ଭୁବନେଶ୍ୱର, ୧୦ା୮ (କ୍ରୀଡ଼ା ପ୍ରତିନିଧି): ଇଣ୍ଡୋନେସିଆର ଜାକର୍ତ୍ତାଠାରେ ଅନୁଷ୍ଠିତ ଏସିଆ ରଗ୍ବୀ ସେଭେନ୍ସ ପ୍ରତିଯୋଗିତାରେ ଭାରତୀୟ ମହିଳା ଦଳ ରୌପ୍ୟ ପଦକ ହାସଲ କରିଛି। ଭାରତୀୟ ଦଳରେ…
ନୂଆଦିଲ୍ଲୀ, ୧୦।୮ : ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ସରକାରଙ୍କ ନୀତି ବିରୋଧରେ ଆକ୍ରମଣାତ୍ମକ ଆଭିମୁଖ୍ୟ ଗ୍ରହଣ କରିଥିବା ଭାଜପା ଏମ୍ପି ବରୁଣ ଗାନ୍ଧୀ ପୁଣି ଥରେ ସରକାରୀ…
ଦୁବାଇ,୧୦ା୮(ପି.ଟି.): ଭାରତୀୟ ପେସ୍ ବୋଲର ରେଣୁକା ସିଂ ମଙ୍ଗଳବାର ପ୍ରକାଶିତ ଆଇସିସି ଟି୨୦ ମହିଳା ର଼୍ୟାଙ୍କିଙ୍ଗରେ କ୍ୟାରିୟର ଶ୍ରେଷ୍ଠ ୧୮ତମ ସ୍ଥାନ ଅଧିକାର କରିଛନ୍ତି। ରାଜ୍ୟଗୋଷ୍ଠୀ କ୍ରୀଡ଼ାରେ…
ଲଣ୍ଡନ,୧୦ା୮(ପି.ଟି): ଯୌନ ଶୋଷଣ ଅଭିଯୋଗରେ ଇଂଲଣ୍ଡ ରେସିଂ ଦଳର କୋଚ ଟୋନି ମିନିଚିଏଲୋଙ୍କୁ ଆଜୀବନ ବାସନ୍ଦ କରାଯାଇଛି। ଦୀର୍ଘ ୧୫ ବର୍ଷର କ୍ୟାରିୟର ମଧ୍ୟରେ ଏକାଧିକ ଖେଳାଳିଙ୍କ…
ଲଣ୍ଡନ, ୧୦ା୮(ଏପି): ଟେନିସ ଖେଳାଳି ଆନ୍ଦ୍ରେଜ ମାର୍ଟିନ ଏକ ପ୍ରତିଯୋଗିତା ବେଳେ ହୋଇଥିବା ଡୋପ୍ ଟେଷ୍ଟରେ ବିଫଳ ହେବାରୁ ମଙ୍ଗଳବାର ତାଙ୍କୁ ସସ୍ପେଣ୍ଡ କରାଯାଇଛି। ସ୍ଲୋଭାକିଆର ଏହି…
ନୂଆଦିଲ୍ଲୀ,୧୦ା୮(ପି.ଟି.): ପୁବୁଡୁ ଦାସାନାୟକେଙ୍କ ସ୍ଥାନରେ ପୂର୍ବତନ ଅଲରାଉଣ୍ଡର ମନୋଜ ପ୍ରଭାକର ନେପାଳ କ୍ରିକେଟ ଦଳର ମୁଖ୍ୟ କୋଚ୍ ଭାବେ ନିଯୁକ୍ତି ପାଇଛନ୍ତି। ଦାସାନାୟକେ ଜୁଲାଇରେ ତାଙ୍କ ପଦ…
ମାମାଲ୍ଲାପୁରମ, ୧୦ା୮(ପି.ଟି.): ଚେନ୍ନାଇର ମାମାଲ୍ଲାପୁରମଠାରେ ଚେସ୍ ଅଲିମ୍ପିଆଡ୍ର ୪୪ତମ ସଂସ୍କରଣ ମଙ୍ଗଳବାର ଶେଷ ହୋଇଛି। ଏଥିରେ ଭାରତର ମୋଟ ୬ଟି ଦଳ ଅଂଶଗ୍ରହଣ କରିଥିବାବେଳେ ମହିଳା ‘ଏ’…
ସିନାପାଲି,୧୦ା୮(ଡି.ଏନ.ଏ.): ନୂଆପଡା ଜିଲା ସିନାପାଲି ବ୍ଲକ ଭରୁଆମୁଣ୍ଡା ପଞ୍ଚାୟତ ଅନ୍ତର୍ଗତ ଚଚରାଭଟା ନିବାସୀ ବିଧବା ମହିଳା ସାବିତ୍ରୀ ବାଗଙ୍କ ଘର ଲଗାଣ ବର୍ଷାରେ ଭାଙ୍ଗି ପଡିିଛି। ଏଥିରେ…
ଜେନେଭା, ୧୦।୮ : ବିଶ୍ୱରେ ବୃଦ୍ଧି ପାଉଥିବା ଆତଙ୍କବାଦ କାର୍ଯ୍ୟକଳାପ ନେଇ ଭାରତ ପୁଣିଥରେ ବିଶ୍ୱ ସମୁଦାୟକୁ ଚେତାବନୀ ଦେଇଛି। ମିଳିତ ଜାତିସଂଘରେ ଭାରତର ରାଷ୍ଟ୍ରଦୂତ ରୁଚିରା…
କର୍ଲାମୁଣ୍ଡା,୧୦ା୮(ଡି.ଏନ.ଏ.): ଚଳିତବର୍ଷର ଯୁକ୍ତ ୨ କଳା ପରୀକ୍ଷା ଫଳ ସୋମବାର ପ୍ରକାଶ ପାଇଛି। କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ରିଷିଡ଼ା ଜେକେ କଲେଜ ଛାତ୍ରୀ ପୂଜା ଭୋଇ…