ସିମୁଳିଆ, ୧୫।୪(ସନ୍ତୋଷ କୁମାର ନାୟକ): ବାଲେଶ୍ୱର ଜିଲା ସିମୁଳିଆ ଥାନାଠାରୁ ୧ କିମି. ଦୂର ୧୬ନଂ ଜାତୀୟ ରାଜପଥର କଣିଆରି ଛକ ନିକଟରେ ବରଯାତ୍ରୀ ମିନି ବସ…
ଭୁବନେଶ୍ୱର,୧୫ା୪(ରବିନାରାୟଣ ଜେନା):ଓଡ଼ିଶାରେ ସମୃଦ୍ଧ ଐତିହ୍ୟ, ବିବିଧ ସଂସ୍କୃତି ଓ ପ୍ରାକୃତିକ ମନୋରମ୍ୟ ରହିଛି। ଏହାକୁ ନେଇ ବିଶ୍ୱସ୍ତରୀୟ ପର୍ଯ୍ୟଟକମାନଙ୍କୁ କିଭଳି ଆକର୍ଷିତ କରାଯାଇ ପାରିବ ସେନେଇ ପର୍ଯ୍ୟଟନ…
ନୂଆପଡ଼ା,୧୫ା୪ (ମକାରୁ ବେମାଲ):ନୂଆପଡ଼ା ଜିଲା କୋମନା ଥାନା ଦର୍ଲିପଡା ଗଁ।ର ଜଣେ ଦାଦନ ଶ୍ରମିକ ନିଖୋଜ ହେବାର ପ୍ରାୟ ୪ବର୍ଷ ବିତିଯାଇଥିଲେ ମଧ୍ୟ ତାଙ୍କର ପତ୍ତା ମିଳିନାହିଁ।…
ଭୁବନେଶ୍ୱର,୧୫।୪(ସୁନିତ୍ ମିଶ୍ର):୨୦୨୭ରେ ରାଜ୍ୟରେ ପଞ୍ଚାୟତ ନିର୍ବାଚନ ହେବ। ଏଥିଲାଗି ପ୍ରସ୍ତୁତି ଏକ ପ୍ରକାର ଆରମ୍ଭ ହୋଇସାରିଛି। ଆସନ ସଂରକ୍ଷଣ ଆସନ୍ତା ୩୦ ତାରିଖ ସୁଦ୍ଧା ଶେଷ କରିବାକୁ…
ଭୁବନେଶ୍ୱର, ୧୫।୪ (ବନ୍ଦନା ସେଠୀ): ରାଜ୍ୟରେ ଆହୁରି ବଢିବ ତାତି। ଗରମ ତାୱାରେ ଜଳିବ ଓଡ଼ିଶା। ସେହିପରି ଆସନ୍ତା ୬ଦିନ ପର୍ଯ୍ୟନ୍ତ ଗ୍ରୀଷ୍ମର ପ୍ରକୋପ ଲାଗିରହିବ। ଦିନର…
ବେଜିଂ,୧୫ା୪(ଏଜେନ୍ସି):ପାକିସ୍ତାନ ମଧ୍ୟସ୍ଥତାରେ ଇସ୍ଲାମାବାଦରେ ୨୧ ଘଣ୍ଟିଆ ଶାନ୍ତି ଆଲୋଚନାରୁ ନିଷ୍କର୍ଷ ନ ବାହାରିବାରୁ ଷ୍ଟ୍ରେଟ୍ ଅଫ୍ ହର୍ମୁଜ୍ରେ ଆମେରିକା ଓ ଇରାନ୍ ପୁଣି ମୁହଁାମୁହଁି ହୋଇଛନ୍ତି। ଆମେରିକୀୟ…
ନୂଆଦିଲ୍ଲୀ,୧୪।୪: ଆଇପିଏଲ୍ ୨୦୨୬ରେ ନିଜର ବିସ୍ଫୋରକ ବ୍ୟାଟିଂ ଜରିଆରେ ସମସ୍ତଙ୍କ ଦୃଷ୍ଟି ଆକର୍ଷଣ କରିଥିବା ୧୫ ବର୍ଷୀୟ ଯୁବ ଖେଳାଳି ବୈଭବ ସୂର୍ଯ୍ୟବଂଶୀ ଏବେ ଟିମ୍ ମ୍ୟାନେଜମେଣ୍ଟ…
ନୂଆଦିଲ୍ଲୀ,୧୪।୪: ମଧ୍ୟପ୍ରାଚ୍ୟର ବର୍ତ୍ତମାନର ପରିସ୍ଥିତିକୁ ଦୃଷ୍ଟିରେ ରଖି, ଭାରତ ସରକାର ସ୍ପଷ୍ଟ କରିଛନ୍ତି ଯେ ଦେଶରେ ପେଟ୍ରୋଲ, ଡିଜେଲ କିମ୍ୱା ଅନ୍ୟାନ୍ୟ ପେଟ୍ରୋଲିୟମ ଉତ୍ପାଦର କୌଣସି ଅଭାବ…
ବଲାଙ୍ଗୀର,୧୪।୪(ସୁନିଲ କୁମାର ମହାନ୍ତି): ପିକ୍ଅପ୍ ଧକ୍କାରେ ବାପା ପୁଅ ମୃତ। ମା’ ଗୁରୁତର। ଏପରି ଏକ ଦୁଖଦ ଘଟଣା ଘଟିଛି ବଲାଙ୍ଗୀର-ସୋନପୁର ଏନ୍.ଏଚ୍ ୫୭ ର ଟୋଲଗେଟ…
ପାଟନା,୧୪।୪: ବିହାର ରାଜନୀତିରେ ମଙ୍ଗଳବାର ଏକ ବଡ଼ ଧରଣର ପରିବର୍ତ୍ତନ ଦେଖିବାକୁ ମିଳିଛି। ନୀତିଶ କୁମାର ମୁଖ୍ୟମନ୍ତ୍ରୀ ପଦରୁ ଇସ୍ତଫା ଦେବା ପରେ ବିହାରରେ ’ନୀତିଶ ଯୁଗ’ର…