରିଷଦକୁ କହିଛନ୍ତି ‘ରୁଷିଆ ସେନା ୟୁକ୍ରେନର ସ୍ୱାଧିନତା ଦିବସରେ ନିପ୍ରୋପେଟ୍ରୋବସ୍କ ଅଞ୍ଚଳରେ…

4 years ago

ଲକ୍‌ଡାଉନରେ ଶ୍ରମିକଙ୍କୁ ସାହାଯ୍ୟ କରିଥିବା ଛତୁଚାଷୀ ପପ୍ପନ ସିଂଙ୍କ ଆତ୍ମହତ୍ୟା

ନୂଆଦିଲ୍ଲୀ,୨୪।୮ :କୋଭିଡ୍‌ ଲକ୍‌ଡାଉନ ବେଳେ ପ୍ରବାସୀ ଶ୍ରମିକମାନଙ୍କୁ ବିମାନରେ ସେମାନଙ୍କ ଘରକୁ ପଠାଇ ଚର୍ଚ୍ଚିତ ହୋଇଥିବା ନୂଆଦିଲ୍ଲୀର ଜଣାଶୁଣା ଛତୁଚାଷୀ ପପ୍ପନ ସିଂ ଗେହଲଟ ଆତ୍ମହତ୍ୟା କରିଛନ୍ତି।…

4 years ago

କେନାଲକୁ ଓଲଟିଲା ମାଛ ବୋଝେଇ ପିକଅପ୍‌: ମାନବିକତା ଦେଖାଇ ପାଣିରୁ ମାଛ କାଢି ଫେରାଇଲେ ଲୋକେ

ମାହାଙ୍ଗା,୨୪ା୮(ସ୍ବ.ପ୍ର.): ମାହାଙ୍ଗା ଥାନା ହଳଦିଆ ପଞ୍ଚାୟତ ଇଟାମୁଣ୍ଡଳୀ ଗଁା ନିକଟରେ ବୁଧବାର ସକାଳେ ଏକ ମାଛ ବୋଝେଇ ପିକ୍‌ଅପ୍‌ ଭ୍ୟାନଟି ନିଶ୍ଚିନ୍ତକୋଇଲିରୁ ପଞ୍ଚୁପାଣ୍ଡବକୁ ଯାଉଥିବା ଭାରସାମ୍ୟ ହରାଇ…

4 years ago

ମୃତ୍ୟୁ ପ୍ରମାଣପତ୍ର ଦେବାକୁ କିରାଣି ନେଉଥିଲେ ଲାଞ୍ଚ, ଧରିଲା ଭିଜିଲାନ୍ସ

ଭବାନୀପାଟଣା,୨୪ା୮(ସ୍ବ.ପ୍ର.): ଭିଜିଲାନ୍ସ ଜାଲରେ ସିଏଚ୍‌ସି କନିଷ୍ଠ କିରାଣି। କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରର କନିଷ୍ଠ କିରାଣି ଏମ୍‌ ଦିବ୍ୟଜ୍ୟୋତି ବୁଧବାର ଭିଜିଲାନ୍ସ ଜାଲରେ ପଡ଼ିଛନ୍ତି।…

4 years ago

ସୋନାଲି ଫୋଗଟଙ୍କୁ କରାଯାଇଛି ହତ୍ୟା, ସିବିଆଇ ତଦନ୍ତ ଦାବି କଲା ପରିବାର

ନୂଆଦିଲ୍ଲୀ,୨୪।୮: ଅଭିନେତ୍ରୀ ତଥା ହରିୟାଣାର ଭାଜପା ନେତ୍ରୀ ସୋନାଲି ଫୋଗଟଙ୍କର ହୃଦ୍‌ଘାତରେ ମୃତ୍ୟୁ ହୋଇନାହିଁ, ତାଙ୍କୁ ହତ୍ୟା କରାଯାଇଛି ବୋଲି ପରିବାର ପକ୍ଷରୁ ଅଭିଯୋଗ କରାଯାଇଛି। ତାଙ୍କ…

