Home

ଚାନ୍ଦି ଭଣ୍ଡାରରେ ସ୍ବତନ୍ତ୍ର ‘ଚାନ୍ଦି ପେ ଚାନ୍ଦି’ ଅଫର’

ଭୁବନେଶ୍ୱର,୨୫ା୧୧:ରାଜ୍ୟର ପ୍ରମୁଖ ରୁପା ଅଳଙ୍କାର ପ୍ରତିଷ୍ଠାନ ଚାନ୍ଦି ଭଣ୍ଡାର ପକ୍ଷରୁ ଚଳିତ ବର୍ଷର ବିବାହ ଋତୁ ଉପଲକ୍ଷେ ସ୍ବତନ୍ତ୍ର ‘ଚାନ୍ଦି ପେ ଚାନ୍ଦି’ ଅଫର ସମ୍ପର୍କରେ ଘୋଷଣା…

4 years ago

‘ଟେଲିକମ୍‌ କ୍ଷେତ୍ରରେ ଇଏସ୍‌ଜି ପ୍ରଦର୍ଶନ’

ମୁମ୍ବାଇ,୨୫।୧୧: ଦେଶର ପ୍ରମୁଖ ଟେଲିକମ୍‌ କମ୍ପାନୀ ରିଲାଏନ୍ସ ଜିଓକୁ ନିକଟରେ ଆଉ ଏକ ସମ୍ମାନଜନକ ‘ଟେଲିକମ୍‌ କ୍ଷେତ୍ରରେ ଇଏସ୍‌ଜି ପ୍ରଦର୍ଶନ’ ପୁରସ୍କାର ପ୍ରଦାନ କରାଯାଇଛି। ଉଲ୍ଲେଖଯୋଗ୍ୟ, ମୁମ୍ବାଇଠାରେ…

4 years ago

କଟକରେ ହେବ ମଲ୍ଟିପର୍ପସିଂ ପାର୍କ

କଟକ ଅଫିସ,୨୫ା୧୧: କଟକ ମହାନଗର ନିଗମ(ସିଏମ୍‌ସି) ଅଞ୍ଚଳରେ ପ୍ରଥମଥର ସହରବାସୀଙ୍କ ପାଇଁ ମଲ୍ଟିପର୍ପସିଂ ପାର୍କ ନିର୍ମାଣ ହେବ। ଜୁଡିସିଆଲ ଏକାଡେମୀ ନେତାଜୀ ସେତୁ ନିକଟରେ ଏହି ପାର୍କ…

4 years ago

ଏସିଆର ଧନୀ ବ୍ୟକ୍ତିଙ୍କ ତାଲିକାରେ ବ୍ରିଟେନ ପ୍ରଧାନମନ୍ତ୍ରୀ ଋଷି ସୁନକ, ପତ୍ନୀ ଅକ୍ଷତା ମୂର୍ତ୍ତି

ଲଣ୍ଡନ,୨୫ ।୧୧: ବ୍ରିଟେନ ପ୍ରଧାନମନ୍ତ୍ରୀ ଋଷି ସୁନକ ଓ ତାଙ୍କ ସହଧର୍ମିଣୀ ଅକ୍ଷରା ମୂର୍ତ୍ତି ବ୍ରିଟେନରେ ‘ଏସିଆର ଧନୀ ବ୍ୟକ୍ତଙ୍କ ତାଲିକା ୨୦୨୨’ରେ ସାମିଲ ହୋଇଛନ୍ତି ।…

4 years ago

ବିସ୍‌ଲେରିକୁ କିଣିପାରେ ଟାଟା

ନୂଆଦିଲ୍ଲୀ,୨୫।୧୧:ଦେଶର ପ୍ରମୁଖ ବାଣିଜି୍ୟକ ସଂସ୍ଥା ଟାଟା ଗ୍ରୁପ୍‌ ପ୍ରାୟ ୭୦୦୦ କୋଟି ଟଙ୍କାରେ ପ୍ୟାକେଜିଂ ଓ୍ବାଟର କମ୍ପାନୀ ବିସ୍‌ଲେରିକୁ କିଣିପାରେ ବୋଲି ଚର୍ଚ୍ଚା ହେଉଛି। ଏପରିକି ଟାଟା…

