ଭବାନୀପାଟଣା,୪।୭(ସ୍ବ.ପ୍ର.): କଳାହାଣ୍ଡି ଜିଲା ଗୋଲାମୁଣ୍ଡା ବ୍ଲକ ଚଞ୍ଚରାମୁଣ୍ଡା ଛକ ବିଜୁ ଏକ୍ସପ୍ରେସ ଓ୍ବେରେ ଜଣେ ବ୍ୟକ୍ତିଙ୍କ ମୃତଦେହ ପୋଲିସ ସୋମବାର ଜବତ କରିଛି। ହେଲେ ବ୍ୟକ୍ତିଙ୍କ ପରିଚୟ…
ଚିତ୍ରକୋଣ୍ଡା,୪।୭(ଡି.ଏନ୍.ଏ.): ମାଲକାନଗିରି ଜିଲା ଚିତ୍ରକୋଣ୍ଡା ଥାନା ଅଧୀନ ଡାଇକ ୩, ଟନେଲକ୍ୟାମ୍ପ, ନାକାମାମୁଡୁ, ମନ୍ତ୍ରୀପୁଟ ଅଞ୍ଚଳରେ ଖାନତଲାସୀ ବେଳେ ପୋଲିସ ୧୧୯ କେଜି ୧୦୦ ଗ୍ରାମ ଗଞ୍ଜେଇ…
ଲକ୍ଷ୍ନୌ ୪।୭: ଉତ୍ତରପ୍ରଦେଶ ଅଯୋଧ୍ୟା କୋତଓ୍ବାଲିରେ ଏକ ବୀଭତ୍ସ ହତ୍ୟାକାଣ୍ଡ ଘଟିଛି। ଅନୈତିକ ସମ୍ପର୍କକୁ ନେଇ ଜଣେ ସ୍କୁଲ ଶିକ୍ଷୟିତ୍ରୀଙ୍କୁ ଅତି ନିର୍ମମ ଭାବେ ହତ୍ୟା କରାଯାଇଛି।…
ଲକ୍ଷ୍ନୌ,୪।୭: ଉତ୍ତରପ୍ରଦେଶ ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥଙ୍କ ଦ୍ୱିତୀୟ କାର୍ଯ୍ୟକାଳର ୧୦୦ଦିନ ସୋମବାର ପୂରଣ ହୋଇଛି। ଏହି ଅବସରରେ ମୁଖ୍ୟମନ୍ତ୍ରୀ ଯୋଗୀ ଏକ ପତ୍ରିକା ଉନ୍ମୋଚନ କରିଛନ୍ତି। ଯେଉଁଥିରେ…
ମୁମ୍ବାଇ,୪।୭: ମହାରାଷ୍ଟ୍ର ମୁଖ୍ୟମନ୍ତ୍ରୀ ଏକନାଥ ସିନ୍ଧେଙ୍କ ଫ୍ଲୋର ଟେଷ୍ଟର ଗୋଟିଏ ଦିନ ପୂର୍ବରୁ ଉଦ୍ଧବ ଠାକରେଙ୍କୁ ଆଉ ଏକ ଝଟ୍କା ଲାଗିଥିଲା। ଉଦ୍ଧବ ସହ ଥିବା ଅନ୍ୟ…
ମୁମ୍ବାଇ,୪।୭: ମହାରାଷ୍ଟ୍ର ବିଧାନସଭାରେ ସୋମବାର ଅନୁଷ୍ଠିତ ଆସ୍ଥା ଭୋଟରେ ମୁଖ୍ୟମନ୍ତ୍ରୀ ଏକନାଥ ସିନ୍ଧେ ବାଜି ମାରିନେଇଛନ୍ତି। ତାଙ୍କ ସପକ୍ଷରେ ୧୬୪ ଜଣ ବିଧାୟକ ଭୋଟ ଦେଇଥିବା ବେଳେ…
ନୂଆଦିଲ୍ଲୀ,୪।୭:ପଞ୍ଜାବୀ ଗାୟକ ସିଦ୍ଧୁ ମୂସେୱାଲାଙ୍କୁ ଗୁଳି ମାରି ହତ୍ୟା କରିଥିବା ଶୁଟର୍ ଅଙ୍କିତ ସିରସାଙ୍କୁ ତାଙ୍କ ସହଯୋଗୀଙ୍କ ସହ ଦିଲ୍ଲୀ ପୋଲିସର ସ୍ପେଶାଲ ସେଲ ଗିରଫ କରିଛି।…
ଇମ୍ଫାଲ୍,୪।୭: ମଣିପୁର ନୋନି ଜିଲାରେ ଭୂସ୍ଖଳନ ଘଟଣାକୁ ୬ ଦିନ ବିତିଯାଇଛି। ହେଲେ ବର୍ତ୍ତମାନ ସୁଦ୍ଧା ଉଦ୍ଧାର କାର୍ଯ୍ୟ ଜାରି ରହିଛି। ସୋମବାର ଦୁର୍ଘଟଣାରେ ମୃତକଙ୍କ ସଂଖ୍ୟା…
ଭୁବନେଶ୍ୱର,୪ା୭(ବ୍ୟୁରୋ): ବିଜେବି କଲେଜ ଛାତ୍ରୀ ରୁଚିକା ମହାନ୍ତି ଆତ୍ମହତ୍ୟା ଘଟଣାକୁ ନେଇ କଲେଜ ପକ୍ଷରୁ ତଦନ୍ତ ପାଇଁ ୬ ଜଣିଆ ତଦନ୍ତକାରୀ ଟିମ୍ ଗଠନ କରାଯାଇଛି। ଏଥିରେ…
କ୍ୱିଭ୍, ୪।୭ : ରୁଷିଆ ୟୁକ୍ରେନ୍ର ୮୯ ଆଥଲେଟ୍ କୋଚ୍ ଏବଂ ଖେଳାଳିଙ୍କୁ ହତ୍ୟା କରିଛି। ସେହିପରି ୧୩ ଆଥଲେଟ୍ଙ୍କୁ ଏବେ ବନ୍ଧକ ରଖାଯାଇଛି। ଏନେଇ ୟୁକ୍ରେନ୍…