4 years ago

‘ସୋନିଆଙ୍କୁ ନୁହେଁ, କ’ଣ ନଡାଙ୍କୁ ଭେଟିବି’

ନୂଆଦିଲ୍ଲୀ,୨୪।୮: ୨୦୧୯ ଲୋକ ସଭା ନିର୍ବାଚନ ପରଠାରୁ କଂଗ୍ରେସ ଦଳର ପୂର୍ଣ୍ଣକାଳୀନ ସଭାପତି କିଏ ହେବ ସେନେଇ ଚର୍ଚ୍ଚା ଜାରି ରହିଛି। ସୋନିଆ ଗାନ୍ଧୀ କଂଗ୍ରେସର ସଭାପତି…

4 years ago

ଭିଜିଲାନ୍ସ ଜାଲରେ ଲୋଇସିଂହା ଆଇଆଇସି

ବଲାଙ୍ଗୀର ଅଫିସ,୨୪ା୮: ଭିଜିଲାନ୍ସ ଜାଲରେ ବଲାଙ୍ଗୀର ଜିଲା ଲୋଇସିଂହା ଆଇଆଇସି ସଂଗ୍ରାମ ପଟ୍ଟନାୟକ। ୨୦ ହଜାର ଟଙ୍କା ଲାଞ୍ଚ ନେଉଥିବା ବେଳେ ଆଇଆଇସିଙ୍କୁ କାବୁ କରିଛି ବରଗଡ଼…

4 years ago

ଡିସେମ୍ବର ୨୭ରୁ ବିଶ୍ୱପ୍ରସିଦ୍ଧ ଧନୁଯାତ୍ରା

ବରଗଡ଼ ଅଫିସ,୨୪ା୮: ବୃହତ୍‌ ମୁକ୍ତାକାଶ ରଙ୍ଗମଞ୍ଚ ବରଗଡ଼ ଧନୁଯାତ୍ରା ମହୋତ୍ସବ ଆସନ୍ତା ଡିସେମ୍ବର ୨୭ରୁ ଆରମ୍ଭ ହେବ। ଏହି ଯାତ୍ରା ଦୀର୍ଘ ୧୧ ଦିନ ବ୍ୟାପୀ ୨୦୨୩…

4 years ago

ରଜନୀକାନ୍ତଙ୍କ ମୋଟ ସମ୍ପତ୍ତି କେତେ ଜାଣନ୍ତି

ଭାରତୀୟ ଚଳଚ୍ଚିତ୍ର ଇଣ୍ଡଷ୍ଟ୍ରିର ଜଣେ ବଡ ଅଭିନେତା ହେଉଛନ୍ତି ରଜନୀକାନ୍ତ। ସେ ରୋବଟ, ଲିଙ୍ଗା, ଶିବାଜୀ ଦି ବସ ଏବଂ ୨.୦ ଭଳି ଏକରୁ ଅଧିକ ବ୍ଲକବଷ୍ଟର…

4 years ago

ବସ୍‌ଷ୍ଟାଣ୍ଡ ନିକଟରୁ ମିଳିଲା ଜଣେ ବ୍ୟକ୍ତିଙ୍କ ମୃତଦେହ

କୋକସରା,୨୪ା୮(ଡି.ଏନ୍‌.ଏ.): କଳାହାଣ୍ଡି ଜିଲା କୋକସରା ବ୍ଲକ ମୋଟେର ଛକ ବସ୍‌ଷ୍ଟାଣ୍ଡର ଦୁର୍ଗାମଣ୍ଡପ ନିକଟରେ ବୁଧବାର ଜଣେ ଯୁବକଙ୍କ ମୃତଦେହ ରହିଥିବା ଦେଖି ସ୍ଥାନୀୟ ଲୋକେ ମୋଟେର ଫାଣ୍ଡି…

4 years ago