4 years ago

ସର୍ବୋଚ୍ଚ ସ୍ତରରେ ସେନ୍‌ସେକ୍ସ

ନୂଆଦିଲ୍ଲୀ,୨୫।୧୧:ଭାରତୀୟ ଶେୟାର ବଜାରର କାରବାର ପୁଣି ଥରେ ଶିଖରରେ ପହଞ୍ଚତ୍ଛି। ଏପରିକି ଚଳିତ ସପ୍ତାହର ୪ର୍ଥ ଦିବସର କାରବାର ଅର୍ଥାତ୍‌ ଗୁରୁବାର ସେନ୍‌ସେକ୍ସ ୭୬୨.୧୦ ପଏଣ୍ଟ ବଢ଼ି…

4 years ago

ଡିସିଓମାନେ ନିଷ୍ଠାର ସହ କାର୍ଯ୍ୟ କରନ୍ତୁ

ଭୁବନେଶ୍ୱର,୨୫।୧୧(ବ୍ୟୁରୋ): କଳା, ସାହିତ୍ୟ ଓ ସଂସ୍କୃତିର ଉନ୍ନତି ଦିଗରେ ପ୍ରତି ଜିଲାସ୍ତରରେ ଗୁରୁତ୍ୱ ଦେବାର ଆବଶ୍ୟକତା ରହିଛି। ଏହାର ପ୍ରଚାରପ୍ରସାର ସହ ବିଭିନ୍ନ କାର୍ଯ୍ୟକୁ ନିଷ୍ଠାର ସହ…

4 years ago

ଗ୍ୟାଙ୍ଗ୍‌ଷ୍ଟର ଲରେନ୍ସ ବିଷ୍ଣୋଇଙ୍କୁ ଗିରଫକଲା ଏନ୍‌ଆଇଏ

ନୂଆଦିଲ୍ଲୀ,୨୫।୧୧(ପି.ଟି.): ଦେଶର ବିଭିନ୍ନ ଭାଗରେ ହିଂସାକାଣ୍ଡ ଏବଂ ସମ୍ବେଦନଶୀଳ ଅପରାଧ ଘଟାଇବା ଲାଗି ଆତଙ୍କବାଦୀ ସଂଗଠନ ଏବଂ ଅପରାଧ ସିଣ୍ଡିକେଟ୍‌ ସହ ଷଡ଼ଯନ୍ତ୍ର ଚଳାଇବା ମାମଲାରେ ପଞ୍ଜାବ…

4 years ago

ଆଇଆଇଟିଏଫ୍‌ରେ ଓଡ଼ିଶା ଦିବସ

ନୂଆଦିଲ୍ଲୀ,୨୫।୧୧: ନୂଆଦିଲ୍ଲୀରେ ଭାରତ ଅନ୍ତର୍ଜାତୀୟ ବାଣିଜ୍ୟ ମେଳା (ଆଇଆଇଟିଏଫ୍‌)ର ୪୧ତମ ସଂସ୍କରଣ ଅବସରରେ ଗୁରୁବାର ଓଡ଼ିଶା ଦିବସ ଉତ୍ସାହ ଉଦ୍ଦୀପନା ସହ ପାଳିତ ହୋଇଯାଇଛି। ଓଡ଼ିଶାର ଗ୍ରାମାଞ୍ଚଳ…

4 years ago

୫ ପଞ୍ଚାୟତରେ ଦୁର୍ନୀତି

ମଙ୍ଗୁଳି/ଜଗତପୁର/ଟାଙ୍ଗୀ-ଚୌଦ୍ୱାର,୨୫ା୧୧(ଡି.ଏନ୍‌.ଏ): ଟାଙ୍ଗୀ-ଚୌଦ୍ୱାର ବ୍ଲକରେ ବ୍ୟାପକ ଦୁର୍ନୀତି ହୋଇଥିବା ଅଭିଯୋଗ କରି ଯୁବ ସଂଗଠକ ଅଭୟ ବାରିକଙ୍କ ନେତୃତ୍ୱରେ ଶତାଧିକ ମହିଳା ପୁରୁଷ ଗୁରୁବାର ବ୍ଲକ କାର୍ଯ୍ୟାଳୟ ଘେରାଉ…

4 years ago